Browsing Category
ଆଜିର ଖବର
ବିମାନବନ୍ଦରରେ ଗୁଣ୍ଡାଗର୍ଦ୍ଦି, ପାଇଲଟଙ୍କ ମାଡରେ ଯାତ୍ରୀ ଲହୁଲୁହାଣ
ଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ପାଇଲଟଙ୍କ ଗୁଣ୍ଡାଗର୍ଦ୍ଦି। ପାଇଲଟ ଜଣେ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ!-->…
ଫେସ୍ବୁକ୍ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ ! ଅଭିଯୁକ୍ତ ଗିରଫ
ସୁନ୍ଦରଗଡ଼: ବୀରମିତ୍ରପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଏଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ!-->…
ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ
ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ ପାଞ୍ଚଟି କୋଚ୍ ଲାଇନଚ୍ୟୁତ ହୋଇଛି। କିନ୍ତୁ ସୌଭାଗ୍ୟବଶତଃ ଟ୍ରେନରେ ଥିବା କୌଣସି!-->…
ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଯୁବକ ,ପ୍ରେମିକାଙ୍କ ଗାଁରୁ ମିଳିଲା ଯୁବକଙ୍କ ମୃତଦେହ
ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅଞ୍ଚଳରୁ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ପ୍ରେମିକା ଗାଁରେ ପ୍ରେମିକର ମୃତ୍ୟୁ ।ମୃତକ ହେଲେ କଟକ ଜିଲା ସାଲେପୁର ଥାନା ଗଙ୍ଗେଶ୍ୱର ଦେଉଳି ଗ୍ରାମର ମନୋଜ ଦାସଙ୍କ ପୁଅ ଅଶୋକ(୧୭) ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ଅଶୋକଙ୍କ ମା’ ବେବିନା ତାଙ୍କ ପୁଅକୁ!-->…
ଆସନ୍ତା ୨୪ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ସବୁଠୁ ଥଣ୍ଡା ଥିଲା ଜି. ଉଦୟଗିରି । ଏଠାରେ ପାରଦ ୪.୩ ରେକର୍ଡ କରାଯାଇଛି ।
ଗତ କିଛି ଦିନ ହେବ କିଛି ସ୍ଥାନରେ ତାପମାତ୍ରା ୨ରୁ ୩!-->!-->!-->…
ହୀରାକୁଦ ଡ୍ୟାମରୁ ଉଦ୍ଧାର ହେଲେ ଯୁବତୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସେଲଫି ନେଉ ଥିବା ବେଳେ ହୀରାକୁଦ ଡ୍ୟାମକୁ ଖସି ପଡିଥିବା ଯୁବତୀ ଶେଷରେ ଉଦ୍ଧାର ହୋଇଛନ୍ତି। ଝାରସୁଗୁଡା ଓ ସମ୍ବଲପୁରକୁ ସଂଯୋଗ କରୁଥିବା ରମ୍ପେଲା ସେତୁରେ ସେଲଫି ନେଲାବେଳେ ଯୁବତୀ ଜଣକ ଖସିପଡ଼ିଥିଲେ। ଖସିପଡ଼ି ପ୍ରାଣ ବିକଳରେ ପହଁରି ପହଁରି ହୀରାକୁଦ!-->…
ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରାଜ୍ୟକାହାଣୀ ବ୍ୟୁରୋ:ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ତେବେ ରେଞ୍ଜରଙ୍କ ଠାରୁ କେତେ ଟଙ୍କାର ସମ୍ପତ୍ତି ଆଦାୟ!-->…
ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର (ରାଜ୍ୟକାହାଣୀ )ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ!-->…
ଆହାର କେନ୍ଦ୍ରରେ ଭୋଜନ କଲେ ! ଆହାର ଗୁଣବତ୍ତାକୁ ନେଇ ରାଗିଲେ ମନ୍ତ୍ରୀ
କୋରାପୁଟ ସୁନାବେଡ଼ା ଗସ୍ତରେ ଯାଇ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଆହାର କେନ୍ଦ୍ରରେ ଭୋଜନ କଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର କେନ୍ଦ୍ରରେ ଖାଦ୍ୟର ଗୁଣବତ୍ତାକୁ ନିଜେ ତଦାରଖ କରିବା ସହିତ ଖାଦ୍ୟର ଶୁଷମତା ଏବଂ ସ୍ବାଦକୁ ପରଖିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।କୋରାପୁଟ ସୁନାବେଡାରେ!-->…
ଏବେ ଭୁବନେଶ୍ବରରୁ ପୁରୀ ୧୩୦ କିମି ବେଗରେ ଦୌଡ଼ିବ ଟ୍ରେନ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବରରୁ ପୁରୀକୁ ଘଣ୍ଟା ପ୍ରତି ୧୩୦ କିଲୋମିଟର ବେଗରେ ଦୌଡ଼ିବ ଟ୍ରେନ୍। ଆଖି ପିଛୁଳାକେ ଭୁବନେଶ୍ବରରୁ ଯାଇ ପୁରୀରେ ପହଞ୍ଚିଯିବେ ଯାତ୍ରୀ । ଇହା ମଧ୍ୟରେ ଭୁବନେଶ୍ବରରୁ ଖୋର୍ଦ୍ଧାରୋଡ୍ ପର୍ଯ୍ୟନ୍ତ ୨୦ କିମି ରେଳ ଲାଇନ୍କୁ ଅଟୋ ସିଗନାଲିଂ!-->…