Browsing Category
ଆଜିର ଖବର
ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ପ୍ରାୟତଃ ରାତି!-->…
ବନ୍ଦେ ଭାରତରେ ମିଳିବ ସ୍ଥାନୀୟ ଖାଦ୍ୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଖ୍ରୀଷ୍ଟ ମାସ ଏବଂ ନୂଆ ବର୍ଷ ପାଇଁ ଚାଲିବ ଅଧିକ ଟ୍ରେନ୍। ନୂଆ ବର୍ଷକୁ ଧ୍ୟାନରେ ରଖି ଭାରତୀୟ ରେଲୱେ ଅଧିକ ଟ୍ରେନ ଚଳାଇବା ଯୋଜନା ରଖିଛି । ୮ ଜୋନରେ ଏହି ଟ୍ରେନ ଗୁଡ଼ିକ ଚଳାଚଳ କରିବ । ଅଦ୍ୟାବଧି ୨୪୪ ଟ୍ରେନ ଚଳାଇବା ନେଇ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ।!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ନୂତନ ବର୍ଷ ୨୦୨୬ର କ୍ୟାଲେଣ୍ଡର୍ ଲୋକାର୍ପିତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି lକ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ!-->…
ଡ଼ିଏମକେକୁ କଡା ଭାଷାରେ ଟାର୍ଗେଟ କଲେ ବିଜୟ
ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା ହେବା ପରେ ଏହା ତାଙ୍କର ପ୍ରଥମ ସାଧାରଣ ସଭା ଥିଲା। ରାଲି ସମୟରେ ସେ ଶାସକ ଡିଏମକେକୁ ଟାର୍ଗେଟ କରି କହିଥିଲେ ଯେ ଏହା ମନ୍ଦ!-->…
ଆତ୍ମସମର୍ପଣ କଲା ୧୫ ବର୍ଷୀୟ ମାଓବାଦୀ ରୋୟା କାଲୁଣ୍ଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ହାର୍ଡକୋର ମାଓବାଦୀ ସହଯୋଗୀର ଆତ୍ମସମର୍ପଣ । ମୋଛୁ ଏବଂ ଅନମୋଲ ସହିତ ମିଶି କରୁଥିଲା ବଡ଼ ଅପରେସନ । ରାଉରକେଲା ପୋଲିସ କବଳରେ ବର୍ତ୍ତମାନ ଜଣେ କୁଖ୍ୟାତ ୧୫ ବର୍ଷୀୟ ମାଓବାଦୀ ରୋୟା କାଲୁଣ୍ଡି । କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ନୀତିରେ ଅନୁପ୍ରାଣିତ ହୋଇ କରିଛି!-->…
ବନ୍ଧୁକ ଧରି ଆହାର କେନ୍ଦ୍ରକୁ ଆସିଥିଲା ଯୁବକ, ଗୋଡ଼ାଇ ଗୋଡ଼ାଇ ଧରିଲେ ଲୋକେ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲେଶ୍ଵର ଜିଲ୍ଲା ସୋର ମେଡ଼ିକାଲ ପରିସରରେ ଥିବା ଆହାର କେନ୍ଦ୍ରକୁ ଖାଇବା ପାଇଁ ଆସିଥିବା ଜଣେ ଯୁବକଙ୍କ ନିକଟରୁ ବନ୍ଧୁକ ଜବତ । ଆହାର କେନ୍ଦ୍ରର ଜଣେ ମହିଳା କର୍ମଚାରୀ ଉକ୍ତ ଯୁବକ ଜଣଙ୍କୁପଛ ପଟେ କ’ଣ ରଖିଛ ବୋଲି ପ୍ରଶ୍ନ କରିଥିଲେ । କିନ୍ତୁ ଯୁବକ ଜଣଙ୍କ!-->…
ଲୋକସଭାରେ ପାରିତ ହେଲା ଭିବି- ଜୀ ରାମ ଜୀ ବିଲ
ଲୋକସଭାରେ ପାରିତ ହେଲା ଭିବି- ଜୀ ରାମ ଜୀ ବିଲ । ମନରେଗା ନାଁ ପରିବର୍ତ୍ତନ ହୋଇ ଭିବି- ଜୀ ରାମ ଜୀ ବିଲ ଲୋକସଭାରେ ପାରିତ ହୋଇଛି । ଏନେଇ ସଂସଦରେ ବିରୋଧୀ ଦଳ ପ୍ରବଳ ନାରାବାଜି କରିଛନ୍ତି । ବିଲର କାଗଜ ପତ୍ର ଫୋପାଡି ବିଶୃଙ୍ଖଳା କରିଛନ୍ତି ବିରୋଧୀ । ଏହି ବିଲ୍ ପ୍ରତ୍ୟାହାର କରିବାକୁ!-->…
ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଧାୟକ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆ ଯାଇଛି।ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ!-->…
କିସ୍ ଛାତ୍ରଙ୍କୁ ହତ୍ୟା ଘଟଣା। ଜୋକର ଗ୍ୟାଙ୍ଗ କରିଛି ହତ୍ୟା: ପୋଲିସ କମିଶନର
ରାଜ୍ୟ କାହାଣୀ ( ଭୁବନେଶ୍ଵର)କିସ୍ ଛାତ୍ର ମୃତ୍ୟୁ ମାମଲାରେ ପୋଲିସର ବଡ଼ ଖୁଲାସା । ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି ହତ୍ୟାର ପ୍ରମାଣ!-->…
ଶାଶୁକୁ ହତ୍ୟା କଲେ ବୋହୂ ଓ ସମଦୂଣୀ
ଅନୁଗୂଳ ସଦର ଥାନା ଖଲାରୀରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ହାଡୁଡିରେ ପିଟି ପିଟି ଶାଶୂଙ୍କ ଜୀବନ ନେଲେ ବୋହୂ ଓ ସମଦୂଣୀ । ଏହି ଘଟଣାରେ ପୁଲିସ ବୋହୂ ଓ ସମୁଦୂଣୀଙ୍କୁ ଅଟକ ରଖି ପଚରା ଉଚରା କରୁଛି । ସୂଚନାନୁଯାୟୀ, ବୁଧବାର ରାତି ୧୦ଟାରେ ଖଲାରୀ ଜାମୁବନ୍ଧ ଛକ ନିକଟରେ ଭଡ଼ା ଘରେ ରହୁଥିବା!-->…