Browsing Category
ଆଜିର ଖବର
ପ୍ରଦୂଷଣ ମାମଲାରେ ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ଏହି ୩ ସହର
ଭୁବନେଶ୍ୱର (ରାଜ୍ୟକାହାଣୀ )ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ!-->…
ନୂଆବର୍ଷର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ଗୁରୁବାରଠାରୁ ପାରଦ ଆହୁରି ତଳମୁହାଁ ହେବ। ସମତଳ ଏବଂ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ!-->…
ସମୁଦ୍ରରେ ଭାସିଆସିଲେ ଶ୍ରୀଜଗନ୍ନାଥ
ମହାପ୍ରଭୁଙ୍କୁ ମହୋଦଧିରେ ଭସେଇଦେଲେ । ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର। ଏ ଭିଡିଓ ଦେଖିବାକୁ ଅତି କଷ୍ଟଦାୟକ। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି!-->…
ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସାଟେଲାଇଟ୍ ଟ୍ୟାଗିଂ
କେନ୍ଦ୍ରାପଡ଼ା ଜିଲ୍ଲାର ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସରକାର ବୁଧବାର ଦିନ ସାଟେଲାଇଟ୍-ଲିଙ୍କ୍ଡ୍ ଟ୍ରାକିଂ ଡିଭାଇସ୍ ସହିତ ଟ୍ୟାଗ୍ କରିଛନ୍ତି ।ଏଥିସହିତ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣରେ ଆହୁରି ତିନୋଟି କଇଁଛଙ୍କୁ ଟ୍ୟାଗ୍ କରିବାର ଯୋଜନା ଥିବା ନେଇ!-->…
ଦେଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସ,ମିଳିଲା ସରକାରଙ୍କ ମଞ୍ଜୁରୀ
ଇଣ୍ଡିଗୋ ବିଭ୍ରାଟ ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ଦେଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଶଙ୍ଖ ଏୟାର, ଅଲ୍ ହିନ୍ଦ୍ ଏୟାର ଓ ଏବଂ ଫ୍ଲାଏ ଏକ୍ସପ୍ରେସ୍ ଅନୁମତି ମିଳିଛି । ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ ବଢିବା!-->…
ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ,ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ
ପୁର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "ସଦୈବ ଅଟଳ" ସ୍ମାରକୀରେ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସୋସିଆଲ୍ ମିଡିଆ ପ୍ଲାଟଫର୍ମ Xରେ, ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଯେ!-->…
ବଙ୍ଗାଳୀ ଶ୍ରମିକଙ୍କୁ ପିଟିପିଟି ହତ୍ୟା : ବନ୍ଧା ହେଲେ ୬ ଅଭିଯୁକ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ସମ୍ବଲପୁର ସହରରେ ବାଲାଂଦେଶୀ ସନ୍ଦେହରେ ଜଣେ ବଙ୍ଗାଳୀ ଶ୍ରମିକଙ୍କୁ ୪ ଜଣ ବ୍ୟକ୍ତି ପିଟିପିଟି ହତ୍ୟା କରିଥିବା ଭଳି ଗୁରୁତର ଅଭିଯୋଗ ଆସିଛି। । ସୂଚନା ଅନୁଯାୟୀ ଦାନିପାଲି ଅଞ୍ଚଳରେ ଏକ!-->…
ସାଉଦି ମରୁଭୂମିରେ ବିରଳ ତୁଷାରପାତ
ସାଉଦି ଆରବରେ ତୁଷାରପାତ ବିରଳ, କିନ୍ତୁ ଦେଶର ଉତ୍ତର ଅଞ୍ଚଳର କିଛି ଅଂଶରେ ଏହି ଶୀତରେ ଯାହା ଘଟିଲା ତାହା ଅସାଧାରଣ ତଥା ଉଦ୍ବେଗଜନକ । ତାବୁକ୍ ଓ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି, ତୁଷାରପାତ ଯୋଗୁ ପାହାଡ଼ଗୁଡ଼ିକ ଧଳା ହୋଇଯାଇଛି ଏବଂ କର୍ତ୍ତୃପକ୍ଷ ପାଣିପାଗ!-->…
‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଗ୍ରୀନ ସିଗ୍ନାଲ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା!-->…
ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ଅଣଧାନ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…