Browsing Category

ଆଜିର ଖବର

ପୋଲିସ ଏସଆଇ ସ୍କାମ୍ ଘଟଣାରେ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ସବ ଇନ୍ସପେକ୍ଟର ଚାକିରୀ କେଳେଙ୍କାରୀ ଘଟଣା। ୨ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ । ମାଷ୍ଟରମାଇଣ୍ଡ ମୁନା ମହାନ୍ତି, ଶ୍ରୀକାନ୍ତ ମହାରଣା, ଟି ଅଭିମନ୍ୟୁ ଦୋରା ଓ ପ୍ରିୟଦର୍ଶିନୀ ସାମଲଙ୍କୁ ରିମାଣ୍ଡରେ ନେଇଛି ସିବିଆଇ । ଦିନ ପ୍ରାୟ ୧୨ ଟା ସମୟରେ ଝାରପଡା ଜେଲରୁ

ଦିଲ୍ଲୀକୁ ସୁରକ୍ଷା ଦେବ ସ୍ୱଦେଶୀ ଡ୍ରୋନ୍-ଯୁଦ୍ଧ ବିମାନ

ରାଜଧାନୀ ଦିଲ୍ଲୀ-ଏନ୍‌ସିଆର୍‌କୁ କ୍ଷେପଣାସ୍ତ୍ର, ଡ୍ରୋନ୍ ଓ ଯୁଦ୍ଧ ବିମାନ ଆକ୍ରମଣ ଭଳି ବିପଦରୁ ରକ୍ଷା କରିବା ପାଇଁ ଭାରତ ବର୍ତ୍ତମାନ ନିଜର ବହୁସ୍ତରୀୟ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ନିୟୋଜିତ କରିବାକୁ ଯାଉଛି।ବରିଷ୍ଠ ପ୍ରତିରକ୍ଷା ଅଧିକାରୀଙ୍କ ସୂଚନା ଅନୁସାରେ, ନୂଆ ଇଣ୍ଟିଗ୍ରେଟେଡ୍

ମୋଦୀଙ୍କ ଉତ୍ତରାଧିକାରୀ କିଏ? RSS ମୁଖ୍ୟ ମୋହନ ଭାଗବତ କଣ କହିଲେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ କିଏ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ପ୍ରଶ୍ନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ, ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ସମ୍ପର୍କରେ ବିଚାର ବିମର୍ଶ ଏବଂ ନିଷ୍ପତ୍ତି କେବଳ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ନରେନ୍ଦ୍ର ମୋଦିଙ୍କ ପାଖରେ

ପିଏଚଡି ପାଇପ ଫାଟିଯିବାରୁ ପ୍ରାୟ ୭୦୦ ବସ୍ତା ଧାନ ପାଣିରେ ଭିଜି ନଷ୍ଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ପିଏଚ୍‌ଡି ପାଇପ ଫାଟିବାରୁ ୭୦୦ ଶହ ବସ୍ତା ଧାନ ଓଦା ହୋଇ ନଷ୍ଟ ହୋଇଯାଇଛି । ସମ୍ବଲପୁର ଭତରାର ହସ୍ପିଟାଲ ରୋଡ ପାଖ ଖଳାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।ସମ୍ବଲପୁର ଭତରା ହସ୍ପିଟାଲ ରୋଡ ପାଖ ଖଳାରେ ଥିବା ଚାଷୀ କୁବେର ଭୁକ୍ତାଙ୍କ ଖଳାରେ ଏଭଳି ଘଟଣା ଘଟିଛି

ରୋଗୀଙ୍କୁ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର । ରୋଗୀଙ୍କୁ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ ।ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।

କମ୍ପାନୀର ଭୁଲ ପାଇଁ କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା

ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ ବିମାନଗୁଡ଼ିକ ଏବେ ସ୍ୱାଭାବିକ

୧୦ ଲକ୍ଷ ଡଲାରରେ ଆମେରିକୀୟ ନାଗରିକତା-ଟ୍ରମ୍ପଙ୍କ ବଡ଼ ଘୋଷଣା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ "ଗୋଲ୍ଡ କାର୍ଡ" ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା ପାଇପାରିବେ।ତେବେ

ଡ୍ରଗ୍ସ ନଖାଇବାରୁ ଛାତ୍ରଙ୍କୁ ପିଟିଲେ, ଲାଟିନ୍‌ ପାଣି ପିଆଇଲେ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଭୁବନେଶ୍ୱର ଉପକଣ୍ଠ ତଥା ପିପିଲି ସଂଲଗ୍ନ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ରାଗିଂର ଏକ ସାଂଘାତିକ ଖବର ସାମ୍ନାକୁ ଆସିଛି। କ୍ୟାମ୍ପସ ଭିତରେ ନିଶା କାରବାର ଓ ଦାଦାଗିରିର ଶିକାର ହୋଇଛନ୍ତି ଜଣେ ଛାତ୍ର। ଡ୍ରଗ୍ସ ସେବନ ନକରିବାରୁ ଛାତ୍ରଙ୍କୁ ନିସ୍ତୁକ

ଡିସେମ୍ବର ୧୩ ରୁ ଭୁବନେଶ୍ୱରର ପାର୍କଗୁଡ଼ିକ ସପ୍ତାହାନ୍ତରେ ସାରା ଦିନ ଖୋଲା ରହିବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଏହାର ପାର୍କଗୁଡ଼ିକର କାର୍ଯ୍ୟ ସମୟର ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ପ୍ରାତଃଭ୍ରମଣକାରୀ, ଫିଟନେସ୍ ଉତ୍ସାହୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, BDA ସପ୍ତାହାନ୍ତରେ ଏହାର ସମସ୍ତ

ପ୍ରଧାନମନ୍ତ୍ରୀ ଇଭିଏମ୍‌ ହ୍ୟାକ କରନ୍ତି ନାହିଁ, ସେ ହୃଦୟ ହ୍ୟାକ କରନ୍ତି-କଙ୍ଗନା ରାଣାୱତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି EVM ନୁହେଁ, ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ଏପରି କିଛି କହିଛନ୍ତି ବିଜେପି ସାଂସଦ କଙ୍ଗନା ରାଣାୱତ। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରାଣାୱତ ଏହି ବୟାନ ଦେଇଛନ୍ତି।ଆହୁରି ମଧ୍ୟ ସେ