Browsing Category
ଆଜିର ଖବର
କମିଲା ସୁନା ଦର ସ୍ଥିର ରହିଲା ରୁପା ଦାମ୍ଗ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ ହୋଇଛି । ୧୦ଗ୍ରାମ ସୁନା ୨୮୩ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧,୨୭,୯୭୪ ଟଙ୍କାରେ ପହଞ୍ଚିଛି । ପୂର୍ବରୁ ଏହାର ମୂଲ୍ୟ ୧,୨୮,୨୫୭ଟଙ୍କା ରହିଥିଲା!-->…
ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି
ରାଜ୍ୟକାହାଣୀ ( ଭୁବନେଶ୍ୱର )ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି ।ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି!-->…
ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: ସିବିଆଇ ପଞ୍ଝାରେ ବିହାରର ନୀତୀଶ କୁମାର
ରାଜ୍ୟକାହାଣୀ ( ଭୁବନେଶ୍ୱର )ପୁଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ!-->…
ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର ପିଏମ୍ଜିରେ ଧାରଣାରେ ବସିଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ I ଭୁବନେଶ୍ବର ଲୋୟର୍ ପିଏମ୍ଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ I ସାରା ରାଜ୍ୟରେ ଥିବା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ!-->…
ମରିଗଲା ମାନବିକତା, ଶାଶୂଙ୍କ ମୃତଦେହ ଘରକୁ ନେବା ପାଇଁ ବନ୍ଧା ପଡ଼ିଲେ ବୋହୂ ଏବଂ ନାତି
ବିହାର ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର । ହଜିଗଲା ମାନବିକତା, ସାମାନ୍ୟ ଷ୍ଟ୍ରେଚର ପାଇଁ ବନ୍ଧା ରହିଲେ ମୃତକଙ୍କ ବୋହୂ ଏବଂ ନାତି । ବିହାରର ନୱାଦା ଜିଲ୍ଲାର ଆକବରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ 75 ବର୍ଷୀୟା ମହିଳାଙ୍କ ମୃତ୍ୟୁ ପରେ ମୃତଦେହକୁ ଘରକୁ ନେବା ପାଇଁ!-->…
ଆଜିଠୁ ୧୪ ଯାଏ ଯୁକ୍ତ ଦୁଇ ଆବେଦନ କରି ପାରିବେ ଡ୍ରପ୍ ଆଉଟ୍ ପିଲା
ରାଜ୍ୟକାହାଣୀ ( ଭୁବନେଶ୍ୱର )ଅଧାରୁ ପାଠପଢ଼ା ଛାଡ଼ି ରହିଥିବା ପିଲାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଯୋଜନା । ଏଥିପାଇଁ ସ୍ୱତନ୍ତ୍ର ଭାବେ ଯୁକ୍ତ ଦୁଇ ଚତୁର୍ଥ ପର୍ଯ୍ୟାୟରେ ନାମଲେଖାଇ ହେବ । ବୁଧବାରଠୁ ସାମ୍ସ ୱେବ୍ସାଇଟ୍ରେ ନାମଲେଖା ଆବେଦନ ଆରମ୍ଭ ହେବ । ୧୪ ତାରିଖ ଯାଏ ଆବେଦନ ହେବ!-->…
୫ବର୍ଷୀୟା ଶିଶୁକୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଛାତ୍ରୀ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଯାଇନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଏହି ମାମଲାରେ ପୁଲିସ ମାମଲା ରୁଜୁ!-->…
ନିଶାଙ୍କ ପାଇଁ ତୁମୁଳକାଣ୍ଡ, ଅଧାରୁ ବନ୍ଦ ହେଲା ଯାତ୍ରା
ରାଜ୍ୟକାହାଣୀ ( ଭୁବନେଶ୍ୱର )ନିଶାଙ୍କ ପାଇଁ ଉଡ଼ିଲା ଚେୟାର । କୋରାପୁଟ ଲକ୍ଷ୍ମୀପୁରରେ ନିଶା ମହାରଣାଙ୍କ ପାଇଁ ତୁମୁଳକାଣ୍ଡ । ନିଶାଙ୍କୁ ପ୍ରଶାସନ ଅନୁମତି ନଦେବାରୁ ଭଙ୍ଗାରୁଜା । ଖାଲି ଭଙ୍ଗାରୁଜା ନୁହେଁତ ପେଣ୍ଡାଲ ଉପରକୁ ଚେୟାର ଫିଙ୍ଗିଲେ ଦର୍ଶକ । ଉତ୍ତେଜନା ଓ ଗଣ୍ଡଗୋଳ ଯୋଗୁ ଅଧାରୁ!-->…
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର!-->…
ସମୟ ପୂର୍ବରୁ ସରିଲା ବିଧାନସଭା ଶୀତ ଅଧିବେଶନ
ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ।ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ!-->…