Browsing Category

ଆଜିର ଖବର

ଓଡିଶାକୁ ବେଶୀ ଜାପାନୀ ପର୍ଯ୍ୟଟକ ଆସୁଛନ୍ତି-ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଓଡିଶାକୁ ବେଶୀ ଜାପାନୀ ପର୍ଯ୍ୟଟକ ଆସୁଛନ୍ତି । ଓଡିଶାରେ ବଢୁଛି ବିଜେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ।୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧ କୋଟି ୧୩ ଲକ୍ଷ ୮୩ ହଜାର ୫୫୬ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି

ଆସନ୍ତା ଜାନୁଆରୀ ୨୨୦ରେ ଓଏସଏସଟିଇଟି- ୨୦୨୫ ପରୀକ୍ଷା

ଆସନ୍ତା ଜାନୁଆରୀ ୨୦ରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)OSSTET- ୨୦୨୫ । ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏଁ ଅନଲାଇନରେ ହେବ ଆବେଦନ । ୨୦୨୨୬ ଜାନୁଆରୀ ୧୦ ପରଠାରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି

ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ ।ଏଭଳି ଏକ ଅଭାବନୀୟ ଘଟିଣା ଘଟିଛି ରାଉରକେଲାର ଲାଞ୍ଜିବର୍ଣ୍ଣାରେ । ଗୁରୁତର ଅବସ୍ଥାରେ ଛାତ୍ରୀଙ୍କୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି । ୮ ୦ ପ୍ରତିଶତ ପୋଡିଯାଇଥିବା ସୂଚନା । ଘଟଣାସ୍ଥଳରେ ପହଂଚିଛନ୍ତି ସୁନ୍ଦରଗଡ଼

୪ ବର୍ଷରେ ୧୨୪ କେଜି ବ୍ରାଉନସୁଗାର ଜବତ-ଅବକାରୀ ମନ୍ତ୍ରୀ

ଓଡିଶାରେ ୪ ବର୍ଷରେ ୧୨୪ କେଜି ୯୯୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖୁଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୪ବର୍ଷରେ ମଧ୍ୟରେ ୧୪୨୬ ମାମଲା ରୁଜୁ ହଇଛି । ୧୫୨୨ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଚଳିତବର୍ଷ ନଭେମ୍ବର ସୁଦ୍ଧା ୨୯ କେଜି

ଶିକ୍ଷକମାନେ ରାସ୍ତାରେ,ସରକାର କେବେ ଶୁଣିବେ ଏହିସବୁ ଦାବି

ରାଜ୍ୟକାହାଣୀ ( ଭୁବନେଶ୍ୱର )ବିଧାନସଭା ଆସିଲେ ଅନେକ ସଂଘ ନିଜର ଦାବିକୁ ନେଇ ରାଜରାସ୍ତାରେ ଓଲ୍ହାଇଥାନ୍ତି । ତେବେ ବର୍ତ୍ତମାନ ସମୟରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ ଶୁଭୁଛି ଗାନ୍ଧୀ ମାର୍ଗରେ । ହଜାରେ ହଜାରେ ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ରାଷ୍ଟ୍ରପତି ଭବନରେ ପୁଟିନ୍‌କୁ ପରସାଗଲା ରାଜକୀୟ ଡିନର

ଦୁଇ ଦିନିଆ ଭାରତ ଗସ୍ତ ସାରି ସେ ଋଷ ଗସ୍ତ କରିଛନ୍ତି । ଶୁକ୍ରବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ପୁଟିନଙ୍କୁ ଆନୁଷ୍ଠାନିକ ଭାବରେ ସ୍ୱାଗତ କରାଯାଇଥିଲା ।ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପାଇଁ ଭବ୍ୟ ନୈଶ ଭୋଜି । ରାଷ୍ଟ୍ରପତି ଭବନରେ ତାଙ୍କୁ ସମ୍ପୂର୍ଣ୍ଣ ନିରାମିଷ ଖାଦ୍ୟ

ମୋବାଇଲ ଟାୱାରକୁ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜ୍ୟକାହାଣୀ ( ଭୁବନେଶ୍ୱର )ମାନସିକ ଚାପରେ ଥିବା ଜଣେ ଯୁବକ ମୋବାଇଲ ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ ।ସୋର ଥାନା ମୁବାରକପୁର ଗ୍ରାମର ନିତା ସାହୁ (୨୮) ପାରିବାରିକ କଳହ କାରଣରୁ ମାନସିକ ଚାପରେ ରହୁଥିଲେ। ଆଜି ସକାଳେ ମୋବାରକପୁର ଗ୍ରାମର ଶିବ ମନ୍ଦିର ନିକଟରେ ଥିବା ମୋବାଇଲ

ସୋସିଆଲ ମିଡିଆରେ ଟିକଟ ବିକ୍ରି ବ୍ଲାକ୍ ଆରମ୍ଭ । ୬ଶହ ଟଙ୍କାର ଟିକେଟ ୫ ହଜାର ଟଙ୍କାରେ ବିକ୍ରି

ବାରବାଟୀ ଭାରତ-ଦକ୍ଷିଣ ଆଫ୍ରିକା T-20 ପାଇଁ ସରିଛି ଟିକେଟ ବିକ୍ରି। ଗତଥର ତ୍ରୁଟିକୁ ସୁଧାରି ଟିକେଟ ବିକ୍ରି ବ୍ୟବସ୍ଥାକୁ ବେଶ ଶୃଙ୍ଖଳିତ କରିଥିଲା ପୋଲିସ। ତେବେ କଳାବଜାରୀ ଚିତ୍ର କିନ୍ତୁ ଜଳଜଳ ହୋଇ ସାମନାକୁ ଦିଶୁଛି। ପୂର୍ବ ମ୍ୟାଚ ଭଳି ଏଥର ବି ମହିଳାଙ୍କୁ ଦଲାଲ କାମରେ ଲଗାଇ ଦେଇଥିବା

୩୮୯୦ ଅଙ୍ଗନଓ୍ୱାଡି କେନ୍ଦ୍ର ଭଡ଼ା ଘରେ ଚାଲୁଛି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ନବମ ଦିନ । ରାଜ୍ୟରେ ମୋଟ ୭୪୨୨ଟି ଅଙ୍ଗନବାଡି କେନ୍ଦ୍ର ଅଛି । ୨୦, ୧୫୦ଟି ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ ଗୃହ ନାହିଁ । ଭଡା ଘରେ ଚାଲିଛି ୩, ୮୯୦ ଟି ଅଙ୍ଗନବାଡି କେନ୍ଦ୍ର ରହିଛି । କମ୍ୟୁନିଟି ସେଣ୍ଟରରେ ଚାଲିଛି ୧୦,

ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ,ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର ବର୍ଦ୍ଧିତ ଭିଡ଼ ଏବଂ ଅଧିକ ଚାହିଦାକୁ ଦୃଷ୍ଟିରେ ରଖି, ଭାରତୀୟ ରେଳବାଇ ତୁରନ୍ତ ପଦକ୍ଷେପ ନେଇଛି।ବିଭିନ୍ନ ରୁଟରେ ଚଳାଚଳ କରୁଥିବା