Browsing Category
ଆଜିର ଖବର
ପ୍ରେମିକାକୁ ଲଜ୍ ରେ ରଖି ଦୁଷ୍କର୍ମ କରିବା ଅଭିଯୋଗ, ୪ ଅଟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରେମିକାକୁ ଲଜ୍ ରେ ରଖି ଦୁଷ୍କର୍ମ କରିବା ଅଭିଯୋଗରେ ୪ ଅଟକ। ପ୍ରେମିକ ସମେତ ୪ ଜଣଙ୍କୁ ଅଟକ ରଖିଛି କେନ୍ଦ୍ରାପଡା ସଦର ପୋଲିସ। ଅଭିଯୋଗ ଅନୁଯାୟୀ ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଯୁବତୀଙ୍କର କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା!-->…
ଉପସ୍ଥାପିତ ହେଲା ୨୦୨୫-୨୬ର ଅର୍ଥନୈତିକ ସର୍ଭେ ରିପୋର୍ଟ, ବଢିଛି ମୁଣ୍ଡପିଛା ଆୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ବର୍ତ୍ତମାନର ମୂଲ୍ୟରେ ଓଡିଶାର ଅର୍ଥନୀତିର ଆକାର (ଜିଏସଡିପି) ୨୦୨୫-୨୬ରେ ୯.୯ ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏହା ୨୦୨୪-୨୫ର ୯ ଲକ୍ଷ କୋଟି ଟଙ୍କାଠାରୁ ୯.୫% ବୃଦ୍ଧି ପାଇଛି।!-->…
ବିମାନରେ ହଙ୍ଗାମା କଲେ ୩୦ ଦିନ ଉଡାଣ ନିଷେଧ , ଯାତ୍ରୀ ସୁରକ୍ଷା ପାଇଁ ଡିଜିସିଏର ନୂଆ ନିୟମ
ବିମାନ ଭିତରେ ହଙ୍ଗାମା କଲେ ମହଙ୍ଗା ପଡିବ । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଡିଜିସିଏ ପକ୍ଷରୁ ନୂଆ ନିୟମ କରାଯାଇଛି । ଏଭଳି ଯାତ୍ରୀଙ୍କୁ ୩୦ ଦିନ ପର୍ଯ୍ୟନ୍ତ କୌଣସି ବିମାନରେ ଉଡାଣ ପାଇଁ ମିଳିବନି ଅନୁମତି । DGCA ଅନୁଯାୟୀ, ବିମାନ, ଯାତ୍ରୀ!-->…
୨୦ରେ ରାଜ୍ୟ ବଜେଟ୍। ଆଜି ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବିଧାନସଭାରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ତୃତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ!-->…
ଗୋଡ଼ରେ ଲେଖି ମାଟ୍ରିକ ପରୀକ୍ଷା ଦେବେ ଲକ୍ଷ୍ମୀ ଖେମୁଡୁ !
