Browsing Category

ଆଜିର ଖବର

ଚାନ୍ଦବାଲି ଦୁଷ୍କର୍ମ ପ୍ରସଙ୍ଗ: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ

ଗାଡି ଚାଳକଙ୍କୁ ବଡ ଆସ୍ବସ୍ତି। ମାସେ ବଢିଲା ପିୟୁସି ଯାଞ୍ଚ ଅବଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ମାସେ ବଢିଲା ପିୟୁସିସି ଅବଧି। ଫେବୃଆରୀ ପହିଲା ଯାଏଁ ଗାଡିର ବୈଧ କାଗଜପତ୍ର କରାଇନେବାକୁ ପରାମର୍ଶ ଦିଆଯାଇଛି। ଏହି ଅବଧି ଭିତରେ RC, ଫିଟନେସ୍, ପିୟୁସି, ବୀମା ଆଦି କରାଇନେବାକୁ କୁହାଯାଇଛି। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ନିର୍ଦ୍ଦେଶ ଦେଇଛନ୍ତି।

ରୋଗୀଙ୍କୁ ଦେଲେନି । ଫିଙ୍ଗିଦେଲେ ପେଟି ପେଟି ମେଡିସିନ୍: ୬ଜଣିଆ ଟିମ୍‌ ତଦନ୍ତ ଆରମ୍ଭ

ବାଲେଶ୍ୱର ଜିଲ୍ଲା ବାହାନଗା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରରେ ପେଟି ପେଟି ଔଷଧକୁ ଫିଙ୍ଗିଦେଲେ, ପୋଡ଼ି ଦେଲେ। ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ପଡ଼ିଛି ଓ ପୋଡ଼ାଯାଇଛି ଅନେକ ଏକ୍ସପାରି ଔଷଧ ଓ ରକ୍ତ ପରୀକ୍ଷା କିଟ୍ । ବାହାନଗା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ପରିସରରେ ଅଳିଆ ପକାଇବା ସ୍ଥାନରେ

ଆଜିଠାରୁ ବରଗଡ ଧନୁଯାତ୍ରା ଆରମ୍ଭ । ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠାରୁ ବରଗଡ ଧନୁଯାତ୍ରା ଆରମ୍ଭ । ଏହି ଯାତ୍ରା ୧୧ ଦିନ ଧରି ଚାଲିବ । ବରଗଡ ପାଲଟିବ ମଥୁରା ଓ ଅମ୍ବାପଲ୍ଲୀ ପାଲଟିବ ଗୋପପୁର। ମଝିରେ ଥିବା ଜିରା ନଦୀରେ ଚାଲିବ ଯମୁନାର ରାସ । ଆଜି ଅପରାହ୍ନ ୨ଟାରୁ ବାହାରିବ ସାଂସ୍କୃତିକ ଶୋଭାଯାତ୍ରା । ସଂଧ୍ୟା ୭ଟାରେ

ରତ୍ନର ମୂଲ୍ୟ ଆକଳନ କରିବା ମୁସ୍କିଲ: ଜଷ୍ଟିସ୍ ବିଶ୍ବନାଥ ରଥ

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ହେବ ଉଚ୍ଚ ସ୍ତରୀୟ ବୈଠକ । ରତ୍ନ ଗଣତି ମଣତି ନେଇ ଆସନ୍ତା ୨୭ ତାରିଖରେ ବସିବ ବୈଠକ । ଏ ନେଇ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି ।ଏଥିପାଇଁ ମୁକ୍ତି ମଣ୍ଡପ ପରାମର୍ଶ ନିଆଯିବ । ଗଣତି ମଣତି ପାଇଁ ଦର୍ଶନରେ ସମସ୍ୟା ହୋଇପାରେ ।

ଫାଷ୍ଟଫୁଡ୍‌ ଅଧିକ ଖାଇ ଯୋଡ଼ି ହୋଇଗଲା ଛାତ୍ରୀଙ୍କ ଅନ୍ତଃନଳୀ, ଚାଲିଗଲା ଜୀବନ

ଫାଷ୍ଟଫୁଡ୍ ନେଲା ଜୀବନ। ଉତ୍ତରପ୍ରଦେଶର ଅମରୋହରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀ ଅହାନା (୧୬ ବର୍ଷ) ଫାଷ୍ଟଫୁଡ୍ ଖାଇ ପ୍ରାଣ ହରାଇଛନ୍ତି ।ଚାଉମିନ୍, ମ୍ୟାଗି, ପିଜା ଏବଂ ବର୍ଗର ଭଳି ଖାଦ୍ୟର ଅତ୍ୟଧିକ ସେବନ ଯୋଗୁଁ ଏକାଦଶ ଶ୍ରେଣୀର ଛାତ୍ରୀ ଅହାନାଙ୍କର ଅନ୍ତନଳୀ ସମ୍ପୂର୍ଣ୍ଣ ଖରାପ

କୋଣାର୍କ ସୂର୍ଯ୍ୟ ମନ୍ଦିରରରେ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆବର୍ଷ ପୂର୍ବରୁ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍ । ଆସନ୍ତାକାଲି ବଡ଼ ଦିନ । କୋଣାର୍କ ସୂର୍ଯ୍ୟ ମନ୍ଦିରର କାରୁକାର୍ଯ୍ୟ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ଲଗାଯାଇଛି । ପର୍ଯ୍ୟଟନ

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ:ସୋସିଆଲ ମିଡିଆ ଉପରେ ଲାଗିବ ଲଗାମ

ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଜାନୁଆରି ପହିଲାରୁ କେବଳ ନୂଆ ବର୍ଷ ବଦଳିବ ନାହିଁ, ବରଂ ଆପଣଙ୍କ ଚାରିପାଖରେ ଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ଜିନିଷରେ ମଧ୍ୟ ପରିବର୍ତ୍ତନ ଆସିବ । ଏହି ପରିବର୍ତ୍ତନଗୁଡ଼ିକର ସିଧାସଳଖ ପ୍ରଭାବ ସାଧାରଣ ଜନତାଙ୍କ ଜୀବନ ଉପରେ

ଦୁଷ୍କର୍ମ ପରେ ନାବାଳିକାକୁ ହତ୍ୟା : ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାରେ ପୁଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ଛାନଭିନ୍ ଜାରି ରଖିଛି। ମୃତକଙ୍କୁ ନ୍ୟାୟ ଦାବିରେ ହାଟପଟି, ମଧୁବାବୁ ଛକ ଓ ବସ୍‌ଷ୍ଟାଣ୍ଡ ରେ ଟାୟାର ଜାଳି

ଭାରତର ମିଶନ ବ୍ଲୁବାର୍ଡ । ସରିଯିବ ଟାୱାର ଯୁଗ

ଶ୍ରୀହରିକୋଟାରୁ ଐତିହାସିକ ଉତ୍‌କ୍ଷେପଶ, ଲଞ୍ଚ ହେଲା କମ୍ୟୁନିକେସନ ସାଟେଲାଇଟ୍‌ । ସବୁଠାରୁ ଓଜନିଆ ଉପଗ୍ରହ ଲଞ୍ଚ କଲା ଇସ୍ରୋ । ସିଧାସଳଖ ମହାକାଶରୁ ମୋବାଇଲ ଇଣ୍ଟରନେଟ୍ ସେବା ପାଇଁ ଫିଟିବ ବାଟ । ଯୋଗାଯୋଗ କ୍ଷେତ୍ରରେ ହେବ ବୈପ୍ଳବିକ ପରିବର୍ତ୍ତନ । ଏଥର ଆମେରିକାର ଉଦ୍ଭାବକ ଏଏସ୍ଟି