Browsing Category
ଆଜିର ଖବର
ଗୁଣିଗାରେଡ଼ି ପୂଜା ବେଳେ ମାଟିତଳେ ପୋତି ହୋଇ ଜଣେ ମୃତ, ଦୁଇ ଗୁଣିଆ ଅଟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୁଣିଗାରେଡ଼ି ନେଲା ଜୀବନ । ଗୁଣିଗାରେଡ଼ି ପୂଜା ବେଳେ ମାଟିତଳେ ପୋତି ହୋଇ ଜଣେ ମୃତ। କେନ୍ଦ୍ରାପଡ଼ା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘରେ ବିଭିନ୍ନ ସମୟରେ ଅକାରଣରେ ପାଟିତୁଣ୍ଡ ହେଉଥିଲା । ଯେତେ ଉପାର୍ଜନ!-->…
ସୁଦାନରୁ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ
ଓଡ଼ିଶା ଫେରିଛନ୍ତି ସୁଦାନ ଗୃହ ଯୁଦ୍ଧରେ ଫସି ରହିଥିବା ଓଡ଼ିଆ ପୁଅ ଆଦର୍ଶ ବେହେରା । ଗୃହ ଯୁଦ୍ଧ ଭିତରେ ସେଠାରୁ ମୁକୁଳି ଶେଷରେ ନିଜ ଓଡ଼ିଶା ମାଟିକୁ ଫେରିଛନ୍ତି । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ପରିବାର ଲୋକଙ୍କୁ ନିଜ ପୁଅକୁ ଦେଖି କୋହଭରା ହୋଇ କାନ୍ଦିବରେ ଲାଗିଥିଲେ!-->…
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା : ଦୁଇଟି ସିଟିଂରେ ହେବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା!-->…
ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ
ଶ୍ରୀମନ୍ଦିର ସୁରକ୍ଷା ଉପରେ ବଡ଼ ପ୍ରଶ୍ନବାଚୀ । ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ । ସୋସିଆଲ ମିଡିଆରେ ଆଶୀର୍ବାଦ ୯୪୫ ଆଇଡିରୁ ଫଟୋ ଭାଇରାଲ୍ । ସଂପୃକ୍ତ ବ୍ୟକ୍ତି ଜଣଙ୍କ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ଏବଂ ବାହାରେ ନିଜ ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ଅପଲୋଡ!-->…
ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଧଉଳି ଗଣଦୁଷ୍କର୍ମ
ଭୁବନେଶ୍ୱର (ରାଜ୍ୟକାହାଣୀ )ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଧଉଳି ଗଣଦୁଷ୍କର୍ମ । ମାମଲାର ଷ୍ଟାଟସ ରିପୋର୍ଟ ଡିଜିପିଙ୍କୁ ଜଣାଇବେ କ୍ରାଇମବ୍ରାଞ୍ଚ ଏଡିଜି ଓ ମାମଲାକୁ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ କଲା କ୍ରାଇମବ୍ରାଞ୍ଚ । ଏହି ମାମଲା କ୍ରାଇମ ଏଗେନଷ୍ଟ ଓମେନ ବା ଉଇଡ ଭାବେ ପରିଗଣିତ ହେବ ।!-->…
ରାଜନୀତି ରେସ୍ରେ ଦୌଡ଼ିବେ ଦୂତୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଲୋକସେବା ଓ କ୍ରୀଡ଼ା ବିକାଶ ତାଙ୍କର ଦୀର୍ଘମିଆଦୀ ଲକ୍ଷ୍ୟ। ତେବେ ତାଙ୍କ କହିବା!-->…
ବଙ୍ଗୋପସାଗରରୁ ମିଳିଲା 2 ବିରଳ ସାମୁଦ୍ରିକ କୀଟ
ପଶ୍ଚିମବଙ୍ଗ ବଙ୍ଗୋପସାଗର ଉପକୂଳରୁ ମିଳିଛି ଦୁଇଟି ନୂଆ ପ୍ରଜାତି ସାମୁଦ୍ରିକ କୀଟ । ଏହି ନୂଆ ପ୍ରଜାତିଗୁଡ଼ିକୁ ନାମାଲୟୀକାଷ୍ଟିସ ଶୋଲେନୋଟୋଗ୍ନାଥା (Namalycastis solenotognatha) ଏବଂ ନେରେଇସ ଧ୍ରୀତିଏଇ (Nereis dhritiae) ଭାବେ ନାମକରଣ କରାଯାଇଛି । ନେରିଇଡିଡ୍ସ ଶ୍ରେଣୀର ଏହି!-->…
ସକାଳୁ ସକାଳୁ ଲକ୍ଷାଧିକ ଟଙ୍କାର ଫାଇନ୍ କାଟିଲେ ବିଏମ୍ସି ମେୟର
ଭୁବନେଶ୍ୱର (ରାଜ୍ୟକାହାଣୀ )ସକାଳୁ ସକାଳୁ ଲକ୍ଷ ଲକ୍ଷ ଟଙ୍କାର ଫାଇନ କାଟିଲେ ବିଏମ୍ସି ମେୟର ସୁଲୋଚନା ଦାସ। ୟୁନିଟ ୪ ମାଛ ମାର୍କେଟ ଓ ପାଖ ଅଞ୍ଚଳରେ ହୋଇଥିବା ସଫେଇ କାର୍ଯ୍ୟକ୍ରମ ବେଳେ ଫାଇନ କାଟିଛନ୍ତି ମେୟର। ୟୁନିଟ୍ ୪ ମାଛ ମାର୍କେଟ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଚଢାଉ । ସଫେଇ!-->…
ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ସ୍ବାକ୍ଷରିତ ହେଲା ୪୨ ବୁଝାମଣା ପତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ହେବ ଫାର୍ମା ହବ୍। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଏହି ଫାର୍ମା!-->…
ମେସି ଇଭେଣ୍ଟ୍ ବିବାଦ: ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ
ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ ମନ୍ତ୍ରୀଙ୍କ!-->…