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମାଟ୍ରିକ ପରୀକ୍ଷା ଦେବେ ମାଲକାନଗିରି ଜିଲ୍ଲା ଲକ୍ଷ୍ମୀ ଖେମୁଡୁ । ଜନ୍ମରୁ ସଂପୂର୍ଣ୍ଣ ଦିବ୍ୟାଙ୍ଗ ହୋଇଥିବାରୁ ନା ଉଠି ବସି ପାରୁଛନ୍ତି,ନା ଚାଲି ପାରୁଛନ୍ତି । ପଢିବା ପାଇଁ ଇଛା ଥିବାରୁ ଗୋଡରେ ଲେଖିବା ଅଭ୍ୟାସ ଆରମ୍ଭ କରିଥିଲେ । ଏବେ ମାଟ୍ରିକ!-->…
ଆଜିଠୁ ମାଟ୍ରିକ ପରୀକ୍ଷା, AI-ଯୁକ୍ତ CCTV କ୍ୟାମେରା ନଜରରେ ସମସ୍ତ ପରୀକ୍ଷା ସେଣ୍ଟର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜିଠୁ ଛାତ୍ରଛାତ୍ରୀଙ୍କ ଜୀବନର ପ୍ରଥମ ବଡ଼ ପରୀକ୍ଷା ମାଟ୍ରିକ ପରୀକ୍ଷା । ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ।ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା(ଏସଓଏସ୍) ଏବଂ ସଂସ୍କୃତ ମଧ୍ୟମା!-->…
ଏଫ୍ଏମ୍ଜିସି କମ୍ପାନୀ ୫% ପର୍ଯ୍ୟନ୍ତ ବଢାଇବେ ଦାମ୍ ! ଖାଦ୍ୟ-ପାନୀୟ ଜିନିଷ ହେବ ମହଙ୍ଗା
ଏବେ ଦେଶର ଫାଷ୍ଟ ମୁଭିଂ କଞ୍ଜୁମର ଗୁଡସ୍ କମ୍ପାନୀ ନିଜର ପ୍ରଡକ୍ଟର ଦାମ୍ ବଢାଇବାରେ ଲାଗିଛନ୍ତି। କୁହାଯାଉଛି ଯେ, ବହୁ କମ୍ପାନୀର ଦାମ୍ରେ ପ୍ରାୟ ୫% ପର୍ଯ୍ୟନ୍ତ ବୃଦ୍ଧି ହେବାକୁ ଯାଉଛି। ଯାହାଫଳରେ ଗ୍ରାହକଙ୍କ ଉପରେ ଦରଦାମ୍ ବୃଦ୍ଧିର ପ୍ରଭାବ ପଡିପାରେ।କଞ୍ଚାମାଲର ମୂଲ୍ୟ ବୃଦ୍ଧି ଏବଂ!-->…
କୁନୋରେ ଆଉ ୩ ନୂଆ ଚିତା ଶାବକ ନେଲେ ଜନ୍ମ
ଦକ୍ଷିଣ ଆଫ୍ରିକୀୟ ଚିତା ଗାମିନି କୁନୋ ଜାତୀୟ ଉଦ୍ୟାନରେ ତିନୋଟି ଛୁଆ ଜନ୍ମ କରିଛି, ଯାହା ଫଳରେ ଦେଶର ମୋଟ ଚିତା ସଂଖ୍ୟା ୩୮ ରେ ପହଞ୍ଚିଛି।ରିପୋର୍ଟରୁ ଜଣାପଡିଛି ଯେ ବିଶ୍ୱର ପ୍ରଥମ ଆନ୍ତଃମହାଦେଶୀୟ ସ୍ଥାନାନ୍ତର ଏକ ବୃହତ ମାଂସାଶୀ ପ୍ରାଣୀର ୨୦୨୨-୨୩ ମସିହାରେ ନାମ୍ବିଆ ଏବଂ ଦକ୍ଷିଣ!-->…
ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷାର ।ବିଧାନସଭାରେ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର କିଛି ଏମିତି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି, ୨୦୨୫ରେ ୨୨ଟି କମ୍ପାନୀର ୮୮ ସାମ୍ପଲ ଯାଞ୍ଚ!-->…
ଜେଲ ବିଭାଗର ଗୁପ୍ତ ଖବର ବାହାରକୁ ଆସିବା ନେଇ ମିଡିଆକୁ ଟାର୍ଗେଟ କଲେ ଜେଲ ଡିଜି
ଭୁବନେଶ୍ୱର (ରାଜ୍ୟକାହାଣୀ )ଜେଲ ଅବ୍ୟବସ୍ଥା ନେଇ ପ୍ରେସମିଟ୍ ବେଳେ ମିଡିଆକୁ ଟାର୍ଗେଟ କଲେ ଜେଲ ଡିଜି ସୁଶାନ୍ତ ନାଥ ।କହିଲେ ବିନା ପ୍ରମାଣରେ ଖବର ପ୍ରସାରଣ କରୁଛି ମିଡିଆ । ଚୌଦ୍ବାର ଜେଲ୍ରୁ କଏଦୀ ଚମ୍ପଟ୍ ୫ ମାସ ହେଲା କାହିଁକି ଚଲାଉଛନ୍ତି । ଏହାର କୌଣସି ପବ୍ଲିକ ଇଣ୍ଟରେଷ୍ଟ ନାହିଁ!-->…