Browsing Category

ଆଜିର ଖବର

ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ । । ଗତକାଲି ସକାଳେ ଶମ୍ଭୁ ହଠାତ ଅସୁସ୍ଥ ହୋଇପଡିଥିଲା । ତାର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବାକୁ ପଶୁ ଡାକ୍ତରଙ୍କ ଡକା ଯାଇଥିଲା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମଙ୍କ ଦ୍ବାରା ଶମ୍ଭୁକୁ

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର। ୨୪ କ୍ୟାରେଟ୍ ୧୦ ଗ୍ରାମ୍ ଦର ୨୪ ଶହ ଟଙ୍କା ବୃଦ୍ଧି ହୋଇଛି। ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫୫୦ ଟଙ୍କା ହୋଇଛି। ୨୨ କ୍ୟାରେଟ୍ କୁ ୨୨୦୦ ଟଙ୍କା ବୃଦ୍ଧି ପାଇ ଲକ୍ଷେ ୨୭ ହଜାର ଟଙ୍କା ପାର୍‌ ହୋଇଛି। ଏହା ପୂର୍ବରୁ ୧୮ ଡିସେମ୍ବରରେ ସୁନା ଦର

ପ୍ରେମୀ ସହ ମିଶି ସ୍ବାମୀଙ୍କୁ ଗ୍ରାଇଣ୍ଡିଂ କରିଦେଲେ ଜଣେ ମହିଳା

ମେରଠର ମୁସ୍କାନ ମାମଲା ପରି ଉତ୍ତରପ୍ରଦେଶ ସମ୍ଭଲ ଜିଲ୍ଲାରେ ସମାନ ଘଟଣା ଘଟିଛି। ଯେଉଁଠାରେ ଜଣେ ମହିଳା ପ୍ରେମୀ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରିବାକୁ ପଛାଇ ନାହିଁ।ଏହି ମାମଲାରେ ପୋଲିସ ଅଭିଯୁକ୍ତ ମହିଳା ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତ ମହିଳାଙ୍କ

ପେଟ୍ରୋଲ ପାଇଁ ପ୍ରଦୂଷଣ ପ୍ରମାଣପତ୍ର ବାଧ୍ୟତାମୂଳକ ପ୍ରସଙ୍ଗ, ନିୟମ କୋହଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଇନ୍ଧନ ମନା ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପୂର୍ବରୁ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ଲୋକଙ୍କୁ ସଚେତନ କରିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ଅଳ୍ପ ଦିନ ମଧ୍ୟରେ ଯେଉଁମାନଙ୍କର ପ୍ରଦୂଷଣ ଜୋରିମାନା ଆସିଥିବ ତାକୁ ଅଣଦେଖା କରାଯିବ

 ରାଜ୍ୟରେ ଶୀତର ଲହରୀ ଜାରି, ଘନକୁହୁଡ଼ି ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଶୀତ ଲହରୀ ଜାରି ।  ଗତ କିଛି ଦିନ ହେଲା କ୍ରମାଗତ ଭାବେ ଶୀତ ଲହରୀ ଜାରି ରହିଛି ।  ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ୫ ଜିଲ୍ଳାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଓ ସୋନପୁରରେ ଘନ

ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ବିହାରର ସମସ୍ତିପୁରରେ ଏ ଭଳି ଏକ ଘଟଣା ଘଟିଛି ଯାହାକି ଅନେକଙ୍କ ଆଖି ଓଦା କରିଦେଇଛି । ପ୍ରେମ, ବିବାହ, ବିଶ୍ୱାସ ଏକତ୍ର ବଂଚିବା ଓ ମରିବା କଣ ତାହା ଏକ ଦମ୍ପତି ପ୍ରମାଣ କରିଛନ୍ତି ।ରୋସେରା ସହରର ୱାର୍ଡ ନମ୍ବର ୨୦ର ବାସିନ୍ଦା ୮୫ ବର୍ଷୀୟ ବିଷ୍ଣୁଦେବ ସାହାଣୀ ଶନିବାର ହଠାତ୍ ଅସୁସ୍ଥ

୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ

ଭୁବନେଶ୍ୱର (ରାଜ୍ୟକାହାଣୀ ) ଛାତ୍ରଛାତ୍ରୀଙ୍କ ନିଆରା ପ୍ରତିବାଦ । ୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ । ବିଦ୍ୟାଳୟ କୁ ବଞ୍ଚାଇବା ପାଇଁ ଏଭଳି ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ। ଏହି ଚିତ୍ର ସାମ୍ନାକୁ ଆସିଛି

ନିଜକୁ ଗୁଳି କଲେ ପୂର୍ବତନ ପଞ୍ଜାବର ପୂର୍ବତନ ଆଇଜି

ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ

ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ, ଏପ୍ରିଲ ୧ରୁ ବଦଳିବ ଜମିର ବେଞ୍ଚମାର୍କ ମୂଲ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏପ୍ରିଲ ୧ରୁ ବଦଳିବ ଜମିର ବେଞ୍ଚମାର୍କ ମୂଲ୍ୟ । ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ । ସରକାର ଜାରି କରିଛନ୍ତି ନୂଆ SOP । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗତ ୧୯ ତାରିଖରେ ସ୍ଥାବର ସମ୍ପତ୍ତିର ବେଞ୍ଚମାର୍କ

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବନ ବିଭାଗର ସୂଚନା ମୁତାବକ, ରବିବାର ଜାତୀୟ ଉଦ୍ୟାନକୁ ଗୋଟିଏ ଦିନରେ ୨୮୬୪ ପର୍ଯ୍ୟଟକ ଆସିଥିଲେ । ପର୍ଯ୍ୟଟକ ବୋଟ୍‌ ରେ ବସି ନଦୀରେ ବୁଲିବା ସମୟରେ ନଦୀପଠାରେ ଶୋଇ ରହିଥିବା କୁମ୍ଭୀର ସହିତ ହରିଣ