Browsing Category
ଆଜିର ଖବର
ରାଜ୍ୟରେ ଜାରି ରହିବ ଶୀତ ଲହରି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ ।। ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତା ୭ଦିନ ଯାଏ ରାତି!-->…
ରାତି ଅଧରେ ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ
ଅନୁଗୁଳରେ ଥାନା ଅଧିକାରୀଙ୍କୁ ରାତି ଅଧରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ଘଟଣାର ଛାନ୍ଭିନ ଆରମ୍ଭ କରିଛି । ବାଇକ୍ ରେ ଯାଉଥିବାବେଳେ ଗାଡ଼ି ପିଛା କରିଥିଲେ ଦୁର୍ବୃତ୍ତ । ସାଇବର ଥାନା ଅଧିକାରୀ ଯାଉଥିବା ସମୟରେ ବସଟି ଦ୍ରୁତ!-->…
ବିଷ ପାଲଟିଲାଣି ରାଜଧାନୀର ବାୟୁ । ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ
ବିଷ ପାଲଟିଲାଣି ରାଜଧାନୀର ବାୟୁ । ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ ନେଉଛନ୍ତି ଯାହା ଶରୀରକୁ!-->…
ସରକାର ‘ମନରେଗା’ ଉପରେ ବୁଲଡୋଜର ଚଢାଇଦେଲେ: ସୋନିଆ ଗାନ୍ଧୀ
ମନରେଗା ଯୋଜନାର ନାମ ପରିବର୍ତ୍ତନ କରି 'ବିକଶିତ ଭାରତ ଜି-ରାମ ଜି' (VB-G RAM-G) କରିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ । ମୋଦୀ ସରକାର ମନରେଗା ଉପରେ ବୁଲଡୋଜର ଚଲାଇ ଗରିବଙ୍କ ସ୍ୱାର୍ଥ ଉପରେ ଆକ୍ରମଣ କରିଛନ୍ତି ବୋଲି ସେ!-->…
ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା
ଭୁବନେଶ୍ୱର (ରାଜ୍ୟକାହାଣୀ )ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା । ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ମୋଟ୍ ୮ କୋଟି ୪୦ ଲକ୍ଷର ପୁରସ୍କାର ରଖାଯାଇଛି । ବୌଦ୍ଧ ପୋଲିସ ପକ୍ଷରୁ ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲାଗିଲା ପୋଷ୍ଟର । ପୋଷ୍ଟରରେ ମାଓବାଦୀଙ୍କ ନାଁ, ଫଟୋ ସହ!-->…
ଐତିହାସିକ ବାରବାଟୀ ଦୁର୍ଗ ଓ ଗଡ଼ଖାଇର ସୌନ୍ଦର୍ଯ୍ୟକରଣ ପାଇଁ ଖୁବ୍ଶୀଘ୍ର ପ୍ରସ୍ତାବ ଉପରେ ଲାଗିବ ମୋହର
କଟକ: ବଦଳିବ ଐତିହାସିକ ବାରବାଟୀ ଦୁର୍ଗର ରୂପରେଖ ।ବାରବାଟୀ ଦୁର୍ଗ ଚାରିପାର୍ଶ୍ବରେ ‘ପରିକ୍ରମା ମାର୍ଗ’ କରାଯିବାକୁ ଏକ ନୂଆ ଯୋଜନା ହୋଇଛି । ଯାହା ପର୍ଯ୍ୟଟକଙ୍କୁ ଭିନ୍ନ ଅନୁଭବ ଦେବ ।କେବଳ ପରିକ୍ରମା ମାର୍ଗ ନୁହେଁ, ନିର୍ମାଣ ପରେ କାମରେ ନଲାଗି ଦୀର୍ଘ ବର୍ଷ ଧରି ପଡିରହିଥିବା ଟୁରିଷ୍ଟ୍!-->…
କଡ଼ାକଡ଼ି ହେଲା ନିୟମ। କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ
ଭୁବନେଶ୍ୱର (ରାଜ୍ୟକାହାଣୀ )କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି କଏଦୀ।ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍ ଭିତରେ କରିପାରିବେନି ଗଣ୍ଡଗୋଳ।!-->…
ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା
ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍ ଗିଲ୍ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ!-->…
ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା
ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା।ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏବେ ସୁଦ୍ଧା ରାଜେନ୍ଦ୍ରଙ୍କ ଗୋଟିଏ ୩ ମହଲା କୋଠା, ୩ ଟି ଦାମୀ ପ୍ଲଟ, ସାଢେ ୩ ଲକ୍ଷ ନଗଦ ଟଙ୍କା,!-->…
ଯୁବ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ
ଭୁବନେଶ୍ୱର (ରାଜ୍ୟକାହାଣୀ ) ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ । ବାସଭବନ ଘେରାଉ ପାଇଁ ଯୁବ କଂଗ୍ରେସ ଦଳ ଗଲାବେଳେ ଅଧାବାଟରେ ଅଟକାଇଲା ପୋଲିସ!-->…