Browsing Category

ଆଜିର ଖବର

ଏଏନଏମ ପରୀକ୍ଷା ବାତିଲ। ନବୀନଙ୍କ ଉଦବେଗ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ପରୀକ୍ଷା ବାତିଲ ହେବା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି। ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର ଆଶାୟୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ଦେଇଛନ୍ତି।ପିଲାଙ୍କ ସ୍ୱପ୍ନ କେତେ ଆଉ ଭାଙ୍ଗିବ, କେତେ ଆଉ ପିଲାଙ୍କ ଭବିଷ୍ୟତ

ସାରା ରାଜ୍ୟରେ ଶୀତ ଲହରୀ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ । ଅନ୍ୟ ସ୍ଥାନରେ ବି ଅସମ୍ଭାଳ ଶୀତ ହେବ ।ମୟୂରଭଞ୍ଜ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ତାପମାତ୍ରା ୨ ଡିଗ୍ରି ସେଲସିୟସକୁ ଖସିଛି ପାରଦ । ବିଶେଷ କରି

ଝିଅ ବାହାଘର ପାଇଁ ମିଳିବ ୫୧ ହଜାର ! ଏହି ଯୋଜନା ରାଜ୍ୟର ସମସ୍ତ ଜିଲ୍ଲାରେ କାର୍ଯ୍ୟକାରୀ ହେବ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସିଲା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ମାର୍ଗଦର୍ଶିକା । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ, ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ବିବାହରେ ସହଯୋଗ ଏବଂ ପରିବାରର ଆର୍ଥିକ ବୋଝ କମାଇବା ପାଇଁ ମିଳିବ ୫୧ ହଜାର ଟଙ୍କାର ଆର୍ଥିକ ସହୟତା । ଏହି ଯୋଜନା

ରତନ ଟାଟାଙ୍କ ସାବତ ମା’ ଏବଂ ନୋଏଲ ଟାଟାଙ୍କ ମାଆ ସିମୋନ ଡୁନୋୟର ଟାଟାଙ୍କ ପରଲୋକ

ରତନ ଟାଟାଙ୍କ ସାବତ ମା’ ଏବଂ ନୋଏଲ ଟାଟାଙ୍କ ମାଆ ସିମୋନ ଡୁନୋୟର ଟାଟାଙ୍କ ପରଲୋକ ହୋଇଛି। ସେ ୯୫ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସିମୋନ ଟାଟା ସ୍ୱିଜରଲ୍ୟାଣ୍ଡର ଜେନେଭାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର

 ବାରବାଟୀ ଟି-ଟ୍ବେଣ୍ଟି ଲାଗି ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ

ବାରବାଟୀ ଟି-ଟ୍ବେଣ୍ଟି ଲାଗି ଆଜିଠୁ ଆରମ୍ଭ ହୋଇଛି ଅଫଲାଇନରେ ଟିକେଟ୍ ବିକ୍ରି । ଟିକେଟ୍‌ ଖଣ୍ଡେ ପାଇବାକୁ କ୍ରିକେଟ୍‌ ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ଘଣ୍ଟା ଘଣ୍ଟା ଲାଇନ୍‌ରେ ରହି ଟିକେଟ୍ ନେଇଛନ୍ତି ଦର୍ଶକ । ତେବେ ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ

ସିକ୍କିମର ବରଫାଚ୍ଛନ ଅଞ୍ଚଳରେ ୧୬,୭୬୦ ଫୁଟ ପର୍ବତାରୋହଣ କଲେ ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର ଛାତ୍ର

ରାଜ୍ୟକାହାଣୀ ( ଭୁବନେଶ୍ୱର )ସିକ୍କିମର ବରଫାଚ୍ଛନ କାଞ୍ଚନଜଙ୍ଘରେ ମାଉଣ୍ଟେନିକ୍ ତାଲିମ ନେଇ ଫେରିଛନ୍ତି ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ବ୍ରହ୍ମପୁର ସହରର ତିନି ଜଣ ବିଦ୍ୟାର୍ଥୀ ।ଜାତୀୟ ସମର ଶିକ୍ଷାର୍ଥୀ ବାହିନୀରେ ଅଂଶଗ୍ରହଣ କରୁଥିବା ବିଦ୍ୟାର୍ଥୀଙ୍କ ମାନଙ୍କୁ ନେଇ କିଛି ବର୍ଷ

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି! ରୁଷ ନାଗରିକଙ୍କୁ ମିଳିବ ମାଗଣା ପର୍ଯ୍ୟଟକ ଭିଜା

ରୁଷ୍‌ର ରାଷ୍ଟ୍ରପତି ଦୁଇ ଦିବସୀୟ ଭାରତ ଗସ୍ତରେ ଅଛନ୍ତି। ଆଜି ଯାତ୍ରାର ଦ୍ୱିତୀୟ ଦିନ। ତାଙ୍କର ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରାଯାଇଛି। ଏହାପରେ ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷୀୟ ରାଷ୍ଟ୍ରପତି ଦ୍ୱିପାକ୍ଷୀୟ ଆଲୋଚନା କରିଛନ୍ତି।ଏହି ଆଲୋଚନା ପରେ ଦୁଇ ଦେଶ

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ-ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟକାହାଣୀ ( ଭୁବନେଶ୍ୱର )ରାଜ୍ୟର ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । ଖୁବଶୀଘ୍ର ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ପାଠ୍ୟକ୍ରମ ବା ସିଲାବସ୍ ପରିବର୍ତ୍ତନ ହେବାକୁ ଯାଉଛି । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ

ଅଣ ସଂରକ୍ଷିତ କୀର୍ତ୍ତିରାଜି ଚିହ୍ନଟ ପ୍ରକ୍ରିୟା। ୩ ବର୍ଷରେ ସରିବ ଚିହ୍ନଟ ପ୍ରକ୍ରିୟା

ଭୁବନେଶ୍ଵର,( ରାଜ୍ୟ କାହାଣୀ)ରାଜ୍ୟରେ ଐତିହ୍ୟ କୀର୍ତ୍ତିରାଜି ଚିହ୍ନଟ ଏବଂ ଏହା ଉପରେ ଗବେଷଣା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରୁଛନ୍ତି । ଗତ ଅଗଷ୍ଟ ୨୬ ତାରିଖରେ ପର୍ଯ୍ୟଟନ, ପୂର୍ତ୍ତ ଓ ସଂସ୍କୃତି ବିଭାଗର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା।  ବୈଠକରେ ଉପ ମୁଖ୍ୟମନ୍ତ୍ରୀ