Browsing Category

ଆଜିର ଖବର

ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟପାଳଙ୍କୁ ଭେଟିଲେ ବିଜେଡି ଟିମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ବିଜେପି ଶାସନ କ୍ଷମତା ଆସିବା ପରଠାରୁ ପ୍ରତିଦିନ ଘଟିଚାଲିଛି ଅମାନବୀୟ ଘଟଣା। ହେଲେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଆଜି ଏହି ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଛି ବିଜେଡି ଟିମ। ମହିଳାଙ୍କ ଉପରେ ବଢୁଥିବା ଅତ୍ୟାଚାର

ଦିଲ୍ଲୀରେ ବଢ଼ିଲା ଜିଲ୍ଲା ସଂଖ୍ୟା: ୧୧ ନୁହେଁ ୧୩ ଜିଲ୍ଲା

ଦିଲ୍ଲୀର ଅନେକ ଲୋକଙ୍କ ଠିକଣା ଏବେ ବଦଳିବାକୁ ଯାଉଛି । କାହିଁକି ନା ଦିଲ୍ଲୀରେ ଏବେ ଆଉ ୧୧ ଜିଲ୍ଲା ନୁହେଁ ବରଂ ରହିବ ୧୩ ଜିଲ୍ଲା । ଏହା ବ୍ୟତୀତ, ରାଜସ୍ୱ ଜିଲ୍ଲା ଏବଂ ନଗର ନିଗମର ସୀମା ଏବେ ସ୍ଥିର ରହିବ । ଦିଲ୍ଲୀରେ ଜିଲ୍ଲା ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୮ ଯାଏଁ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ

ରାଜ୍ୟରେ ଆଉ ସପ୍ତାହେ ଯାଏଁ ଶୀତରୁ ନାହିଁ ନିସ୍ତାର । ରାଜ୍ୟର ଅନେକ ସ୍ଥାନରେ ତଳ ମୁହାଁ ରହିପାରେ ପାରଦ । ଏନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏଥିପାଇଁ ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ

ରାଜଧାନୀରେ ୧୧ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି । ପ୍ରଥମେ ଗତ ୪ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ

ବଳଦ ଖାଇଦେବାରୁ ବାଘକୁ ବିଷ

ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ବନ ବିଭାଗର ତାମରା ରେଞ୍ଜ କୁସୁମଡିହି ସଂରକ୍ଷିତ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀର ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତ ବାଘୁଣୀର ବୟସ ପ୍ରାୟ ୧୨ ବର୍ଷ ବୋଲି ଜଣାଯାଇଛି। କିଛି ଦିନ ତଳେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ହୋଇଥିଲା । ତେବେ ଏହି ମୃତ ବଳଦ

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ଣ ୨ଟାରୁ ସନ୍ଧ୍ୟା

ପରଲୋକରେ ପୂର୍ବ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ

କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ 6ଟା 30 ସମୟରେ ଲାତୁରର ଦେବରରେ ପରଲୋକ ହୋଇଥିବା ଜଣାପଡିଛି ।ଶିବରାଜ ପାଟିଲ ଚାକୁରକର ଲୋକସଭାର ବାଚସ୍ପତି ଥିଲେ ଏବଂ ଅନେକ

ଜଙ୍ଘକୁ ଛୁଇଁ ସାରିଥିଲା ମୁହଁ, ବର୍ତ୍ତମାନ ବସିବା, ଠିଆ ହେବା ଏବଂ ଚାଲିବା ପାଇଁ ସକ୍ଷମ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏମ୍ସ ଭୁବନେଶ୍ବର ଅର୍ଥୋପେଡ଼ିକ୍ ବିଭାଗ ଦ୍ୱାରା କରାଯାଇଥିବା ଉଲ୍ଲେଖନୀୟ ଚିକିତ୍ସା ସଫଳତା ଜଣେ ଯୁବକଙ୍କ ଜୀବନରେ ଖୁସି ଆଣିଦେଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ୩୭ ବର୍ଷୀୟ ଯୁବକ ବିଶ୍ୱ ଭୂଷଣ ରାଉତ ପ୍ରାୟ ୨୦ ବର୍ଷ ଧରି ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍

ବଢିଲା ଧନୁଯାତ୍ରାର ଅନୁଦାନ ରାଶି

ଧନୁଯାତ୍ରା ଅନୁଦାନ ରାଶି ବଢାଇଲେ ସରକାର। ଧନୁଯାତ୍ରା ପାଇଁ ୧ କୋଟିକୁ ବଢିଲା ଅନୁଦାନ ରାଶି। ପୂର୍ବରୁ ଅନୁଦାନ ରାଶି ୧୦ ଲକ୍ଷ ଟଙ୍କା ଥିଲା। ୨ ଶହ କଳାକାରଙ୍କୁ ୧୦ ହଜାର ଲେଖାଏଁ ଅନୁଦାନ ରାଶି ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ

କଙ୍ଗାରୁ କୋର୍ଟ ; ବୃଦ୍ଧଙ୍କୁ ଚପଲ ମାଳ ପିନ୍ଧାଇ ଲଣ୍ଡା କରି ବୁଲାଇଲେ

କଳାହାଣ୍ଡି ଭବାନୀପାଟଣା ବାଦିଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଚପଲ ମାଳ ପିନ୍ଧାଇ ଚଲେଇ ଚଲେଇ ନେଲେ, ଲଣ୍ଡା କଲେ ।ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି । ବାଦଲି ଗାଁର ୱାର୍ଡ ନମ୍ୱର୧୩ ଚଞ୍ଚରାପଡ଼ାରେ ଗତ ୭ ତାରିଖ ସକାଳେ ଜଣେ ମହିଳା ପାଣି ଆଣିବା