Browsing Category

ଆଜିର ଖବର

ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଧ୍ବ ଛାତ୍ରୀ ଅସୁସ୍ଥ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ

ରାଜ୍ୟ ସରକାରଙ୍କୁ ପ୍ରଶ୍ନ-ମହାନଦୀ ସଙ୍କଟର ସମାଧାନ କେବେ? ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ପ୍ରସଙ୍ଗରେ ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଟାର୍ଗେଟ । ମହାନଦୀ ସଙ୍କଟର ସମାଧାନ କେବେ ବୋଲି ପ୍ରଶ୍ନ କରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ଯେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ । ଏହା ସହ

ନୟାଗଡ଼ରେ ଚିନିକଳ ପାଇଁ ମୁଖ୍ୟମନ୍ତ୍ରୀ ନେଲେ ପଦକ୍ଷେପ

ନୟାଗଡ଼ ଚିନି କଳ ପାଇଁ ପାଦ ବଢ଼ାଇଲେ ରାଜ୍ୟ ସରକାର ।ନୟାଗଡ଼ରେ ଚିନି କଳ ପ୍ରତିଷ୍ଠା ପାଇଁ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଲେଖିଲେ ଚିଠି । ସେଥିରେ ମୁଖ୍ୟମନ୍ତ୍ରୀ ଚିନିକଳ ପ୍ରତିଷ୍ଠା କରିବାକୁ ଅମିତ ଶାହଙ୍କୁ ଅନୁରୋଧ କରିଛନ୍ତି।ମୁଖ୍ୟମନ୍ତ୍ରୀ ଆହୁରି

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୩୦-୪୫ ମିନିଟ୍ ଧରି ହୋଇଥିଲା ଗୁଳିଚାଳନା

୧୩ ଡିସେମ୍ବର, ୨୦୦୧ । ଭାରତର ସାର୍ବଭୌମତ୍ୱର ପ୍ରତୀକ ଭାରତୀୟ ସଂସଦ ଉପରେ ହୋଇଥିଲା ହମଲା । ଏମିତି ଆତଙ୍କୀ ହମ୍ଲା ଯାହାକୁ କେବେ ଭୁଲିପାରିବେନି ଦେଶବାସୀ । ଏ ଅବସରରେ ସଂସଦ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଅନ୍ୟ

୧ ମାସ ଧରି ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ଛତିଶା ନିଯୋଗ ଓ ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଉଭୟ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ଅନୁମୋଦନ ମିଳିଛି। ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି ପାଇଁ ରାତ୍ରୀ ୨ଟା ଠାରୁ ଦ୍ଵାରଫିଟା,

ପୁଟିନଙ୍କୁ ଅପେକ୍ଷା କରି ହଟହଟା ହୋଇଛନ୍ତି ଶରିଫ

ପୁଟିନଙ୍କୁ ଅପେକ୍ଷା କରି ହଟହଟା ହୋଇଛନ୍ତି ଶରିଫ । ଶେଷରେ ସବୁ ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କ ନିକଟରେ ପହଞ୍ଚି ଅପଦସ୍ତ ହୋଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ତୁର୍କମେନିସ୍ତାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗ ଦେଇଥିଲେ । ଏହି ବୈଠକରେ ତୁର୍କୀର

ନବମ ଶ୍ରେଣୀ ଛାତ୍ର ପକେଟରୁ ବାହାରିଲା ବନ୍ଧୁକ

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରି ଥାନା କୋରୁଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଚାଞ୍ଚଲ୍ୟ। ନବମ ଶ୍ରେଣୀ ଛାତ୍ର ପକେଟରୁ ବାହାରିଲା ବନ୍ଧୁକ। ଗଣିତ ସାର୍‌ ଯାଞ୍ଚ କରିବାବେଳେ ଛାତ୍ରଙ୍କ ଅଣ୍ଟାରୁ ବନ୍ଧୁକ ବାହାରିଛି। ପ୍ରଧାନ ଶିକ୍ଷକଙ୍କ ଅଭିଯୋଗ ପରେ ପୁଲିସ୍‌ ବନ୍ଧୁକ ଜବତ କରିଛି। ଏବଂ ଜବତ

ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍

ଦିଲ୍ଲୀ ଏବଂ ଆଖପାଖ ଅଞ୍ଚଳରେ ବାୟୁ ପ୍ରଦୂଷଣ ଆଜି ଗମ୍ଭୀର ବର୍ଗରେ ପହଞ୍ଚିଛି। ବାୟୁରେ ନିଶ୍ୱାସ ନେବା କଷ୍ଟକର ହୋଇପଡ଼ିଛି। ଶନିବାର ପ୍ରତ୍ୟୁଷରେ ରାଜଧାନୀର ଅନେକ ଅଞ୍ଚଳରେ କୁହୁଡ଼ି ଏବଂ ହାଲୁକା କୁହୁଡ଼ି ଦୃଶ୍ୟମାନତାକୁ ହ୍ରାସ କରିଥିଲା। ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁଯାୟୀ,

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା ରାମୁ । ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର

୭ମ ରାଜ୍ୟ ପୁସ୍ତକ ମହୋତ୍ସବ: ୧୦୦ରୁ ଅଧିକ ବହି କିଣିଲେ ସଂସ୍କୃତି ମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଚଳିତ ବର୍ଷ ୫୫୦ଟି ଷ୍ଟଲ ରହିଥିବା ବେଳେ ପୁସ୍ତକ ମହୋତ୍ସବରେ ୨୦୦ରୁ ଉର୍ଦ୍ଧ୍ୱ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଭାଗ ନେଇଛନ୍ତି।ସଂସ୍କୃତି