Browsing Category

ଆଜିର ଖବର

ଦୁଷ୍କର୍ମ ପରେ ନାବାଳିକାକୁ ହତ୍ୟା : ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାରେ ପୁଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ଛାନଭିନ୍ ଜାରି ରଖିଛି। ମୃତକଙ୍କୁ ନ୍ୟାୟ ଦାବିରେ ହାଟପଟି, ମଧୁବାବୁ ଛକ ଓ ବସ୍‌ଷ୍ଟାଣ୍ଡ ରେ ଟାୟାର ଜାଳି

ଭାରତର ମିଶନ ବ୍ଲୁବାର୍ଡ । ସରିଯିବ ଟାୱାର ଯୁଗ

ଶ୍ରୀହରିକୋଟାରୁ ଐତିହାସିକ ଉତ୍‌କ୍ଷେପଶ, ଲଞ୍ଚ ହେଲା କମ୍ୟୁନିକେସନ ସାଟେଲାଇଟ୍‌ । ସବୁଠାରୁ ଓଜନିଆ ଉପଗ୍ରହ ଲଞ୍ଚ କଲା ଇସ୍ରୋ । ସିଧାସଳଖ ମହାକାଶରୁ ମୋବାଇଲ ଇଣ୍ଟରନେଟ୍ ସେବା ପାଇଁ ଫିଟିବ ବାଟ । ଯୋଗାଯୋଗ କ୍ଷେତ୍ରରେ ହେବ ବୈପ୍ଳବିକ ପରିବର୍ତ୍ତନ । ଏଥର ଆମେରିକାର ଉଦ୍ଭାବକ ଏଏସ୍ଟି

ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ। ବରିଷ୍ଠ ରାଜସ୍ଵ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ଚଢଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ଜାରି ରହିଛି। ବରଗଡ଼ ଓ ସମ୍ବଲପୁରର ୪ଟି ସ୍ଥାନରେ ଚାଲିଛି ରେଡ୍ ।

ଆସନ୍ତାକାଲିଠାରୁ ବରଗଡ଼ ଧନୁଯାତ୍ରା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତାକାଲିଠାରୁ ବରଗଡ଼ ପାଲଟିବ ମଥୁରାନଗରୀ, ଗୋପପୁର ପାଲଟିବ ଅମ୍ବାପାଲି । ୭୮ ତମ ଧନୁଯାତ୍ରା ପାଇଁ ସାରା ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ସମସ୍ତ ପ୍ରସ୍ତୁତି । ଚଳିତ ବର୍ଷ କଂସ ଭୂମିକାରେ ଅଭିନୟ କରୁଥିବା କଳାକାର ସୁଶୀଲ ମେହେର

ଖଣି ନିଲାମ ପାଇଁ ଜାଲୁଆରୀ ୩ରେ ବୈଠକ ଡାକିଲେ ରାଜ୍ୟ ସରକାର 

ଭୁବନେଶ୍ୱର (ରାଜ୍ୟକାହାଣୀ )ଖଣି ନିଲାମ ପାଇଁ ବୈଠକ ଡ଼ାକିଲେ ରାଜ୍ୟ ସରକାର। ଜାନୁଆରୀ ୩ ତାରିଖରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟର ୪୯ ଖଣି ନିଲାମ ପାଇଁ ବାର୍ଷିକ ନିଲାମ କ୍ୟାଲେଣ୍ଡର ଚୂଡ଼ାନ୍ତ କରିବାକୁ ବୈଠକରେ ନିଆଯିବ ନିଷ୍ପତ୍ତି।ଉପସ୍ଥିତ ରହିବେ ଇସ୍ପାତ ଓ ଖଣି ବିଭାଗର

ଶ୍ରୀମନ୍ଦିର ଗଣତି ମଣତି ପାଇଁ SOP ପ୍ରସ୍ତୁତ ହେଉଛି । ଖୁବ ଶୀଘ୍ର ଗଣତି ମଣତି

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି।ମରାମତି ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ!ସାଧା ପୋଷାକରେ ପୋଲିସ ସମସ୍ତଙ୍କ….

ଭୁବନେଶ୍ୱର (ରାଜ୍ୟକାହାଣୀ )ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ। ଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ

ଭିତରକନିକାରେ ଚଳିତ ବର୍ଷ ୧୦ ଦିନ ପରିବର୍ତ୍ତେ ୩ ଦିନରେ କୁମ୍ଭୀର ଗଣନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୬ ମସିହା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ । ତେଣୁ ଏହି ତିନି ଦିନ ପାଇଁ ପର୍ଯ୍ୟଟକମାନଙ୍କ ନିମନ୍ତେ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକାର ସୂଚନା ଦେଇଛନ୍ତି

କୁସ୍ତି ଖେଳାଳିଙ୍କୁ ଅଣଦେଖାର ତଦନ୍ତ ହେବ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଟ୍ରେନରେ ଲାର୍ଟିନ ପାଖରେ ବସି କୁସ୍ତି ଖେଳାଳି ୟୁପି ଯିବା ପ୍ରସଙ୍ଗରେ ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି । ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ । ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲା, ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ । ଯେଉଁମାନଙ୍କ ନାଁରେ ଏତଲା ହୋଇଛି ସମସ୍ତଙ୍କୁ ତଦନ୍ତ ପରିସରଭୁରକ୍ତ କରାଯିବ । ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି