Browsing Category

ଆଜିର ଖବର

ପ୍ରଧାନମନ୍ତ୍ରୀ ଇଭିଏମ୍‌ ହ୍ୟାକ କରନ୍ତି ନାହିଁ, ସେ ହୃଦୟ ହ୍ୟାକ କରନ୍ତି-କଙ୍ଗନା ରାଣାୱତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି EVM ନୁହେଁ, ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ଏପରି କିଛି କହିଛନ୍ତି ବିଜେପି ସାଂସଦ କଙ୍ଗନା ରାଣାୱତ। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରାଣାୱତ ଏହି ବୟାନ ଦେଇଛନ୍ତି।ଆହୁରି ମଧ୍ୟ ସେ

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଥଣ୍ଡାରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ତୀବ୍ର ହେଉଛି । ଶୀତଲହରୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି ।ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଏବଂ ୩ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଅନୁଭୂତ

ୟୁଟ୍ୟୁବ୍ ଦେଖି ଅପରେସନ୍ କଲେ, ଚାଲିଗଲା ମହିଳାଙ୍କ ଜୀବନ

ୟୁଟ୍ୟୁବ ଦେଖି ଅପରେସନ୍ କଲେ, ଚାଲିଗଲା ଜୀବନ । ଉତ୍ତରପ୍ରଦେଶ ବାରବାଙ୍କିରୁ ଏମିତି ଏକ ଖବର ଆସିଛି, ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ । ଜିଲ୍ଲାର କୋଠି ସହରରେ କିଡନୀ ଷ୍ଟୋନ ଅସ୍ତ୍ରୋପଚାର ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଏକ ବେଆଇନ କ୍ଲିନିକ୍ ଚଳାଉଥିବା ଜଣେ

‘କନିଷ୍ଠ ଶିକ୍ଷକମାନେ ଆନ୍ଦୋଳନ ଛାଡ଼ି ସ୍କୁଲ ଫେରନ୍ତୁ, ଅମାନିଆ ହେଲେ ହେବ ଆକ୍ସନ୍‌’- ଗଣଶିକ୍ଷା…

ଆନ୍ଦୋଳନରତ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ । ଅମାନିଆ ହେଲେ ନିଆଯିବ ଆକ୍ସନ୍ । କନିଷ୍ଠ ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଶିକ୍ଷକମାନେ ଧର୍ଯ୍ୟ ଧରନ୍ତୁ । ସରକାର ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ଯାହା ସେମାନଙ୍କ ଦାବି ଅଛି

ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର

କୁକୁର ଏବଂ ଗାଇକୁ କଲେଜ ପରିସରରେ ପ୍ରବେଶ ରୋକିବାକୁ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ରାଜ୍ୟକାହାଣୀ ( ଭୁବନେଶ୍ୱର )ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ

କମିଲା ସୁନା ଦର ସ୍ଥିର ରହିଲା ରୁପା ଦାମ୍ଗ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ ହୋଇଛି । ୧୦ଗ୍ରାମ ସୁନା ୨୮୩ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧,୨୭,୯୭୪ ଟଙ୍କାରେ ପହଞ୍ଚିଛି । ପୂର୍ବରୁ ଏହାର ମୂଲ୍ୟ ୧,୨୮,୨୫୭ଟଙ୍କା ରହିଥିଲା

ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ରାଜ୍ୟକାହାଣୀ ( ଭୁବନେଶ୍ୱର )ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି ।ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି

ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: ସିବିଆଇ ପଞ୍ଝାରେ ବିହାରର ନୀତୀଶ କୁମାର

ରାଜ୍ୟକାହାଣୀ ( ଭୁବନେଶ୍ୱର )ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର ପିଏମ୍‌ଜିରେ ଧାରଣାରେ ବସିଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ I ଭୁବନେଶ୍ବର ଲୋୟର୍ ପିଏମ୍ଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ I ସାରା ରାଜ୍ୟରେ ଥିବା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