Browsing Category

ଆଜିର ଖବର

ସୁପ୍ରିମକୋର୍ଟରେ ଆରାବଳୀ ଶୁଣାଣି; ଜାନୁଆରି ୨୧ରେ ପରବର୍ତ୍ତୀ ଶୁଣାଣି

ଆରାବଲ୍ଲୀ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ହସ୍ତକ୍ଷେପ । ନଭେମ୍ବର ୨୦ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ନିଜ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି । ଏହାସହିତ କେନ୍ଦ୍ର ସରକାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା ଏବଂ ଗୁଜୁରାଟ ସରକାରଙ୍କ ନୋଟିସ୍‌ ମଧ୍ୟ ଜାରି କରିଛନ୍ତି । କମିଟିର

ସୁନା ଶସ୍ତା ଭିତରେ ଦିନକରେ ୧୨ ହଜାର ମହଙ୍ଗା ହେଲା ରୁପା

ସୁନା ପରି ରୂପା ମୂଲ୍ୟ ରେକର୍ଡ କରୁଛି। ଆଜି ରୂପା ପୁଣି ଥରେ ଏକ ନୂତନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସୋମବାର ରୁପା ଦର ପ୍ରାୟ ୬ ପ୍ରତିଶତ ବଢ଼ିଛି । ଫଳରେ କେଜି ପିଛା ରୁପା ଦର ୨ ଲକ୍ଷ ୫୪ ହଜାର ୧୭୪ ଟଙ୍କାରେ ପହଞ୍ଚିଛି ।ବିଗତ ସପ୍ତାହକରେ ରୁପା ଦରମ ପ୍ରାୟ ୧୫ ପ୍ରତିଶତ ବଢ଼ିଛି । ଏହା

ରାଗିଗଲେ ମଥୁରା ନରେଶ , ପରିବହନ ଅଧିକାରୀଙ୍କ ଉପରେ ଲଗାଇଲେ ଫାଇନ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଗିଗଲେ ମଥୁରା ନରେଶ କଂସ ମହାରାଜ । “ନଗର ପରିକ୍ରମା” ଅବସରରେ କଂସ ମହାରାଜ ପ୍ରାଚୀନ ମଥୁରାରେ ପରିଣତ ହୋଇଥିବା ବରଗଡ଼ ଉପରେ “ଶାସନ କରୁଛନ୍ତି”। ଏହାର ଏକ ଅଂଶ ଭାବରେ ସେ ପରିବହନ ବିଭାଗର ଅଧିକାରୀମାନଙ୍କୁ ଡକାଇ ସରକାରୀ ବସ୍ ଷ୍ଟାଣ୍ଡରେ ଖରାପ ପରିମଳ ଏବଂ

SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ଭୁବନେଶ୍ୱର (ରାଜ୍ୟକାହାଣୀ )ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର

ହନିମୁନ୍‌ ରୁ ଫେରି ଆତ୍ମହତ୍ୟା କଲେ ନବ ଦମ୍ପତ୍ତି

ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍‌ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ବେଙ୍ଗାଲୁରୁ ଫେରିବା ପରେ ଗାନଭି ବାପଘରକୁ

ଶୀତରେ ଥରୁଛି ସାରା ରାଜ୍ୟ, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶୀତରୁ ନାହିଁ ନିସ୍ତାର । ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ପ୍ରବଳ ଥଣ୍ଡା ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି । ଅଧ ରାତିରୁ ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ିରେ ଅଦୃଶ୍ୟ ହୋଇଯାଉଛି ରାସ୍ତାଘାଟ । ନୂଆବର୍ଷ ପର୍ଯ୍ୟନ୍ତ ଅର୍ଥାତ୍ ଆହୁରି ୫ ଦିନ ଏଭଳି

ବଢ଼ିଲା କଳାକାର ମାସିକ ଭତ୍ତା 

 ରାଜ୍ୟ କାହାଣୀ ( ଭୁବନେଶ୍ଵର)ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି ।   ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।   ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ମାସକୁ ୩୫୦୦ ଟଙ୍କାକୁ ବୃଦ୍ଧି ହୋଇଛି ।  କେନ୍ଦୁଝରରେ ଏ ବଡ଼ ଘୋଷଣା

ଓମ୍‌ସା ଦାବି:ଗଠନ ହେଲା ଅନ୍ତର୍ବିଭାଗୀୟ କମିଟି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ

ହୋଟେଲରେ ଯୁବକଙ୍କ ମୃତଦେହ ଉଦ୍ଧାର ,ଯୁବକଙ୍କ ସହ ରାତି କଟାଇଥିବା ଅନ୍ୟ ଜଣେ ଯୁବକ ଓ ମହିଳା ଫେରାର

ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବାଲେଶ୍ବର ଜିଲ୍ଲାର ସହଦେବଖୁଣ୍ଟା ପୋଲିସ ସୀମା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଅଟକ ରଖିଛି । ସୂଚନାମୁତାବକ ସହରର ଏକ ଜଣାଶୁଣା ହୋଟେଲରେ ରହିଥିଲେ ଦୁଇ ଯୁବକ ଓ ଜଣେ ଯୁବତୀ ।

୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଶିକ୍ଷକ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ପୀଡ଼ିତା ଘର ପାଖ ଦୋକାନକୁ ସଉଦା