Browsing Category

ଆଜିର ଖବର

ISI ଟାର୍ଗେଟରେ ଶିବରାଜ ସିଂ ଚୌହାନ, ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ବଢ଼ିଲା ସୁରକ୍ଷା

ବଢ଼ିଲା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା । ଗୃହ ମନ୍ତ୍ରଣାଳୟର ସୂଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମଧ୍ୟପ୍ରଦେଶ ଡିଜିପିଙ୍କୁ ଏକ ଚିଠି ପଠାଇ କହିଛି ଯେ ଶିବରାଜ ସିଂହ ଚୌହାନ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଟାର୍ଗେଟରେ

ପାକିସ୍ତାନ ସରକାରଙ୍କ ବଡ଼ ନିଷ୍ପତ୍ତି, ସ୍କୁଲରେ ପଢ଼ାଯିବ ସଂସ୍କୃତ ଓ ଗୀତା ଜ୍ଞାନ

ଦେଶ ବିଭାଜନ ପରେ ପ୍ରଥମ ଥର ପାଇଁ ପାକିସ୍ତାନ ଶ୍ରେଣୀ ଗୃହରେ ପ୍ରବେଶ କରିଛି ସଂସ୍କୃତ । Lahore University of Management Sciences ପକ୍ଷରୁ ଶାସ୍ତ୍ରୀୟ ଭାଷାରେ ଏକ ଚାରି-କ୍ରେଡିଟ୍ ପାଠ୍ୟକ୍ରମ ଆରମ୍ଭ କରାଯାଇଛି |୩ମାସ ଧରି ଚାଲିବାକୁ ଥିବା ସପ୍ତାହନ୍ତ ୱାର୍କସପରେ ଏହାକୁ ବିକଶିତ

ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡର କଡା ଆଭିମୁଖ୍ୟ । ସବୁ କେନ୍ଦ୍ରରେ ଲାଗିବ CCTV

ଆସନ୍ତା ଫେବୃଆରୀ 19ରୁ ଆରମ୍ଭ ହେବାକୁ ଥିବା ୨୦୨୬ ମାଟ୍ରିକ ପରୀକ୍ଷାକୁ ଏଥର ଶୁଙ୍ଖଲିତ ଢଙ୍ଗରେ ପରିଚାଳନା କରିବାକୁ କଡା ଆଭିମୁଖ୍ୟ ଗ୍ରହଣ କରିଛି ବୋର୍ଡ । ଆସାଧୁ ଉପାୟ ଅଵଲମ୍ବନ ନକରନ୍ତି ସେଥିପାଇଁ ପ୍ରଥମ ଥର ପାଇଁ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରିବାକୁ

ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଧ୍ବ ଛାତ୍ରୀ ଅସୁସ୍ଥ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ

ରାଜ୍ୟ ସରକାରଙ୍କୁ ପ୍ରଶ୍ନ-ମହାନଦୀ ସଙ୍କଟର ସମାଧାନ କେବେ? ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ପ୍ରସଙ୍ଗରେ ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଟାର୍ଗେଟ । ମହାନଦୀ ସଙ୍କଟର ସମାଧାନ କେବେ ବୋଲି ପ୍ରଶ୍ନ କରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ଯେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ । ଏହା ସହ

ନୟାଗଡ଼ରେ ଚିନିକଳ ପାଇଁ ମୁଖ୍ୟମନ୍ତ୍ରୀ ନେଲେ ପଦକ୍ଷେପ

ନୟାଗଡ଼ ଚିନି କଳ ପାଇଁ ପାଦ ବଢ଼ାଇଲେ ରାଜ୍ୟ ସରକାର ।ନୟାଗଡ଼ରେ ଚିନି କଳ ପ୍ରତିଷ୍ଠା ପାଇଁ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଲେଖିଲେ ଚିଠି । ସେଥିରେ ମୁଖ୍ୟମନ୍ତ୍ରୀ ଚିନିକଳ ପ୍ରତିଷ୍ଠା କରିବାକୁ ଅମିତ ଶାହଙ୍କୁ ଅନୁରୋଧ କରିଛନ୍ତି।ମୁଖ୍ୟମନ୍ତ୍ରୀ ଆହୁରି

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୩୦-୪୫ ମିନିଟ୍ ଧରି ହୋଇଥିଲା ଗୁଳିଚାଳନା

୧୩ ଡିସେମ୍ବର, ୨୦୦୧ । ଭାରତର ସାର୍ବଭୌମତ୍ୱର ପ୍ରତୀକ ଭାରତୀୟ ସଂସଦ ଉପରେ ହୋଇଥିଲା ହମଲା । ଏମିତି ଆତଙ୍କୀ ହମ୍ଲା ଯାହାକୁ କେବେ ଭୁଲିପାରିବେନି ଦେଶବାସୀ । ଏ ଅବସରରେ ସଂସଦ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଅନ୍ୟ

୧ ମାସ ଧରି ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ଛତିଶା ନିଯୋଗ ଓ ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଉଭୟ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ଅନୁମୋଦନ ମିଳିଛି। ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ପାଇଁ ରାତ୍ରୀ ୨ଟା ଠାରୁ ଦ୍ଵାରଫିଟା,

ପୁଟିନଙ୍କୁ ଅପେକ୍ଷା କରି ହଟହଟା ହୋଇଛନ୍ତି ଶରିଫ

ପୁଟିନଙ୍କୁ ଅପେକ୍ଷା କରି ହଟହଟା ହୋଇଛନ୍ତି ଶରିଫ । ଶେଷରେ ସବୁ ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କ ନିକଟରେ ପହଞ୍ଚି ଅପଦସ୍ତ ହୋଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ତୁର୍କମେନିସ୍ତାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗ ଦେଇଥିଲେ । ଏହି ବୈଠକରେ ତୁର୍କୀର

ନବମ ଶ୍ରେଣୀ ଛାତ୍ର ପକେଟରୁ ବାହାରିଲା ବନ୍ଧୁକ

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରି ଥାନା କୋରୁଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଚାଞ୍ଚଲ୍ୟ। ନବମ ଶ୍ରେଣୀ ଛାତ୍ର ପକେଟରୁ ବାହାରିଲା ବନ୍ଧୁକ। ଗଣିତ ସାର୍‌ ଯାଞ୍ଚ କରିବାବେଳେ ଛାତ୍ରଙ୍କ ଅଣ୍ଟାରୁ ବନ୍ଧୁକ ବାହାରିଛି। ପ୍ରଧାନ ଶିକ୍ଷକଙ୍କ ଅଭିଯୋଗ ପରେ ପୁଲିସ୍‌ ବନ୍ଧୁକ ଜବତ କରିଛି। ଏବଂ ଜବତ