Browsing Category
ଆଜିର ଖବର
ଅଷ୍ଟ୍ରେଲିଆ ଭଳି ଭାରତରେ ପିଲାଙ୍କ ପାଇଁ ବ୍ୟାନ୍ ହେଉ ସୋସିଆଲ ମିଡିଆ
ଅଷ୍ଟ୍ରେଲିଆ ବିଶ୍ୱର ପ୍ରଥମ ଦେଶ ହୋଇଛି ଯିଏ ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଇଣ୍ଟରନେଟ୍ ମିଡିଆକୁ ସମ୍ପୂର୍ଣ୍ଣ ନିଷେଧ କରିଛି।ତେବେ ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ମାଡ୍ରାସ୍ ହାଇକୋର୍ଟ କହିଛନ୍ତି। ଜଷ୍ଟିସ୍!-->…
୨୯ ବର୍ଷରେ ପାଦ ଥାପିଲା ବିଜେଡି। ରାଜ୍ୟବ୍ୟାପୀ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ନବୀନଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ। ୨୯ ବର୍ଷରେ ପାଦ ଥାପିଲା ବିଜେଡି। ଶଙ୍ଖ ଭବନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ। ଦଳୀୟ ନେତା ଓ ତୃଣମୂଳ ସ୍ତରର କର୍ମୀଙ୍କୁ ସଞ୍ଜୀବନୀ ଦେବେ ନବୀନ ପଟ୍ଟନାୟକ। ପ୍ରତିଷ୍ଠା ଦିବସ ଅବସରରେ ବିଜେଡି ସଭାପତି ସୋସିଆଲ ମିଡିଆ ଏକ୍ସରେ!-->…
ଚାନ୍ଦବାଲିରେ ପୁଣି ଲଜ୍ଜା। ଦୁଷ୍କର୍ମ ଉଦ୍ୟମ ଶିକାର ପରେ ବିଷ ପିଇଦେଲେ ଯୁବତୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଚାନ୍ଦବାଲିରେ ପୁଣି ଲଜ୍ଜା। ଦୁଷ୍କର୍ମ ଉଦ୍ୟମ ଶିକାର ପରେ ବିଷ ପିଇଦେଲେ ଯୁବତୀ। ଭଦ୍ରକ ଜିଲ୍ଲା ଧାମରା ପଞ୍ଚାୟତ ନରସିଂହପୁର ଗାଁରୁ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ରୋଷେଇ ଘରେ ଜଣେ ବାପଛେଉଣ୍ଡ ଝିଅଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ନେଇ ଥାନାରେ!-->…
ଆଜିଠୁ ମହଙ୍ଗା ହେଲା ରେଳ ଭଡ଼ା, ପ୍ରତି କିଲୋମିଟର ପିଛା ଟିକେଟ ମୂଲ୍ୟ ୨ପଇସା ବୃଦ୍ଧି
ଆଜିଠୁ ଲାଗୁ ହୋଇଛି ନୂତନ ବର୍ଦ୍ଧିତ ରେଳ ଭଡ଼ା । ଏଣିକି ୨୧୫ କିଲୋମିଟରରୁ ଅଧିକ ଯାତ୍ରା ପାଇଁ ସାଧାରଣ ଶ୍ରେଣୀ ଟିକେଟ ଲାଗି ପ୍ରତି କିଲୋମିଟରରେ ପିଛା ଏକ ପଇସା ଅଧିକ ଦେବାକୁ ପଡ଼ିବ । ସମସ୍ତ ଟ୍ରେନର ଏସି, ନନ୍-ଏସି ମେଲ୍ / ଏକ୍ସପ୍ରେସ୍ ଏବଂ ଏୟାରକଣ୍ଡିସନ୍ ଶ୍ରେଣୀ ପାଇଁ ପ୍ରତି!-->…
ପ୍ରଥମ ଥର ପାଇଁ ଦୁବାଇ ଗଲା ଓଡ଼ିଶା ରସୁଣ, ବିନ୍ସ, କୁନ୍ଦୁରି ଓ ପୋଟଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏଥର ଦୁବାଇରେ ପାଇବେ ଓଡ଼ିଶା ରସୁଣ ଓ ବିନ୍ସରେ ସ୍ୱାଦ।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କାର୍ଗୋ ମାଧ୍ୟମରେ ଦୁବାଇକୁ ତାଜା ପରିବା ରପ୍ତାନି କରାଯାଇଛି । ତେବେ କଳାହାଣ୍ଡି ଏବଂ ନବରଙ୍ଗପୁରର ଚାଷୀଙ୍କ ଦ୍ୱାରା ଉତ୍ପାଦିତ କେବଳ ରସୁଣ କିମ୍ବା!-->…
ମାଲକାନଗିରି କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ। ମାଲକାନଗିରି ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି। ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ!-->…
ସାନ୍ତାଳୀ ଭାଷାରେ ସମ୍ବିଧାନ ଲୋକାର୍ପଣ କଲେ ରାଷ୍ଟ୍ରପତି
ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ।ଏହି ଅବସରରେ!-->…
ସୋସିଆଲ ମିଡ଼ିଆ ବ୍ୟବହାର କରିପାରିବେ ସେନା, ହେଲେ ଲାଇକ ଓ କମେଣ୍ଟ କଟକଣା
ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଏହାର ନୀତିରେ ପରିବର୍ତ୍ତନ କରିଛି। ନୂଆ ପରିବର୍ତ୍ତନ ଅନୁଯାୟୀ, ଯବାନ ଏବଂ ଅଧିକାରୀମାନେ କେବଳ ରିଲ୍ସ୍ ଦେଖିବା ପାଇଁ ଇନଷ୍ଟାଗ୍ରାମ ବ୍ୟବହାର କରିପାରିବେ।ଏହି ସମୟ ମଧ୍ୟରେ ସେମାନେ କୌଣସି ପୋଷ୍ଟକୁ ଲାଇକ୍ କିମ୍ବା କମେଣ୍ଟ କରିପାରିବେ!-->…
ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: କହିଲେ ଅନ୍ୟ ଝିଅଙ୍କ ସହ…
ଭୁବନେଶ୍ୱର (ରାଜ୍ୟକାହାଣୀ )ଜୀବନ ପ୍ରତି ବିପଦ ଥିବା କହିଛନ୍ତି କମେଡିଆନ ଗୁଲୁଆ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଛନ୍ତି । ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ ଭଲରେ ଚାଲିଥିଲା।!-->…
ଭୂପିନ୍ଦରଙ୍କୁ ଜବାବ ଦେଲେ ଦେବୀ : ଦଳ ସଙ୍ଗଠିତ ଅଛି
ଭୁବନେଶ୍ୱର (ରାଜ୍ୟକାହାଣୀ )ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂଙ୍କୁ କାଉଣ୍ଟର କଲେ ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର । ଦେବୀ କହିଛନ୍ତି, ବିଜେଡି ଦେଶର ବୃହତ୍ତମ ଆଞ୍ଚଳିକ ଦଳ । ଶୁକ୍ରବାର ଦଳର ପ୍ରତିଷ୍ଠା ଦିବସ । କ୍ଷେତ୍ରୀୟ ସ୍ତରରେ ପାଳନ କରାଯିବ । ଶଙ୍ଖ ଭବନରେ ମଧ୍ୟ!-->…