Browsing Category
ଆଜିର ଖବର
ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ!-->…
ଖାରବେଳ ଭବନରେ କ୍ୟାଣ୍ଟିନ ‘ସୃଜନ’ ଉଦଘାଟିତ: ମିଳିବ ରେଳଟିକଟ ଓ ପର୍ଯ୍ୟଟନ ସୂଚନା ସୁବିଧା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଖାରବେଳଭବନର ପ୍ରଥମ ମହଲାରେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ କ୍ୟାଣ୍ଟିନ ‘ସୃଜନ’ ଲୋକାର୍ପିତ ହୋଇଛି । ଆଇଆରସିଟିସି ଦ୍ୱାରା ପରିଚାଳିତ ଏହି କ୍ୟାଣ୍ଟିନକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ!-->…
ହର୍ବାଲ ଟିକୁ /ଫ୍ଲାଓ୍ବାର ଟି ‘ଚା’ କହିବା ଭୁଲ; ବେଆଇନ ଘୋଷଣା କଲା FSSAI
ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI) ଚା’ କୁ ନେଇ ଏକ ସ୍ପଷ୍ଟ ମତ ଦେଇଛି। କେବଳ କାମେଲିଆ ସାଇନେସିସ୍ ଗଛରୁ ତିଆରି ଉତ୍ପାଦଗୁଡ଼ିକୁ ହିଁ “ଚା” କୁହାଯାଇପାରିବ ବୋଲି ସ୍ପଷ୍ଟ ଭାବରେ କୁହାଯାଉଛି।FSSAI ନିର୍ଦ୍ଦେଶ ଦେଇଛି ହର୍ବାଲ୍ ଟି, ଡିଟକ୍ସ ଟି ଏବଂ ଫ୍ଲାଓ୍ବାର ଟି!-->…
ହାତୀଦାନ୍ତ ବେପାର ଅଭିଯୋଗରେ ୩ ଜଣ ଗିରଫ
ହାତୀଦାନ୍ତ ବେପାର ଅଭିଯୋଗରେ ୩ ଜଣ ଗିରଫ ହୋଇଛନ୍ତି । ବାଲେଶ୍ଵର ନୀଳଗିରି କୂଳଡିହା ଅଭୟାରଣ୍ୟରେ ମାଟି ତଳୁ ହାତୀର ଗଳିତ ଶବ ତସ୍କର ଖୋଳିବା ଘଟଣାରେ ଅଭିଯୁକ୍ତମାନେ ଜଣକ ପରେ ଜଣେ ଗିରଫ ହେଉଛନ୍ତି ।ଏମାନଙ୍କୁ ମିଶାଇ ମୋଟ ଅଭିଯୁକ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ଗିରଫ ଅଭିଯୁକ୍ତଙ୍କ!-->…
ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମିଳିବ ମାଗଣା ବସ ସେବା
ଭୁବନେଶ୍ୱର (ରାଜ୍ୟକାହାଣୀ ) ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା । ଡ୍ରପଆଉଟ୍ ସଂଖ୍ୟା ରୋକିବାକୁ ପଦକ୍ଷେପ । ଅଧିକ ସ୍କୁଲକୁ ଯାତାୟତ ବଢ଼ାଇବାକୁ ନୂଆ ରୁଟ୍ ପ୍ରସ୍ତୁତ କରିବ ଓଏସଆରଟିସି । ୫୦% ରିହାତି ବଦଳରେ ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନା ଅଧୀନରେ!-->…
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ ସେ କୋଣାର୍କ ଯିବେ।ଗସ୍ତର!-->…
ସାମାଜିକ ଗଣମାଧ୍ୟମ ଯୁଗରେ ଅଲୋଡ଼ା ଗ୍ରୀଟିଙ୍ଗସ୍ କାର୍ଡ
ସତୁରୀ ଦଶକର ଶେଷ ଏବଂ ଅଶୀ ଦଶକର ଆରମ୍ଭରୁ ହୋଇଥିଲା ଗ୍ରୀଟିଙ୍ଗସ ଯୁଗ । ୯୦ ଦଶକରେ ଏହା ଯେମିତି ଟ୍ରେଣ୍ଡ୍ ପାଲଟିଯାଇଥିଲା । ସ୍କୁଲ, କଲେଜ ପିଲା ଗ୍ରୀଟିଙ୍ଗସ୍ କାର୍ଡ କିଣିବାକୁ ବ୍ୟାକୁଳ ହୋଇଯାଉଥିଲେ । ଖାଲି ସେତିକି ନୁହେଁ, ନୂଆ ବର୍ଷରେ ମନର ଭାବକୁ ପ୍ରକାଶ କରିବା ପାଇଁ ଏହି କାର୍ଡ!-->…
ବିଶ୍ୱ ରାଙ୍କିଙ୍ଗରେ ଭାରତୀୟ ପାସପୋର୍ଟ ୮୫ତମ ସ୍ଥାନକୁ ଖସିଲା
ନୂଆବର୍ଷ ପୂର୍ବରୁ ଭାରତୀୟ ପାସପୋର୍ଟକୁ ଏକ ଝଟକା ଲାଗିଛି । ବିଶ୍ୱ ରାଙ୍କିଙ୍ଗରେ ଭାରତୀୟ ପାସପୋର୍ଟ ୮୫ତମ ସ୍ଥାନକୁ ଖସିଯାଇଛି, ଯାହା ପୂର୍ବରୁ ଏହାର ସ୍ଥାନ ୮୦ତମ ଥିଲା ।ବର୍ତ୍ତମାନ, ଆମେରିକା ପାସପୋର୍ଟ ୧୨ ତମ ସ୍ଥାନକୁ ଖସି ଆସିଛି । ପୂର୍ବରୁ ଏହା ୧୦ତମ ସ୍ଥାନରେ ଥିଲା । ଭାରତୀୟ!-->…
ବିଜେଡି ରହିଛି ଏବଂ ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ରହିବ: ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି ।ଶୁଭେଚ୍ଛା ଜଣାଇବା ସହ ବିଜେପି ଉପରେ ବର୍ଷିଛନ୍ତି ।!-->…
ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜାଡ଼ରେ ଥରୁଛି ଓଡ଼ିଶା। ଉପକୂଳରୁ ଦକ୍ଷିଣ ପୁଣି ପଶ୍ଚିମ ଓଡ଼ିଶା। ସବୁଠି ଅସହ୍ୟ ଶୀତ। ଥଣ୍ଡାରୁ ନିସ୍ତାର ନାହିଁ। ରାଜ୍ୟରେ ଭୟଙ୍କର ଶୀତ ଲହରୀ। ଥଣ୍ଡା ସାଙ୍ଗକୁ ଅନେକ ସ୍ଥାନରେ କଲବଲ କରୁଛି କୁହୁଡ଼ି । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ!-->…