Browsing Category

ଆଜିର ଖବର

ଭିତରକନିକାରେ ଚଳିତ ବର୍ଷ ୧୦ ଦିନ ପରିବର୍ତ୍ତେ ୩ ଦିନରେ କୁମ୍ଭୀର ଗଣନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୬ ମସିହା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ । ତେଣୁ ଏହି ତିନି ଦିନ ପାଇଁ ପର୍ଯ୍ୟଟକମାନଙ୍କ ନିମନ୍ତେ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକାର ସୂଚନା ଦେଇଛନ୍ତି

କୁସ୍ତି ଖେଳାଳିଙ୍କୁ ଅଣଦେଖାର ତଦନ୍ତ ହେବ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଟ୍ରେନରେ ଲାର୍ଟିନ ପାଖରେ ବସି କୁସ୍ତି ଖେଳାଳି ୟୁପି ଯିବା ପ୍ରସଙ୍ଗରେ ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି । ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ । ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲା, ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ । ଯେଉଁମାନଙ୍କ ନାଁରେ ଏତଲା ହୋଇଛି ସମସ୍ତଙ୍କୁ ତଦନ୍ତ ପରିସରଭୁରକ୍ତ କରାଯିବ । ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି

ଏନଏସି ଓ ମୁନିସିପାଲିଟି ଘୋଷଣା ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଏନଏସି ଓ ମୁନିସିପାଲିଟି ଘୋଷଣା ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । ସେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ କିଛି ଘୋଷଣା କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଆଉ କିଛି ଘୋଷଣା ହେବ । ତେବେ ୨୮ଟି ଏନଏସି ଘୋଷଣା କରାଯିବ ।

ଏସଆଇ ସ୍କାମ୍‌: ସିବିଆଇ ନଜରରେ ନେତା ଓ ଆଇପିଏସ୍ ଅଧିକାରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବହୁ ଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି ଘଟଣାରେ ସିବିଆଇ ଆଉ ଜଣେ ଦଲାଲକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବିହାରର ଅମିତ୍ ଭରତୀ। ତେବେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି, ସିଲିକନ୍ ଟେକ୍ ଲ୍ୟାବ୍ ପ୍ରମୋଟର ସୁରେଶ ନାୟକ ଏବଂ ତାଙ୍କ ଘନିଷ୍ଠ ସହଯୋଗୀ

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ଆତ୍ମସମର୍ପଣ କଲେ ୨୨ଜଣ ମାଓବାଦୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।

୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ

ଭୁବନେଶ୍ୱର (ରାଜ୍ୟକାହାଣୀ )ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆମ୍ବୁଲାନ୍ସ ଉତ୍ସର୍ଗୀକୃତ ସମାରୋହ । ରାଜ୍ୟରେ ଗଡିବ ୪୨୮ଟି ୧୦୮ ନୂଆ ଆମ୍ବୁଲାନ୍ସ । ନୂଆ ଆମ୍ବୁଲାନ୍ସ ରୋଗୀଙ୍କ ସେବାରେ ନିୟୋଜିତ ହେବ । ଆମ୍ବୁଲାନ୍ସ ସେବା ଶୁଭାରମ୍ଭ କରିବେ

ଜାତୀୟ କୃଷକ ଦିବସ ଅବସରରେ କୃଷକ ଭାଇଭଉଣୀଙ୍କୁ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର (ରାଜ୍ୟକାହାଣୀ )ଭାରତ ଏକ କୃଷି ପ୍ରଧାନ ଦେଶ, ଯେଉଁଠାରେ କୋଟି କୋଟି ଲୋକଙ୍କ ଜୀବିକା ଏବଂ ଦେଶର ଖାଦ୍ୟ ସୁରକ୍ଷା ସିଧାସଳଖ ଚାଷଜମି ସହିତ ଜଡ଼ିତ । ଏହି କୃଷି ସଂସ୍କୃତି ଏବଂ ଅନ୍ନଦାତାଙ୍କ ଅବଦାନକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ୨୩ ଡିସେମ୍ବରରେ ‘କୃଷକ ଦିବସ’ ପାଳନ

ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ । । ଗତକାଲି ସକାଳେ ଶମ୍ଭୁ ହଠାତ ଅସୁସ୍ଥ ହୋଇପଡିଥିଲା । ତାର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବାକୁ ପଶୁ ଡାକ୍ତରଙ୍କ ଡକା ଯାଇଥିଲା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମଙ୍କ ଦ୍ବାରା ଶମ୍ଭୁକୁ

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର। ୨୪ କ୍ୟାରେଟ୍ ୧୦ ଗ୍ରାମ୍ ଦର ୨୪ ଶହ ଟଙ୍କା ବୃଦ୍ଧି ହୋଇଛି। ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫୫୦ ଟଙ୍କା ହୋଇଛି। ୨୨ କ୍ୟାରେଟ୍ କୁ ୨୨୦୦ ଟଙ୍କା ବୃଦ୍ଧି ପାଇ ଲକ୍ଷେ ୨୭ ହଜାର ଟଙ୍କା ପାର୍‌ ହୋଇଛି। ଏହା ପୂର୍ବରୁ ୧୮ ଡିସେମ୍ବରରେ ସୁନା ଦର