Browsing Category
ଆଜିର ଖବର
ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ଅନଲାଇନ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ୱ । ମୋବାଇଲ ନଂ!-->…
କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ
ରାଜ୍ୟ କାହାଣୀ ( ଭୁବନେଶ୍ଵର)କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ । ଡିସିପି ଋଷିକେଶ ଖିଲାରିଙ୍କ ସହ ଆଡିସନାଲ ଏସପି ମୀନାକ୍ଷୀ ଠାକୁର, ଜିଲ୍ଲା ଜଜ ମାନସ ରଞ୍ଜନ ବାରିକ ଜେଲ ପରିଦର୍ଶନ କରି ସୁପରିଚାଳନାର ତଦାରଖ କରୁଛନ୍ତି । ଜେଲର ବାତାବରଣ, କଏଦୀଙ୍କ ସୁରକ୍ଷାର ସମୀକ୍ଷା!-->…
ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର: ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଗ୍ରୀନ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ!-->…
କୋଭିଡ୍ ମହାମାରୀ ପରେ ଭାରତରେ ସବୁଠୁ ବଡ଼ ସଙ୍କଟ ବାୟୁ ପ୍ରଦୂଷଣ
ଭାରତରେ କୋଭିଡ୍-୧୯ ମହାମାରୀ ବୃହତ୍ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ ସ୍ଥିତି ଉପୁଜାଇବ ବୋଲି ବ୍ରିଟେନ୍ରେ ଥିବା ଜଣେ!-->…
ନୂଆବର୍ଷ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା, ୬୦ ପ୍ଲାଟୁନ୍ ପୋଲିସ ମୁତୟନ
ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ୬୦ ପ୍ଲାଟୁନ ପୋଲିସ କର୍ମଚାରୀଙ୍କୁ ନେଇ ଏକ!-->…
ଆରପାରିକୁ ଚାଲିଗଲେ ହାସ୍ୟାଭିନେତା ବୁଧିଆ ନନା
ଯାତ୍ରା ଜଗତରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗତକାଲି ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ ହୋଇଥିବାବେଳେ ଆଜି କଳିଙ୍ଗ ଗଣନାଟ୍ୟର ଜଣେ ହାସ୍ୟାଭିନେତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ଦେବେନ୍ଦ୍ର ଦାଶ ଓରଫ୍ ବୁଧିଆନା କଳିଙ୍ଗ ଗଣନାଟ୍ୟର ଥିଲେ। ଦୀର୍ଘ ୫୦ ବର୍ଷର!-->…
ଜିରୋ ନାଇଟ୍ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା,ମଦ୍ୟପଙ୍କୁ ସାବାଡ୍ କରିବାକୁ ଜଗିଛି ପୋଲିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଦାୟ ଦେବ ୨୦୨୫, ଆଉ ଆସିବ ଫର୍ଦ୍ଧ ୨୦୨୬। ଜିରୋ ନାଇଟ୍ ସେଲିବ୍ରେସନ୍ ଲାଗି ସବୁ ହୋଟେଲ, ରେଷ୍ଟୁରାଣ୍ଟ , ମଲ୍ ଏବଂ ପବ୍ ଗୁଡିକରେ ଜୋରଦାର ପ୍ରସ୍ତୁତି କରାଯାଉଛି। ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଭାବେ ଗୁରୁତ୍ଵ ଦିଆଯାଉଛି। ନୂଆବର୍ଷ!-->…
ଶିଖରଚଣ୍ଡୀ ପାହାଡ଼କୁ ପର୍ଯ୍ୟଟକ ମନା । ଅଙ୍କୁଶ ଲଗାଇଲା ବନ ବିଭାଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତାହାତୀ ବୁଲିବା ଘଟଣା । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ଶିଖରଚଣ୍ଡୀ ପୀଠ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପକ୍ଷରୁ ନିଆଗଲା ପଦକ୍ଷେପ ।ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଯାଇଛି। ବନ ବିଭାଗ ପାହାଡ଼ ସିଲ୍!-->…
ଆସନ୍ତା ଜାନୁୟାରୀ ୨୧ ତାରିଖରେ ଓଏସଏସଟିଇଟି ପରୀକ୍ଷା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ଏହି ପରୀକ୍ଷା ଉକ୍ତ ଦିନ ସକାଳ!-->…
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ
ଭୁବନେଶ୍ୱର (ରାଜ୍ୟକାହାଣୀ )କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର ଖମନ ପ୍ରକାଶ ନଗର , ନଦୀବ୍ରିଜ ତଳୁ ଶୁକ୍ରବାର ସକାଳରେ!-->…