Browsing Category
ଆଜିର ଖବର
ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା ଅଧିକାରିଣୀ| ମାମଲାର ରଫାଦଫା କରିବାକୁ ଥାନା ଅଧିକାରିଣୀ ସୁକ୍ମା ହାଁସଦା ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଥାନାରେ ଲାଞ୍ଚ ଟଙ୍କା ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଛି। ଦଶମନ୍ତପୁର ଥାନା!-->…
ଦିଲ୍ଲୀକୁ ପ୍ରଦୂଷଣମୁକ୍ତ କରିବା ପାଇଁ ଚୀନର ମାଷ୍ଟରପ୍ଲାନ୍
ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଦିଲ୍ଲୀକୁ ପ୍ରଦୂଷଣମୁକ୍ତ କରିବା ପାଇଁ ଚୀନର ମାଷ୍ଟରପ୍ଲାନ୍। ୬ ଫର୍ମୁଲା ଦେଲା ବେଜିଂ। ଚୀନର!-->…
ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ ପଞ୍ଜିକରଣ କରାଯିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି । ଏଣିକି ୨୦ ହଜାର!-->…
ଖଣ୍ଡଗିରିରୁ ଏମ୍ସ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର
ଭୁବନେଶ୍ୱର (ରାଜ୍ୟକାହାଣୀ )ଏମ୍ସକୁ ହେବ ଆମ୍ବୁଲାନ୍ସ କରିଡର । ଖଣ୍ଡଗିରିରୁ ଏମ୍ସ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର । ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି!-->…
ଧଉଳି ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର (ରାଜ୍ୟକାହାଣୀ )ଧଉଳି ନଦୀପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଛି। ତୃତୀୟ ଅଭିଯୁକ୍ତ ହେଲା ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାତୀ। ତାକୁ ଗଞ୍ଜାମରୁ ଗିରଫ କରାଯାଇଥିବାର ସୂଚନା ରହିଛି। ପୂର୍ବରୁ ଏହି ଘଟଣାରେ ଦୁଇ!-->…
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ
ଛତିଶଗଡ଼ର ସୁକମା ଜିଲ୍ଲାରେ ବଡ଼ ସଫଳତା । ସୁରକ୍ଷା ବାହିନୀ ମାଓବାଦୀଙ୍କ ବିରୋଧରେ ଏନ୍କାଉଣ୍ଟର । ତେବେ ସୁରକ୍ଷା କର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳା ସମେତ ତିନି ଜଣ ନକ୍ସଲ ନିହତ ହୋଇଛନ୍ତି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ!-->…
‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ର ନିର୍ମାତା ପ୍ରଖ୍ୟାତ ମୂର୍ତ୍ତିକାର ରାମ ଭାଞ୍ଜୀ ସୂତାରଙ୍କ ଦେହାନ୍ତ
ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି ଷ୍ଟାଚ୍ୟୁ ଅଫ୍ ୟୁନିଟିର ନିର୍ମାତା ପ୍ରଖ୍ୟାତ ମୂର୍ତ୍ତିକାର ରାମ ଭାଞ୍ଜୀ ସୂତାରଙ୍କ ଦେହାନ୍ତ। ବୁଧବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ସେ ନୋଏଡାସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶତାୟୁ ରାମ ସୁତାର!-->…
ରାଜ୍ୟରେ କମିବାର ନାଁ ନେଉନି ଶୀତର ପ୍ରକୋପ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶୀତରେ ଥରୁଛି ସାରା ଓଡିଶା । ଅନେକ ଜିଲ୍ଲାରେ ତାପମାତ୍ରା 10 ଡିଗ୍ରୀ ତଳେ ରହିଛି । ଆଗାମୀ 7 ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପ୍ରବଳ ଥଣ୍ଡା ଜାରି ରହିବ । ସେପଟେ ଆଗାମୀ 2 ଦିନ ଯାଏଁ ଘନ କୁହୁଡି ପାଇଁ ଚେତାବନୀ ଦେଇଛି!-->…
ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ ଘୋଷଣା । ମନ୍ତ୍ରୀ କହିଛନ୍ତି ଯେ ସରକାରଙ୍କ ପାଖରେ ରାସନ କାର୍ଡର ଅଭାବ ନାହିଁ । ଏଯାଏଁ ରାଜ୍ୟରେ ୬ ଲକ୍ଷ ୩୯ ହଜାର ବଣ୍ଟା ସରିଛି । ଆହୁରି ୧୫!-->…
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ଘଟଣାରେ ହେବ କଠୋର ଦଣ୍ଡବିଧାନ: ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ଘଟଣା ପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମନ୍ତ୍ରୀ କହିଛନ୍ତି କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି ।ମନ୍ଦିର ପ୍ରଶାସନର ସ୍ପଷ୍ଟ!-->…