Browsing Category

ଆଜିର ଖବର

ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର…

ଘରୋଇ ଇନ୍ଧନ ଯେଗାଣରେ ଅହେତୁକ ବିଳମ୍ୱ; ଲୋକେ ହନ୍ତସନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଘରୋଇ ରନ୍ଧନ ଗ୍ୟାସ୍‌ (ଏଲ୍‌ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍‌ପି ଗ୍ୟାସ୍‌ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍‌…

ଢେଙ୍କାନାଳ ଯୋରନ୍ଦାରେ ଆଜିଠୁ ମହିମା ମେଳା

ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି l ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ମହିମା ଗାଦି । ଲକ୍ଷଲକ୍ଷ ସଂଖ୍ୟାରେ ଜନ ସମାଗମ ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ…

ଫେବ୍ରୁଆରୀ ୧୭ରୁ ବିଧାନସଭାର ବଜେଟ୍ ଅଧିବେଶନ,୨୦ରେ ଆସିବ ରାଜ୍ୟ ବଜେଟ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।…

ସ୍କୁଲରେ ଛାତ୍ରୀମାନଙ୍କ ପାଇଁ ରହିବ ସାନିଟାରି ପ୍ୟାଡ୍ ଓ ପୃଥକ ଶୌଚାଳୟର ବ୍ୟବସ୍ଥା: ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ…

ପାର୍କରେ ସ୍ଥାପିତ କୌଣସି ପ୍ରତିମୂର୍ତ୍ତିର ଅସମ୍ମାନ ସହିବେନି ସରକାର : କୃଷ୍ଣ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ…

ଉଷା ପାଢ଼ୀଙ୍କୁ ଆଶ୍ୱସ୍ତି, ନିଃସର୍ତ୍ତ କ୍ଷମା ପ୍ରାର୍ଥନା ପରେ ଅଦାଲତ ଅବମାନନା ମାମଲା ରଦ୍ଦ କଲେ ହାଇକୋର୍ଟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି ।…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ…

ଖଣ୍ଡଗିରି ମେଳାରେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦେଉଛନ୍ତି ଭଣ୍ଡ ବାବା

ଭୁବନେଶ୍ୱର (ରାଜ୍ୟକାହାଣୀ )ଧୁମଧାମରେ ଚାଲିଛି ଖଣ୍ଡଗିରି ମେଳା | କିନ୍ତୁ ଚଳିତ ବର୍ଷ ଯେଉଁମାନେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି ବୋଲି ନିୟମ କରିଥିଲେ, ସେମାନେ ଏବେ ଚୁପ୍ ବସିଛନ୍ତି । ଖଣ୍ଡଗିରି ମେଳାରେ ଲାଗିଛି ବାବାଙ୍କ ଦରବାର ଆଉ ଭୁବନେଶ୍ୱର ସହ କଟକ, ପୁରୀ, ନୟାଗଡ଼, ଯାଜପୁର,…