Browsing Category
ଆଜିର ଖବର
ଡିସେମ୍ବର ମାସର ଅଧା ହେଲାଣି,ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ
ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ ଏହି ବର୍ଷର ପାଗ ବୈଜ୍ଞାନିକ ଏବଂ ସ୍ଥାନୀୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି ।ପୂର୍ବ!-->…
ଓଡ଼ିଶା AI ସମ୍ମିଳନୀ-୨୦୨୫ ! ସୁଭଦ୍ରାରେ ବ୍ୟବହାର ହେବ AI ମଡ୍ୟୁଲ୍ ଟୁଲ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ୱର ରିଜୋନାଲ AI Impact summit ୨୦୨୫ ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନଭେନ୍ସନ ହଲରେ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭରଚୁଆଲି ଯୋଗଦେଇ ଥିଲେ । ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ!-->…
ସରିଲା ସଂସଦର ଶୀତକାଳୀନ ଅଧିବେଶନ
ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ ।ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା!-->…
ଆଜି ବଉଳ ଅମାବାସ୍ୟା, ଜାଣିବା ଏହାର ବିଧି ଓ ପରମ୍ପରା ବିଷୟରେ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆମେ ଅନେକ ସମୟରେ ବୃକ୍ଷକୁ ବିଭିନ୍ନ ଠାକୁରଙ୍କ ପ୍ରତୀକ ଭାବରେ ପୂଜା କରିଥାଉ । ଏହି ପୂଜା ପାର୍ବଣ ମଧ୍ୟରେ ଏକ ପରମ୍ପରା ହେଉଛି ବଉଳ ଅମାବାସ୍ୟା । ଏଥିପାଇଁ ବେଶ ଉତ୍ସବ ମୁଖର ହୋଇଥାଏ ପୁରପଲ୍ଲୀ । ଏହି ପର୍ବରେ ଆମ୍ବ ଗଛ ମୂଳକୁ ଶୁଦ୍ଧ ପୂତ ଭାବରେ ଲିପା ପୋଛା!-->…
ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ଜଣେ ମହିଳା ଡାକ୍ତର
ଭୁବନେଶ୍ୱର (ରାଜ୍ୟକାହାଣୀ )ସାଇବର କ୍ରାଇମ୍ (ଡିଜିଟାଲ୍ ଆରେଷ୍ଟ୍)ର ଶିକାର ହୋଇଛନ୍ତି ଜଣେ ଡାକ୍ତରାଣୀ । ସେ ହେଉଛନ୍ତି ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ । ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍ରୁ ୧୨ ଲକ୍ଷରୁ ଅଧିକ ଟଙ୍କା ଉଠାଇ ନେଇଛନ୍ତି ସାଇବର ଲୁଟେରା । ଏ!-->…
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ।ବିରୋଧୀ!-->…
ଛାତ୍ରବୃତ୍ତି କେଳେଙ୍କାରୀ : ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ
ଭୁବନେଶ୍ୱର (ରାଜ୍ୟକାହାଣୀ )ଖୋର୍ଦ୍ଧାରେ ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ ଘଟଣା । ୭ ଟି କଲେଜର ୧୪୯ ଛାତ୍ରଛାତ୍ରୀଙ୍କ ବିରୋଧରେ ରୁଜୁ ହେଲା ମାମଲା । ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ହେଲା ଦି ଟେକ୍ନୋ ସ୍କୁଲ, ସୁବାସ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି, ଗୁରୁକୁଳ!-->…
ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା; ନୂଆବର୍ଷରୁ ଗାଡିର ସ୍ପିଡ଼ ଉପରେ ଲାଗିବ ଲଗାମ
୨୦୨୬ ଶେଷ ସୁଦ୍ଧା ସାରା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ, ଯାହା ଦ୍ୱାରା ଯାତ୍ରୀମାନଙ୍କୁ ଟୋଲ୍ ପ୍ଲାଜାରେ ଅପେକ୍ଷା କରିବାରୁ ରକ୍ଷା ମିଳିବ ଏବଂ ସରକାରଙ୍କ ପାଇଁ ଅଧିକ ରାଜସ୍ୱ ସୃଷ୍ଟି ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ!-->…
ମା’ହେଲେ ଦୁଷ୍କର୍ମ ପୀଡ଼ିତା ଛାତ୍ରୀ ! ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ
କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା ଶିଶୁ ମଙ୍ଗଳ ସମିତି (CWC)ର ହସ୍ତକ୍ଷେପ କ୍ରମେ ପୁଲିସ!-->…
ଦହିବରା ଖାଇ ୭୦ରୁ ଉର୍ଦ୍ଧ୍ଵ ଗ୍ରାମବାସୀ ଅସୁସ୍ଥ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଘଟଣା ସ୍ଥଳରେ ମନମୁଣ୍ଡା!-->…