Browsing Category
ଆଜିର ଖବର
ବଢିଲା ଧନୁଯାତ୍ରାର ଅନୁଦାନ ରାଶି
ଧନୁଯାତ୍ରା ଅନୁଦାନ ରାଶି ବଢାଇଲେ ସରକାର। ଧନୁଯାତ୍ରା ପାଇଁ ୧ କୋଟିକୁ ବଢିଲା ଅନୁଦାନ ରାଶି। ପୂର୍ବରୁ ଅନୁଦାନ ରାଶି ୧୦ ଲକ୍ଷ ଟଙ୍କା ଥିଲା। ୨ ଶହ କଳାକାରଙ୍କୁ ୧୦ ହଜାର ଲେଖାଏଁ ଅନୁଦାନ ରାଶି ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ!-->…
କଙ୍ଗାରୁ କୋର୍ଟ ; ବୃଦ୍ଧଙ୍କୁ ଚପଲ ମାଳ ପିନ୍ଧାଇ ଲଣ୍ଡା କରି ବୁଲାଇଲେ
କଳାହାଣ୍ଡି ଭବାନୀପାଟଣା ବାଦିଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଚପଲ ମାଳ ପିନ୍ଧାଇ ଚଲେଇ ଚଲେଇ ନେଲେ, ଲଣ୍ଡା କଲେ ।ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି । ବାଦଲି ଗାଁର ୱାର୍ଡ ନମ୍ୱର୧୩ ଚଞ୍ଚରାପଡ଼ାରେ ଗତ ୭ ତାରିଖ ସକାଳେ ଜଣେ ମହିଳା ପାଣି ଆଣିବା!-->…
ଅଧିକ ଟଙ୍କା ରୋଜଗାର ପାଇଁ କଳା ଧନ୍ଦା, ଔଷଧ ଦୋକାନରେ ବିକ୍ରି କଲେ ମଦ
ଭଦ୍ରକ ସହରର ବାଇପାସ୍ ଛକ ନିକଟସ୍ଥ ଏକ ଔଷଧ ଦୋକାନରୁ ମଦ ଜବତ ହୋଇଛି। ଭଗବାନ ଗଣେଶଙ୍କ ନାମରେ ନାମିତ ଔଷଧ ଦୋକାନରୁ ମଦ ବାହାରୁଛି, ଯାହା ବୁଦ୍ଧିଜୀବୀଙ୍କୁ ହତବାକ୍ କରିଛି। ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍ ଯାଞ୍ଚ କରିବା ପରେ ଡ୍ରଗ୍ସ!-->…
ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜବରଦଖଲକାରୀଙ୍କୁ ତ୍ରାହି ନାହିଁ । ଜବରଦଖଲ ଜମିକୁ ଦଖଲକୁ ନେବେ ସରକାର ।ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଚେତାବନୀ ଦେଇଛନ୍ତି । କହିଛନ୍ତି, ସମୟ ଅଛି ଜମି ଫେରାଅ, ନହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ବି ଆଦାୟ ହେବ ।!-->…
ପୁରୀ ଜିଲ୍ଲାର ୩ ବେଳାଭୂମି ହେବ ‘ବ୍ଲୁ ଫ୍ଲାଗ୍ ବିଚ୍’
ପୁରୀ ଜିଲ୍ଲାର ୩ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ରେ ରୂପାନ୍ତର କରାଯିବ । ଏନେଇ ପ୍ରଶାସନିକ ପଦକ୍ଷେପ ନିଆଯାଇଛି । ଏହା ହେଉଛି ଅସ୍ତରଙ୍ଗର ପୀରଜାହାନିଆ ବେଳାଭୂମି, ପୁରୀର ବେଲେଶ୍ୱର ବେଳାଭୂମି ଓ ଫୁଲପାଟଣା ପର୍ଯ୍ୟଟନ ବେଳାଭୂମି (ବାଲିଗୁଆଳି ଠାରୁ ସୈକତ ନିବାସ ବେଳାଭୂମି ପର୍ଯ୍ୟନ୍ତ)!-->…
ପତି-ପତ୍ନୀଙ୍କ ମଧ୍ୟରେ ଫାଟ ସୃଷ୍ଟି କଲା ପିଆଜ, ରସୁଣ ; କୋର୍ଟରେ ହେଲା ବିବାହ ବିଚ୍ଛେଦ
ଗୁଜରାଟ ହାଇକୋର୍ଟରେ ଏକ ଅଜବ ବିବାବ ବିଚ୍ଛେଦ ମାମଲା ସାମ୍ନାକୁ ଆସିଛି । ପତି-ପତ୍ନୀଙ୍କ ମଧ୍ୟରେ ଫାଟ ସୃଷ୍ଟି କଲା ପିଆଜ, ରସୁଣ । ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି।ମହିଳା ଜଣକ ସ୍ବାମୀନାରାୟଣ ଦୀକ୍ଷା ନେଇଥିବାରୁ ପିଆଜ, ରସୁଣ!-->…
ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ!-->…
ପୋଲିସ ଏସଆଇ ସ୍କାମ୍ ଘଟଣାରେ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ସିବିଆଇ
ଭୁବନେଶ୍ୱର (ରାଜ୍ୟକାହାଣୀ )ସବ ଇନ୍ସପେକ୍ଟର ଚାକିରୀ କେଳେଙ୍କାରୀ ଘଟଣା। ୨ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ । ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି ଅଭିମନ୍ୟୁ ଦୋରା ଓ ପ୍ରିୟଦର୍ଶିନୀ ସାମଲଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଦିନ ପ୍ରାୟ ୧୨ ଟା ସମୟରେ ଝାରପଡା ଜେଲରୁ!-->…
ଦିଲ୍ଲୀକୁ ସୁରକ୍ଷା ଦେବ ସ୍ୱଦେଶୀ ଡ୍ରୋନ୍-ଯୁଦ୍ଧ ବିମାନ
ରାଜଧାନୀ ଦିଲ୍ଲୀ-ଏନ୍ସିଆର୍କୁ କ୍ଷେପଣାସ୍ତ୍ର, ଡ୍ରୋନ୍ ଓ ଯୁଦ୍ଧ ବିମାନ ଆକ୍ରମଣ ଭଳି ବିପଦରୁ ରକ୍ଷା କରିବା ପାଇଁ ଭାରତ ବର୍ତ୍ତମାନ ନିଜର ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ନିୟୋଜିତ କରିବାକୁ ଯାଉଛି।ବରିଷ୍ଠ ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁସାରେ, ନୂଆ ଇଣ୍ଟିଗ୍ରେଟେଡ୍!-->…
ମୋଦୀଙ୍କ ଉତ୍ତରାଧିକାରୀ କିଏ? RSS ମୁଖ୍ୟ ମୋହନ ଭାଗବତ କଣ କହିଲେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ କିଏ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ପ୍ରଶ୍ନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ସମ୍ପର୍କରେ ବିଚାର ବିମର୍ଶ ଏବଂ ନିଷ୍ପତ୍ତି କେବଳ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ନରେନ୍ଦ୍ର ମୋଦିଙ୍କ ପାଖରେ!-->…