Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ, ୪ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ
ଭୁବନେଶ୍ୱର (ରାଜ୍ୟ କାହାଣୀ )ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ସୂଚନାନୁଯାୟୀ, କୁଆଁରମୁଣ୍ଡା ତହସିଲର କଳୋସିହିରିଆ ଆରଆଇ ଅନିତା ଜେନା ଜଣେ ବ୍ୟକ୍ତିଙ୍କୁ ଜମି ଡିମାର୍କେସନ!-->…
ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪ ବରିଷ୍ଠ ଅଧିକାରୀ
ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଶିକ୍ଷକ ଶିକ୍ଷା!-->…
‘SIR’ ପାଇଁ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ,ଅକ୍ଟୋବରରୁ ଭୋଟର ତାଲିକା ପ୍ରସ୍ତୁତି
ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ନିର୍ବାଚନ ପ୍ରଶାସନ ସହ ଜଡ଼ିତ ଅଧିକାରୀମାନେ ଭିଡିଓ!-->…
ଲଗାଣ ବର୍ଷା ଲାଗି ଚାଷ ଜମି କିମ୍ବା ଘର ଭାଙ୍ଗିଥିଲେ । ତୁରନ୍ତ ମିଳିବ କ୍ଷତିପୂରଣ
ଭୁବନେଶ୍ୱର (ରାଜ୍ୟ କାହାଣୀ )ବର୍ଷାରେ ଚାଷ ଜମି କିମ୍ବା ଘର ଭାଙ୍ଗିଥିଲେ ମିଳିବ କ୍ଷତି ପୂରଣ। ଅନଲାଇନରେ ଚାଷୀଙ୍କ ଖାତାକୁ ପଠାଯିବ କ୍ଷତିପୂରଣ ଟଙ୍କା। ଗୋଟିଏ ବ୍ଳକର ଗୋଟିଏ ଘର କିମ୍ବା ଜଣେ ବ୍ୟକ୍ତିଙ୍କ କ୍ଷତି ହୋଇଥିଲେ ବି କ୍ଷତିପୂରଣ ଦିଆଯିବ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି,!-->…
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି !କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆହ୍ୱାନ
ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କଲା ବିଶ୍ୱ ହିନ୍ଦୁ ପରିଷଦ। ଗାଏବ ହୋଇଥିବା କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆହ୍ୱାନ ଦେଇଛି ପରିଷଦ । ୨୦୦୮ ଅଗଷ୍ଟ ୨୩ରେ କନ୍ଧମାଳ ଜିଲ୍ଲାର ଜଳେଶପଟା ଆଶ୍ରମରେ ସ୍ୱାମୀ!-->…
ଶ୍ରୀଗୁଣ୍ଡିଚା ମନ୍ଦିରରେ ହ୍ୱିଲଚେୟାରରେ ମହାପ୍ରଭୁଙ୍କ ଦର୍ଶନ
ରଥଯାତ୍ରା ଅବସରରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭିଡ଼ ଭିତରେ ମଧ୍ୟ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଦର୍ଶନକୁ ସହଜ, ସୁରକ୍ଷିତ ଓ ସୁବିଧାଜନକ କରିବା ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ହ୍ୱିଲ ଚେୟାର, ସ୍ୱେଚ୍ଛାସେବୀଙ୍କ ସହଯୋଗ ଓ ସ୍ୱତନ୍ତ୍ର ପ୍ରବେଶ ବ୍ୟବସ୍ଥା!-->…
୨୩ ଦିନ ଅନଶନ ପରେ ସୋନମ ୱାଙ୍ଗଚୁକ ! CJPର ଆନ୍ଦୋଳନ ପରେ ଆସିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବୟାନ
ଦୀର୍ଘ ୨୩ ଦିନ ଧରି ଅନଶନରେ ଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟକୁ ନେଇ ସଫଦରଜଙ୍ଗ ହସ୍ପିଟାଲ ନୂଆ ସ୍ୱାସ୍ଥ୍ୟ ବୁଲେଟିନ୍ ଜାରି କରିଛି । ବୁଲେଟିନ୍ ଅନୁସାରେ, ତାଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ପାରାମିଟର ସ୍ଥିର ଥିଲେ ମଧ୍ୟ ରକ୍ତ ଚାପ ଓ ପୋଟାସିୟମ୍ ସ୍ତର କମ୍ ରହିଛି ।!-->…
ଆଜି ତିନି ରଥର ଦକ୍ଷିଣ ମୋଡ଼
ଭୁବନେଶ୍ୱର (ରାଜ୍ୟ କାହାଣୀ )ହେରାପଞ୍ଚମୀରେ ମହାଲକ୍ଷ୍ମୀ ଗୁଣ୍ଡିଚାଘରକୁ ଆସି ଫେରିବାପରେ ଠାକୁରଙ୍କ ଶ୍ରୀମନ୍ଦିରକୁ ଫେରିବା ପ୍ରକ୍ରିୟା ଆରମ୍ଭ ହେବ । ବାହୁଡ଼ା ପ୍ରସ୍ତୁତି ପାଇଁ ମଙ୍ଗଳବାର ରଥ ଦକ୍ଷିଣ ମୋଡ଼ । ତିନି ରଥ ଗୁଣ୍ଡିଚାଘର ସିଂହଦ୍ୱାରରୁ ଟଣା ହୋଇ ନାକଚଣା ଦ୍ୱାରେ ପହଞ୍ଚିବ ।!-->…
ସକ୍ରିୟ ଲଘୁଚାପର ପ୍ରଭାବ , ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲଙ୍ଗାନା, ମଧ୍ୟ ମହାରଷ୍ଟ୍ର,!-->…
ହୋଟେଲ ବିଲ୍ରେ ସର୍ଭିସ୍ ଚାର୍ଜ ଦେବା ବାଧ୍ୟତାମୂଳକ ନୁହେଁ ! ନିୟମ ଭଙ୍ଗ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ
କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଗ୍ରାହକଙ୍କ ବିଲ୍ ଉପରେ ସେବା ଶୁଳ୍କ ଆଦାୟ କରିବା ବିରୋଧରେ ରେଷ୍ଟୁରାଣ୍ଟଗୁଡ଼ିକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଯେଉଁ ରେଷ୍ଟୁରାଣ୍ଟଗୁଡ଼ିକ ଏପରି କରିଚାଲିବେ ସେମାନଙ୍କ ବିରୋଧରେ ଜରିମାନା ସମେତ କଠୋର!-->…