Browsing Category
ଆଜିର ଖବର
ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍
ଦିଲ୍ଲୀ ଏବଂ ଆଖପାଖ ଅଞ୍ଚଳରେ ବାୟୁ ପ୍ରଦୂଷଣ ଆଜି ଗମ୍ଭୀର ବର୍ଗରେ ପହଞ୍ଚିଛି। ବାୟୁରେ ନିଶ୍ୱାସ ନେବା କଷ୍ଟକର ହୋଇପଡ଼ିଛି। ଶନିବାର ପ୍ରତ୍ୟୁଷରେ ରାଜଧାନୀର ଅନେକ ଅଞ୍ଚଳରେ କୁହୁଡ଼ି ଏବଂ ହାଲୁକା କୁହୁଡ଼ି ଦୃଶ୍ୟମାନତାକୁ ହ୍ରାସ କରିଥିଲା। ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁଯାୟୀ,!-->…
ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା ରାମୁ । ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର!-->…
୭ମ ରାଜ୍ୟ ପୁସ୍ତକ ମହୋତ୍ସବ: ୧୦୦ରୁ ଅଧିକ ବହି କିଣିଲେ ସଂସ୍କୃତି ମନ୍ତ୍ରୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଚଳିତ ବର୍ଷ ୫୫୦ଟି ଷ୍ଟଲ ରହିଥିବା ବେଳେ ପୁସ୍ତକ ମହୋତ୍ସବରେ ୨୦୦ରୁ ଉର୍ଦ୍ଧ୍ୱ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଭାଗ ନେଇଛନ୍ତି।ସଂସ୍କୃତି!-->…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ
କେନ୍ଦ୍ର ସରକାର ମନରେଗା ଯୋଜନାର ନାମ ପରିବର୍ତ୍ତନ କରିବେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପରିବର୍ତ୍ତନ କରି ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା କରିବେ, ଯାହା ଗ୍ରାମୀଣ ଗରିବ ଲୋକଙ୍କ ପାଇଁ ପ୍ରତିବର୍ଷ 125!-->…
ଡିଜିଟାଲ ଉପାୟରେ ୨୦୨୭ରେ ଜନଗଣନା: ଅଶ୍ୱିନୀ ବୈଷ୍ଣବ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ” ୨୦୨୭ ଜନଗଣନା ସମ୍ପର୍କରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଉଦ୍ଦେଶ୍ୟରେ ୧୧,୭୧୮ କୋଟି ଟଙ୍କାର ବଜେଟ୍!-->…
ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ
ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନା ଚକ୍ରରେ ଯୋଗଦେବେ । ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।କଟକ!-->…
ଭିଜିଲାନ୍ସ ଅଫିସର କହି ଓଏଏସ ଅଫିସରଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ
ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଗତକାଲି ଓଡ଼ିଶା!-->…
ଏମ୍ଭି-୨୬ ହିଂସା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ
ମାଲକାନଗିରି ଏମଭି-୨୬ ହିଂସା ଘଟଣା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ । କେଭି ସିଂହଦେଓଙ୍କ ସହିତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଇଛନ୍ତି । ଗତକାଲି ମାଲକାନଗିରି ଗସ୍ତରେ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରୀ!-->…
ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ମଦ୍ୟପ ସ୍ଵାମୀ
ସୈତାନ ସାଜିଲା ସ୍ଵାମୀ। ସ୍ତ୍ରୀକୁ କଲବଲ କରି ଜାଳିଦେଲା ନୃଶଂସ ! ଘର ଆଗରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି । ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ପରିବାର ଲୋକ। ଢେଙ୍କାନାଳ ଜିଲ୍ଲା ବେଲପଡ଼ା!-->…
ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟପାଳଙ୍କୁ ଭେଟିଲେ ବିଜେଡି ଟିମ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ବିଜେପି ଶାସନ କ୍ଷମତା ଆସିବା ପରଠାରୁ ପ୍ରତିଦିନ ଘଟିଚାଲିଛି ଅମାନବୀୟ ଘଟଣା। ହେଲେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଆଜି ଏହି ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଛି ବିଜେଡି ଟିମ। ମହିଳାଙ୍କ ଉପରେ ବଢୁଥିବା ଅତ୍ୟାଚାର!-->…