Browsing Category

ଆଜିର ଖବର

ଆଜି ପବିତ୍ର ଧନୁ ସଂକ୍ରାନ୍ତି,ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ନୀତି

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଆ ପୁଅ ସୁମିତ ଦୀର୍ଘ ୪୮ ଘଣ୍ଟା ଧରି ନିରବଚ୍ଛିନ୍ନ ଭାବେ ଚାଲି ଚାଲି ସୃଷ୍ଟି କରିଛନ୍ତି ଏକ ବିରଳ ବିଶ୍ଵ ରେକର୍ଡ। ସେ ଏହି ସମୟ ମଧ୍ୟରେ ୨୦୧ କିଲୋମିଟର ପଥ ଚାଲିଛନ୍ତି। ତାହା ପୁଣି ଟ୍ରେଡ ମିଲ୍‌ରେ।ସୁମିତଙ୍କ ଘର ସୁନ୍ଦରଗଡ଼ ଜିଲାର ରାଉରକେଲାରେ। ସେ ଏକ

ଘୁଞ୍ଚିଲା +2 ପରୀକ୍ଷା ଫର୍ମ ପୂରଣ ତାରିଖ,ବିନା ଆଡମିଟ କାର୍ଡରେ ଛାତ୍ରଛାତ୍ରୀ ଦେବେ ଇଣ୍ଟରନାଲ ପରୀକ୍ଷା

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଛାତ୍ରଛାତ୍ରୀଙ୍କୁ ଶେଷ ସୁଯୋଗ ଦେଇଛି । ଯେଉଁମାନେ କିଛି କାରଣ ବଶତଃ ଯୁକ୍ତ ଦୁଇ (+2) ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରି ନାହାନ୍ତି, ସେମାନେ ଆସନ୍ତା ଡିସେମ୍ବର 18 ତାରିଖ ସୁଦ୍ଧା ଫର୍ମ ପୂରଣ କରିପାରିବେ । ଡିସେମ୍ବର 19 ତାରିଖରେ

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର (ରାଜ୍ୟକାହାଣୀ )ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ

ଫେବ୍ରୁଆରୀ ୧୭ରେ ଦେଖାଯିବ ସୂର୍ଯ୍ୟପରାଗ

ପୃଥିବୀରେ ବହୁତ କମ୍ ଲୋକ ଫେବୃଆରୀ ୨୦୨୬ରେ ହେବାକୁ ଥିବା ଅନନ୍ୟ ସୂର୍ଯ୍ୟପରାଗ କୁ ଦେଖିପାରିବେ। ଏହି ସୂର୍ଯ୍ୟପରାଗ ଭାରତରେ ଦୃଶ୍ୟମାନ ହେବ ନାହିଁ। ତେବେ ସୂର୍ଯ୍ୟପରାଗ ସୂର୍ଯ୍ୟକୁ ପ୍ରାୟ ୯୬ ପ୍ରତିଶତ ଗ୍ରାସ କରିବାକୁ ଥିବା ବେଳେ ଅବଶିଷ୍ଟ ଅଂଶ ଏକ ରିଙ୍ଗ ବା ମୁଦି ସଦୃଶ ଦୃଶ୍ୟମାନ ହେବ

ଏକତରଫା ପ୍ରେମ ପାଇଁ ନାବାଳିକାକୁ ହତ୍ୟା କରି ନିଜେ ବିଷ ପିଇଲା ଯୁବକ

ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି । ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ ନାବାଳିକାକୁ ଏକତରଫା ପ୍ରେମ କରୁଥିଲା । ଏନେଇ ନାବାଳିକାର ପରିବାର ଲୋକେ ପୂର୍ଣ୍ଣର

ଧାନ ବଳିଲେ ଖୋଲା ବଜାରରେ ବିକ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଧାନ ଉଠା ପ୍ରସଙ୍ଗରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଛନ୍ତି ଯେ ଧାନ ସଂଗ୍ରହ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି । ଏବେ ଯାଏଁ ୬ଟି ଜିଲ୍ଲାର ରିପୋର୍ଟ ଆସିଛି । ଏଯାବତ ୧,୨.୪୩୯ ମେଟ୍ରିକ୍ ଟନ୍ ଧାନ କିଣା ସରିଛି । ଟୋକନ୍ ସମସ୍ୟା ଦୂର

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା

ବଢ଼ିଲା ଆୟୁର୍ବେଦିକ ଓ ହୋମିଓପାଥିକ୍ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡକୁ ବୃଦ୍ଧି କରିଛନ୍ତି । ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ

ଧର୍ମଶାଳା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା : ‘ରାଜନୀତିକରଣ କରିବା ଆବଶ୍ୟକ ନାହିଁ

ଧର୍ମଶାଳା ଗଣ୍ଡଗୋଳକୁ ନେଇ ଜୋର ଧରିଛି ରାଜନୀତି । କାଲି ରାତିରୁ ଧାରଣାରେ ବସିଛନ୍ତି ଉଭୟ ନେତାଙ୍କ ସମର୍ଥକ । ଭୁବନେଶ୍ୱରରେ ବିଜେଡି ଓ ଯାଜପୁରରେ ବିଜେପି ଧାରଣା ଦେଇ ବସିଛି। ଏନେଇ ଜେନାପୁର ଥାନା ଘେରିଛନ୍ତି ବିଧାୟକ ହିମାଂଶୁ ସାହୁଙ୍କ ସମର୍ଥକ । ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସ ଆଗରେ