Browsing Category
ଆଜିର ଖବର
ସାହସର ସହ କାମ କରିବାକୁ ଦଳୀୟ ନେତାଙ୍କୁ ପରାମର୍ଶ ଦେଲେ ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )ନବୀନ ନିବାସରେ ନୂଆପଡ଼ା ପରାଜୟର ଚର୍ଚ୍ଚା । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କଲେ ନୂଆପଡ଼ା ଜିଲ୍ଲା ସଭାପତି, ପ୍ରାର୍ଥିନୀ ଓ ଜିଲ୍ଲା ସ୍ତରୀୟ ସମସ୍ତ ନେତୃତ୍ୱ ।ଏହି ଅବସରରେ ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାମାନଙ୍କୁ ସାହସର ସହ କାମ!-->…
ଗ୍ୟାରେଣ୍ଟର ପଡି ସର୍ବସ୍ୱାନ୍ତ ହେଲେ ଜଣେ ବ୍ୟକ୍ତି
ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବେଣୁଦା ଗାଁର ଯାଦବେନ୍ଦ୍ର ପ୍ରଧାନ ଶିଳ୍ପପତି ହେବା ପାଇଁ ବାଲେଶ୍ୱର କାନାଡା ବ୍ୟାଙ୍କରୁ ଋଣ ମଞ୍ଜୁର ପାଇଁ ଚିନ୍ତା କରିଥିଲେ। ଗ୍ୟାରେଣ୍ଟର ଦରକାର ହେବାରୁ ସେ ଖରିଦଚକ ଗାଁର ପ୍ରଭୁରାମ ଦେଙ୍କୁ ସାହାଯ୍ୟ ମାଗିଥିଲେ।ପ୍ରଭୁରାମଙ୍କ ଶ୍ୱଶୁର ଯୋଗେନ୍ଦ୍ର ନାଥ!-->…
ପାରାଦୀପ ସମୁଦ୍ରରେ କୋଷ୍ଟଗାର୍ଡ ପକ୍ଷରୁ ହେଉଛି ପଲ୍ୟୁସନ ରେସ୍ପନ୍ସ ଏକ୍ସରସାଇଜ
ଭୁବନେଶ୍ୱର (ରାଜ୍ୟକାହାଣୀ )ସମୁଦ୍ରରେ ପ୍ରଦୂଷଣ ରୋକିବାକୁ ଭାରତୀୟ ତଟ ରକ୍ଷକ ବାହିନୀ ଉତ୍ତର-ପୂର୍ବ ଅଞ୍ଚଳ ପକ୍ଷରୁ ବୁଧବାର ପ୍ରଦୂଷଣ ପ୍ରତିକ୍ରିୟା ଅଭ୍ୟାସ (ମକ ଡ୍ରିଲ) କରାଯାଇଛି। ପାରାଦୀପ ଉପକୂଳ ଠାରୁ ୩୫ କିମି ଗଭୀର ସମୁଦ୍ରରେ ଏହି ମକ୍ ଡ୍ରିଲ ଅନୁଷ୍ଠିତ ହୋଇଛି।ସ୍ବତନ୍ତ୍ର ଜାହାଜ!-->…
ହୋମଗାର୍ଡ ପାଇଁ ବି-ଟେକ ଓ ଏମ-ଟେକ ଡିଗ୍ରୀଧାରୀ ପିଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ବେକାରୀ ସମସ୍ୟାର ବିକଳ ଚିତ୍ର । ହୋମଗାର୍ଡ ପାଇଁ ବି-ଟେକ ଓ ଏମ-ଟେକ ଡିଗ୍ରୀଧାରୀ ପିଲା । ୧୮୭ ପଦବୀ ପାଇଁ ୮ ହଜାରରୁ ଅଧିକ ପରୀକ୍ଷାର୍ଥୀ । ତେବେ ସମସ୍ତେ ଗୋଟିଏ ସିଟିଂରେ ପରୀକ୍ଷା ଦେଇଥିବା ଜଣାପଡିଛି । ଆଶାୟୀଙ୍କୁ କୌଣସି ଲିଖିତ ପ୍ରଶ୍ନପତ୍ର!-->…
ଦିଲ୍ଲୀ ବାସଭବନ ନେଇ ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ବାସଭବକୁ ନେଇ ପୁଣି ପ୍ରଶ୍ନ ଉଠାଇଲା ବିଜେଡି । ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ସ୍ୱାଧୀନତା ପରଠାରୁ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ଏଭଳି ବାସଭବନ ନେଇ ନାହାନ୍ତି । କିନ୍ତୁ ବର୍ତ୍ତମାନ!-->…
ସାଇକେଲ ଧରି କାର୍ଯ୍ୟାଳୟରେ ପହଞ୍ଚିଲେ ଭଦ୍ରକ ଜିଲ୍ଲାପାଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଭଦ୍ରକ ସହରରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ରାସ୍ତାରେ ସାଇକେଲରେ ଯାଉଥିଲେ ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟ। ଲୋକେ ଏହି ଦୃଶ୍ୟକୁ ବେଶ୍ ଉପଭୋଗ ମଧ୍ୟ କରୁଥିଲେ।। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ବିଭିନ୍ନ ସମୟରେ ନୂଆ ନୂଆ କାର୍ଯ୍ୟକ୍ରମ କରି!-->…
ଋଣ ବୋଝରେ ଚାପି ହୋଇ ବିକିଦେଲେ କିଡ୍ନି
ଋଣ ବୋଝରେ ଚାପି ହୋଇ ଜଣେ ଚାଷୀ କିଡନି ବିକ୍ରି କରିବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲାର ଏହି ଘଟଣା । ପୀଡ଼ିତ ଚାଷୀଙ୍କ ନାଁ ହେଉଛି ରୋଶନ ସଦାଶିବ କୁଡେ । ରୋଶନଙ୍କ ଅଭିଯୋଗ ସାହୁକାର ଋଣ ସୁଝିବା ଚାପରେ ତାଙ୍କୁ ନିଜର କିଡନି ବିକ୍ରି କରିବାକୁ!-->…
ରାଜ୍ୟରେ ଜାନୁଆରୀ ୬ରୁ ଆରମ୍ଭ ହେବ ପକ୍ଷୀ ଗଣନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ!-->…
୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ
ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ବାରିପଦା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ଘର ସମ୍ମୁଖରେ ଖେଳୁଥିଲେ। ସେହି ସମୟରେ!-->…
ବଡ଼ଦିନ ଓ ନୂଆବର୍ଷରେ କେବଳ ସିଂହଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିବେ
ବଡଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ । ଶ୍ରଦ୍ଧାଳୁମାନଙ୍କ ଶ୍ରୀଜିଉ ଦର୍ଶନ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତା ୨୫ ତାରିଖ ଗୁରୁବାର!-->…