Browsing Category
ଆଜିର ଖବର
ଗଣଦୁଷ୍କର୍ମ ମାମଲାରେ ସରକାର ଉଚିତ ପଦକ୍ଷେପ ନେବେ :ଆଇନମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବର ଧଉଳିରେ ଗଣଦୁଷ୍କର୍ମ ମାମଲାରେ ପୋଲିସର ତନାଘନା ତଦନ୍ତ । ଫେରାର ୨ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ । ଅନ୍ୟ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି । ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିବା ବେଳେ ଦୟା ନଦୀ ପଠାରେ ଯୁବତୀଙ୍କୁ ୫ ଜଣ ଦୁଷ୍କର୍ମ!-->…
ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ!-->…
ଖୋଲା ମାର୍କେଟରେ ଧାନ ବିକିଲେ ସମ୍ବଲପୁର ଚାଷୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଖୋଲା ମାର୍କେଟରେ ଧାନ ବିକିଲେ ସମ୍ବଲପୁର ଚାଷୀ । ରାଜ୍ୟ ସରକାର ଧାନ କିଣୁନଥିବାରୁ ସେମାନେ ଖୋଲା ମାର୍କେଟରେ ଧାନ ବିକିଛନ୍ତି । ପ୍ରତୀକାତ୍ମକ ଭାବେ ସେମାନେ ଏପରି ଖୋଲା ବଜାରରେ ଧାନ ବିକ୍ରି କରି ପ୍ରତିବାଦ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ,!-->…
୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା ପ୍ରକାଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରକାଶ ପାଇଛି ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ରବିବାରକୁ ଛାଡ଼ି ମିଳିବ ଆଉ ୮୨ଟି ଛୁଟି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି । ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର!-->…
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଶକ୍ତ ଝଟକା। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ), ଆଇନଜୀବୀ ମଦନ ମୋହନ ଦଳାଇ, ଶୂନ୍ୟଚନ୍ଦ୍ର ଦାସ ଓ ସୁନୀଲ ହୋତାଙ୍କ ଜାମିନ ଆବେଦନ!-->…
ଆଜି ବିଜୟ ଦିବସ ; ଭାରତର ସାହସ, ଶକ୍ତି, ପରାକାଷ୍ଠାର ଦିନ
ଡିସେମ୍ବର ୧୬ ତାରିଖ କେବଳ ଏକ ତାରିଖ ନୁହେଁ, ଏହା ଭାରତୀୟ ଇତିହାସର ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଆଜି ହେଉଛି 'ବିଜୟ ଦିବସ' । ବିଜୟ ଦିବସ ଭାରତର ବୀରତ୍ୱ, ସମର୍ପଣ ଏବଂ ସାମରିକ ଦକ୍ଷତାର ପ୍ରତୀକ। ଡିସେମ୍ବର ୧୬, ୧୯୭୧ ରେ, ପାକିସ୍ତାନୀ ସେନା ଭାରତୀୟ ସେନା ଏବଂ ମୁକ୍ତି ବାହିନୀ!-->…
IPL ଅକ୍ସନ ତାଲିକାରେ ଯୋଡ଼ି ହୋଇଛି ୨ ଓଡ଼ିଆ କ୍ରିକେଟରଙ୍କ ନାଁ
ଭୁବନେଶ୍ୱର (ରାଜ୍ୟକାହାଣୀ )IPL ୨୦୨୬ର ନିଲାମୀ ଅର୍ଥାତ୍ ମିନି ଅକ୍ସନ୍ ଆଜି ବେଶ୍ ରୋମାଞ୍ଚକର ହେବାକୁ ଯାଉଛି । ଅକ୍ସନ୍ ଆରମ୍ଭର ଠିକ୍ ପୂର୍ବରୁ ବିସିସିଆଇ (BCCI) ଆଉ ୧୯ ଜଣଙ୍କ ନାଁ ଯୋଡ଼ିଛି । ବିସିସିଆଇ ଯୋଡ଼ିଥିବା ୧୯ ଖେଳାଳିଙ୍କ ମଧ୍ୟରେ ୨ ଜଣ ଓଡ଼ିଆ ଖେଳାଳି ଅଛନ୍ତି । ଉଭୟଙ୍କ!-->…
ଧର୍ମଶାଳା ଘଟଣାରେ ୪ ଜଣ ଗିରଫ ପରେ ଆନ୍ଦୋଳନରୁ ଓହରିଲା ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ଧର୍ମଶାଳାରେ ବିଜେପି-ବିଜେଡି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା । ୪ ଜଣଙ୍କୁ ଗିରଫ କଲା ଜେନାପୁର ଥାନା ପୋଲିସ । ସିସିଟିଭି ଫୁଟେଜ୍ ଓ ସୋସିଆଲ ମିଡିଆ ଭିଜୁଆଲ ଆଧାରରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି । ସନ୍ଦିଗଧଙ୍କୁ ଧରିବାକୁ ଏବେ ବି ରେଡ ଜାରି ରହିଛି । ଅନ୍ୟ!-->…
ଲୋକସଭାରେ ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ ଆଗତ
ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲ୍ଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍ଏ) ବିଲ୍ ୨୦୨୫, ସସ୍ଷ୍ଟେନେବୁଲ ହାର୍ନେସିଙ୍ଗ୍ ଆଣ୍ଡ ଆଡଭାନ୍ସମେଣ୍ଟ ଅଫ୍ ନ୍ୟୁକ୍ଲିୟର ଏନର୍ଜି ଫର ଟ୍ରାନ୍ସଫର୍ମିଙ୍ଗ ଇଣ୍ଡିଆ (ଶାନ୍ତି) ବିଲ୍ ୨୦୨୫!-->…
ଓଡ଼ିଶା ପୋଲିସର ନୂଆ ୱେବସାଇଟ୍ ଲଞ୍ଚ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସର ଲୋକସେବା ଓ ପାରଦର୍ଶିତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏକ ନୂଆ ୱେବସାଇଟ୍କୁ ଲୋକାର୍ପଣ କରିଛନ୍ତି।ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଆୟୋଜିତ!-->…