Browsing Category
ଆଜିର ଖବର
ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ। ସାରା ବିଶ୍ବରେ ଚର୍ଚ୍ଚରେ ଚାଲିଛି ସମୂହ ପ୍ରାର୍ଥନା। ସବୁଠି ସଜେଇ ହୋଇଛି ଚର୍ଚ୍ଚ। ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା!-->…
ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର
ରାଜ୍ୟ କାହାଣୀ (ଭୁବନେଶ୍ଵର)ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ!-->…
ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରି ନକଲି ପୋଲିସ ଗିରଫ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅସଲି ପୋଲିସ ହାତରେ ଧରାପଡିଲେ ନକଲି ପୋଲିସ । ନିଜକୁ ପୋଲିସ କହି ପ୍ରେମୀ ଯୁଗଳଙ୍କୁ ବ୍ଲାକମେଲ୍ କରୁଥିଲେ, ବାନ୍ଧିଲା ପୋଲିସ । ଖଣ୍ଡଗିରି ଓ ଉଦୟଗିରି ନିକଟରେ ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରିବା ସହ ଅନ୍ତରଙ୍ଗ ମୂହୁର୍ତ୍ତ ଫଟୋ ଓ ଭିଡ଼ିଓ କରି ଟଙ୍କା!-->…
ଦିଲ୍ଲୀରେ ୩ଦିନ ରହିଲେ ଆଲର୍ଜି ହୋଇଯାଉଛି- ନୀତୀନ ଗଡକରୀ
ଦିଲ୍ଲୀ ପ୍ରଦୂଷଣକୁ ନେଇ ଏବେ ସାରା ବିଶ୍ବରେ ଚର୍ଚ୍ଚା ହେଉଛି । ଦିଲ୍ଲୀର ବାୟୁ ଲୋକଙ୍କ ପାଇଁ ରୋଗର ଗନ୍ତାଘର ପାଲଟିଗଲାଣି । ସ୍ଥିତି ଏମିତି ହେଲାଣି ଯେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି । ତେବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି, ଦିଲ୍ଲୀରେ ୩ ଦିନ ରହିଲେ!-->…
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ ।୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି!-->…
ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ଆସନ୍ତାକାଲି ୬ଘଣ୍ଟିଆ ଚାନ୍ଦବାଲି ବନ୍ଦ ଡାକରା ଦେଲା ବିଜେଡି ଓ କଂଗ୍ରେସ
ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଲା ବିଜେଡି ଓ କଂଗ୍ରେସ । ସକାଳ ୬ରୁ ଦିନ ୧୨ଟା ଯାଏଁ ଚାନ୍ଦବାଲି ବ୍ଲକରେ ବନ୍ଦ ଡାକରା । ଏକ ସାମ୍ବାଦିକ ସମ୍ମିଳନୀ ରେ ଏହି ସୂଚନା ଦେଇଛନ୍ତି ବିଜେଡି ଓ କଂଗ୍ରେସ ନେତା । ସୂଚନାଥାଉକି, ଗତକାଲି ଛାତ୍ରୀ ଜଣଙ୍କ ସ୍କୁଲକୁ ଯାଇଥିବା ବେଳେ ଅପରାହ୍ମ!-->…
ଚାନ୍ଦବାଲି ଲଜ୍ଜା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ; ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା
ଚାନ୍ଦବାଲି ଲଜ୍ଜା ଘଟଣାରେ ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୀଡିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ପା ରାଶି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ କରି ଦୋଷୀକୁ!-->…
ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା ପ୍ରକଳ୍ପଗୁଡ଼ିକର ଉଚ୍ଚସ୍ତରୀୟ ସମୀକ୍ଷା
ଭୁବନେଶ୍ୱର, (ରାଜ୍ୟ କାହାଣୀ)ରାଜ୍ୟର ସହରାଞ୍ଚଳଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା (MSBY) ଅଧୀନ ପ୍ରକଳ୍ପଗୁଡ଼ିକର ଆଜି ଗୃହନିର୍ମାଣ ଓ ନଗର ନ୍ନୟନ ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଖାରବେଳ ଭବନରେ!-->…
ଚାନ୍ଦବାଲି ଦୁଷ୍କର୍ମ ପ୍ରସଙ୍ଗ: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ!-->…
ଗାଡି ଚାଳକଙ୍କୁ ବଡ ଆସ୍ବସ୍ତି। ମାସେ ବଢିଲା ପିୟୁସି ଯାଞ୍ଚ ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ମାସେ ବଢିଲା ପିୟୁସିସି ଅବଧି। ଫେବୃଆରୀ ପହିଲା ଯାଏଁ ଗାଡିର ବୈଧ କାଗଜପତ୍ର କରାଇନେବାକୁ ପରାମର୍ଶ ଦିଆଯାଇଛି। ଏହି ଅବଧି ଭିତରେ RC, ଫିଟନେସ୍, ପିୟୁସି, ବୀମା ଆଦି କରାଇନେବାକୁ କୁହାଯାଇଛି। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ନିର୍ଦ୍ଦେଶ ଦେଇଛନ୍ତି।!-->…