Browsing Category

ଆଜିର ଖବର

କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ,ଅଭିଯୁକ୍ତକୁ ଅଟକ

ଭୁବନେଶ୍ୱର (ରାଜ୍ୟ କାହାଣୀ )ହସ୍ପିଟାଲରେ ଅଭାବନୀୟ କାଣ୍ଡ । ଚିକିତ୍ସା ପାଇଁ ଆସି ଡାକ୍ତରଙ୍କ ଉପରେ ଷ୍ଟୁଲ୍ ଫିଙ୍ଗି ଆକ୍ରମଣ କଲେ ଜଣେ ଯୁବକ । ଏହି ଆକ୍ରମଣରେ ଡାକ୍ତର ଗୁରୁତର ଆହତ ହୋଇଥିବାବେଳେ ସମଗ୍ର ଘଟଣା ସିସିଟିଭିରେ କଏଦ ହୋଇଛି । ଘଟଣାକୁ ନେଇ ବରଗଡ଼ରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି

କେମିତି ଭାଙ୍ଗିବେ ଅନଶନ ସ୍ପଷ୍ଟ କଲେ ସୋନମ ୱାଙ୍ଗଚୁକ , ରଖିଲେ ଏହି ୩ ସର୍ତ୍ତ

ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ତାଙ୍କ ଅନଶନ ଶେଷ କରିବାର ଯୋଜନା ଘୋଷଣା କରିଛନ୍ତି। ସୋମବାର (ଜୁଲାଇ ୨୦) ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ତିନୋଟି ସର୍ତ୍ତ ଉଲ୍ଲେଖ କରାଯାଇଥିବା ଏକ ଚିଠି ଶେୟାର କରାଯାଇଥିଲା। ୱାଙ୍ଗଚୁକ କହିଛନ୍ତି ଯେ ଯଦି ଏହି ସର୍ତ୍ତଗୁଡ଼ିକ ମଧ୍ୟରୁ କୌଣସି ଗୋଟିଏ

ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ଏହା ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ । ତେବେ ଏନ୍‌ଇଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ, ଅଯୋଧ୍ୟା ରାମମନ୍ଦିରରୁ ଦାନ ଅର୍ଥ ଚୋରି ଅଭିଯୋଗ, ପେଟ୍ରୋଲରେ ଇଥାନଲ ମିଶ୍ରଣ ଏବଂ ବିଦେଶୀ ନୀତିକୁ ନେଇ

ଆଗକୁ ଆସୁଛି ବଡ଼ ବର୍ଷା, ୨୨ ତାରିଖରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ। ମଝିରେ ମଝିରେ କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ଆସନ୍ତା ୨୩ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଅଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର,

୨୦ ଲକ୍ଷର ଇନ୍ସୁରାନ୍ସ ପାଇଁ ସ୍ତ୍ରୀର ହତ୍ୟା ଷଡ଼ଯନ୍ତ୍ର : କମ୍ଵଳ ଭିତରେ ସାପ ଛାଡ଼ି ସ୍ୱାମୀକୁ ମାରିଲା…

ଉତ୍ତର ପ୍ରଦେଶର ମେରଠରେ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଘଟଣାର ପର୍ଦ୍ଦାଫାସ କରିଛି,ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। , ୩୫ ବର୍ଷୀୟ ଅତୁଲ ପାୱାର ହସ୍ତିନାପୁର ଥାନା ଅଞ୍ଚଳର ରାମଲୀଳା ମଇଦାନ ନିକଟରେ କୃଷ୍ଣ କିଡ୍ସ ପବ୍ଲିକ ସ୍କୁଲ ଚଲାଉଥିଲେ ଏବଂ ସେଠାରେ ତାଙ୍କ ସ୍ତ୍ରୀ ଦାମିନୀଙ୍କ

ଏସସିବି ଆଇସିୟୁ ଅଗ୍ନିକାଣ୍ଡ ଘଟଣା; ପୁଣି ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିଶନଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା । ପୁଣି ଦୁଇ ମାସ ବୃଦ୍ଧି ହୋଇଛି ଲକ୍ଷ୍ମୀଧର ବିଶ୍ୱାଳ କମିଶନଙ୍କ କାର୍ଯ୍ୟକାଳ । କାର୍ଯ୍ୟକାଳ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । କଟକ ଏସ୍‌ସିବି ମେଡିକାଲ

ପୁରୀ ରଥଯାତ୍ରା ଦଳାଚକଟା ଘଟଣା, ଜବାବ ତଲବ କଲେ ମାନବାଧିକାର କମିଶନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରଥଯାତ୍ରା ଭିଡ଼ରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ଜବାବ ତଲବ । ଏହି ଘଟଣାରେ କମିଶନ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି। ଏଥିସହ ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ

ଶ୍ରୀମନ୍ଦିରରେ ଏଏସଆଇ ଟିମ୍, ଗର୍ଭଗୃହ-ନାଟମଣ୍ଡପ ସଂରକ୍ଷଣ କାର୍ଯ୍ୟର ଅନୁଧ୍ୟାନ

ଶ୍ରୀମନ୍ଦିରରେ ଏଏସଆଇ ଟିମ୍। ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା ରେ ଯାଇଛନ୍ତି ମହାପ୍ରଭୁ। ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ୟ୍ୟ କରାଯିବ ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ

ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପୌରାଞ୍ଚଳ ପାଇଁ ୧୨ ହଜାର ଇଭିଏମ, ଆଉ ୬ ହଜାର ନୂଆ ଇଭିଏମ ଆବଶ୍ୟକ ରହିଛି । ଏହାସହ ବାଲଟ୍ ପେପର୍, ପରିବହନ ବ୍ୟବସ୍ଥା ଓ

ଆୟୁଷ୍ମାନ କାର୍ଡରେ ମିଳିବ ମାଗଣା କ୍ୟାନସର ଚିକିତ୍ସା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ! ଆଉ ଅର୍ଥ ଅଭାବରୁ ଅଧାରୁ ରହିବନି କ୍ୟାନସର ଚିକିତ୍ସା । ଆୟୁଷ୍ମାନ ଭାରତ ଯୋଜନାରେ ୧୨୧ଟି ନୂଆ ପ୍ୟାକେଜ୍ ସାମିଲ କରି ରାଜ୍ୟର କୋଟି କୋଟି ଜନସାଧାରଣଙ୍କ ପାଇଁ ଆଶାର ନୂଆ କିରଣ ଦେଖାଇଛନ୍ତି ମୋହନ