Browsing Category

ଆଜିର ଖବର

ଝିଅକୁ ବଳି ପାଇଁ ମା’ର ଉଦ୍ୟମ: ଉଦ୍ଧାର କଲା ପୁଲିସ

ଭୁବନେଶ୍ୱର (ରାଜ୍ୟକାହାଣୀ )ଜୟପୁର ଇରିଗେସନ କଲୋନିସ୍ଥିତ ଏକ ବସ୍ତିରେ ଜଣେ ମାନସିକ ବିକାରଗ୍ରସ୍ତ ମାଆ ନିଜ ନାବାଳିକା ଝିଅକୁ ବଳି ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଝିଅର ଜୀବନ ବଞ୍ଚିଛି । ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିଛି । ତେବେ ବଳି ଉଦ୍ୟମ

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ ତେନ୍ଦୁଲକର

କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ ତାରକାମାନଙ୍କ ମଧ୍ୟରୁ ଅନ୍ୟତମ ବୋଲି ବିବେଚନା କରାଯାଇଥାଏ। ଫୁଟବଲ୍ ଜଗତରେ ଫୁଟବଲ୍ ସମ୍ରାଟ ଲିଓନେଲ୍ ମେସିଙ୍କ ଲୋକପ୍ରିୟତା ଅତୁଳନୀୟ। ଉଭୟ ଖେଳାଳିଙ୍କର ସାରା ବିଶ୍ୱରେ ପ୍ରଶଂସକ ଅଛନ୍ତି। ଲିଓନେଲ ମେସି

ଭାରତରେ ଯୁବକଙ୍କ ଅଚାନକ୍ ମୃତ୍ୟୁର କାରଣ ନୁହେଁ କୋଭିଡ୍ ଟୀକା!ଗବେଷଣାରୁ ମିଳିଲା ଆଶ୍ଵସ୍ତିକର ଖବର

ଭାରତରେ ଯୁବପିଢିଙ୍କ ମଧ୍ୟରେ ଅଚାନକ ହେଉଥିବା ମୃତ୍ୟୁକୁ ନେଇ ଅନେକ ସମୟରେ ଚିନ୍ତା ପ୍ରକାଶ ପାଉଥିବାବେଳେ ଏହା ପଛରେ କୋଭିଡ୍ ଟୀକା ଥିବା କେତେକ ସ୍ଥାନରେ ବିତର୍କ ହୋଇଛି । କିନ୍ତୁ ଏମ୍ସ-ଆଇସିଏମଆର ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରେ ଏହାକୁ ଖାରଜ କରାଯାଇଛି । AIIMS ଦିଲ୍ଲୀର ପ୍ରଫେସର

ପୁଣି ଡ୍ରେସରେ ମହାପ୍ରଭୁଙ୍କ ପ୍ରତିଛବି

ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଣି ଡ୍ରେସରେ ମହାପ୍ରଭୁଙ୍କ ପ୍ରତିଛବି । ରାମକ୍ରିଷ୍ଣ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କ ଆଇଡିରୁ ଏଭଳି କିଛି ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି। ବ୍ୟବସାୟିକ ଉଦ୍ଦେଶ୍ୟ ରଖି ମହାପ୍ରଭୁଙ୍କ ପ୍ରତିଛବି ଥିବା ଡ୍ରେସର ଚିତ୍ର ସୋସିଆଲ ମିଡିଆରେ ପୋଷ୍ଟ

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଆକ୍ରମଣକୁ ନବୀନଙ୍କ ନିନ୍ଦା

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ଦିନ ଦ୍ୱିପହରରେ ଘରେ ପଶି ଆକ୍ରମଣ ହେଉଛି

ଆହୁରି ଦୁଇ ସପ୍ତାହ କଲବଲ କରିବ ଜାଡ଼

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ ।‌ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟକୁ କୁହୁଡ଼ି ଆଚ୍ଛାଦିତ

କଂଗ୍ରେସରୁ ବିଦା ହେଲେ ମହମ୍ମଦ ମୋକିମ୍

ମହାଙ୍ଗା ପଡ଼ିଲା ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ। କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ୍ । ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅଡୁଆରେ ପଡ଼ିଲେ ।ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି ।

ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି ଯେ ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଟଙ୍କା।

ନିଜେ ପୋଛିଦେଲା ମଥା ସିନ୍ଦୂର, ଶୋଇଥିବା ବେଳେ ଚିପି ଦେଲା ସ୍ଵାମୀ ତଣ୍ଟି !

ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ପୁଆଣିଆଁ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିକୋଣୀୟ ପ୍ରେମ ଏବଂ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି |ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଉକ୍ତ ଗାଁର ଆଲୋକ

ଆଜି ମହାନ ଜ୍ୟୋତିର୍ବିଜ୍ଞାନୀ ତଥା ସିଦ୍ଧାନ୍ତ ଦର୍ପଣର ରଚୟିତା ପଠାଣି ସାମନ୍ତଙ୍କ ଜୟନ୍ତୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନ ଜ୍ୟୋତିର୍ବିଜ୍ଞାନୀ ତଥା ସିଦ୍ଧାନ୍ତ ଦର୍ପଣର ରଚୟିତା ମହାମହୋପାଧ୍ୟାୟ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ରଙ୍କ ଜୟନ୍ତୀ। ୧୮୩୫ ମସିହା ଡିସେମ୍ବର ୧୩ତାରିଖରେ ନୟାଗଡ଼ର ଖଣ୍ଡପଡ଼ା ରାଜବଂଶରେ ପଠାଣି ସାମନ୍ତ ଜନ୍ମଗ୍ରହଣ କରିଥିଲେ । ଖଣ୍ଡପଡ଼ା ନିକଟସ୍ଥ