Browsing Category

ଆଜିର ଖବର

କିରୋସିନ ଢାଳି ହୋଇ ନିଜକୁ ଜାଳିଦେଲେ ଯୁବତୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବ୍ରହ୍ମପୁରରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା ଖବର ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ମୃତ ଯୁବତୀ ଜଣକ ବଡବଜାର ଥାନା ଅନ୍ତର୍ଗତ ଶାନ୍ତିନଗର ଅଞ୍ଚଳର ରାଜେଶ୍ୱରୀ ବୋଲି ଜଣାପଡ଼ିଛି

ଜୋର୍ଡାନ-ବାହାରିନ-କୁଏତରେ ଇରାନର ଡ୍ରୋନ୍ ଆଟାକ୍

ଆମେରିକା ଏବଂ ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି । କେହି କାହାରିକୁ ଛାଡିବାକୁ ନାରାଜ୍ । ପରସ୍ପର ଉପରେ ଆକ୍ରମଣ କରୁଛନ୍ତି । ମିସାଇଲ ଏବଂ ବୋମା ବର୍ଷା କରୁଛନ୍ତି । ଆମେରିକା ଲଗାତାର ଚାରି ଦିନ ହେଲା ଇରାନର ଅନେକ ସାମରିକ ଘାଟିକୁ ଟାର୍ଗେଟ୍ କରୁଛି । ଇରାନ ମଧ୍ୟ ଏହାର ପାଲଟା

ଶ୍ରୀକ୍ଷେତ୍ରରେ ଆଜି ମହାପ୍ରଭୁଙ୍କ ଉଭାଯାତ୍ରା, ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ଵର: ରାଜ୍ୟ କାହାଣୀ,ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା । ଗୁରୁବାର ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଆଜି ରଥଖଳାକୁ ଆଜ୍ଞାମାଳ ବିଜେ କରିବ। ରଥଯାତ୍ରା ପ୍ରସ୍ତୁତି ଏବଂ ନୀତି

ସୃଷ୍ଟି ହେଲା ଲଘୁଚାପ: ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ଆଗାମୀ କିଛି ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି

୭ ବର୍ଷ ପରେ ପରଦାକୁ କମବ୍ୟାକ୍ କରୁଛନ୍ତି ସୁପର ଷ୍ଟାର ଗୋବିନ୍ଦା

ବଲିଉଡର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣି ଥରେ ବଡ଼ ପରଦାରେ ନିଜର ଯାଦୁ ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି । ଏକ ପ୍ରେସ୍‌ କନଫରେନ୍ସରେ ସେ ତାଙ୍କର ଆଗାମୀ ଦୁଇଟି ଫିଲ୍ମ ‘ରୂପା’ ଏବଂ ‘ଦୁନିଆଦାରୀ’ ବିଷୟରେ ଘୋଷଣା କରିବା ସହ ନିଜ କ୍ୟାରିୟରର ସଂଘର୍ଷ ବିଷୟରେ କହିଛନ୍ତି । ତେବେ ଏହି

୧୫ ଜୁଲାଇରୁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ର ଆବେଦନ ତାରିଖ ଘୋଷଣା। ଏଥିପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହୋଇ ୧୪ ଅଗଷ୍ଟ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ଆଜି (ମଙ୍ଗଳବାର) ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀରେ

ଓଡ଼ିଶା ସ୍ୱାଭିମାନ ମଞ୍ଚର ଦୁଇ ଛାୟା ମନ୍ତ୍ରୀଙ୍କ ଶପଥ

ଭୁବନେଶ୍ବର( ରାଜ୍ୟ କାହାଣୀ)ଭୁବନେଶ୍ଵର ଠାରେ ଓଡିଶା ସ୍ୱାଭିମାନ ମଞ୍ଚ ପକ୍ଷରୁ ଦୁଇ ଜଣ ଛାୟା ମନ୍ତ୍ରୀଙ୍କୁ ନିଯୁକ୍ତ କରାଯାଇଛି। ମଞ୍ଚ ପକ୍ଷରୁ ଆୟୋଜିତ ଶପଥ ଗ୍ରହଣ ଓ ସଂକଳ୍ପ ପାଠ ଉତ୍ସବରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ ଓ ବରିଷ୍ଠ ସାମ୍ବାଦିକ ରବିଦାସଙ୍କ ସମେତ ଅନେକ

ରଥଯାତ୍ରା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଜାରି !ରଥଯାତ୍ରାରେ କେଉଁଠି କରିବେ ପାର୍କିଂ ?

ଭୁବନେଶ୍ୱର ( ରାଜ୍ୟ କାହାଣୀ )ବଡ଼ଦାଣ୍ଡରେ ଲାଗିଲାଣି ଗହଳି ଚହଳି । ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ୁଥିବା ବେଳେ ପୁରୀ ଜିଲ୍ଲା ପ୍ରଶାସନ ରଥଯାତ୍ରା ପାଇଁ ଟ୍ରାଫିକ୍ ପରାମର୍ଶ ଜାରି କରିଛି ।। ମୋଟ୍ ୩୦ଟି ସ୍ଥାନରେ କରାଯାଇଛି ପାର୍କିଂ ବ୍ୟବସ୍ଥା। ୪ ଚକିଆ ଯାନ ପାଇଁ ମୋଟ ୨୨

ପହଲଗାମ ଆତଙ୍କୀ ଆକ୍ରମଣ ମାମଲା: ହାଫିଜ୍ ସଇଦ ବିରୋଧରେ ଜାମିନବିହୀନ ୱାରେଣ୍ଟ ଜାରି

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ବଡ଼ ପଦକ୍ଷେପ ନେଇଛି ଜାତୀୟ ତଦନ୍ତ ସଂସ୍ଥା (NIA)। ଜମ୍ମୁସ୍ଥିତ ସ୍ୱତନ୍ତ୍ର NIA କୋର୍ଟ ପାକିସ୍ତାନ ଭିତ୍ତିକ ଲସ୍କର-ଏ-ତୈବାର ମୁଖ୍ୟ ହାଫିଜ୍ ସଇଦଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା (NBW) ଜାରି କରିଛନ୍ତି। ଏନଆଇଏ ପକ୍ଷରୁ ସପ୍ଲିମେଣ୍ଟାରୀ

CBSE ବୋର୍ଡର ବଡ଼ ନିଷ୍ପତ୍ତି, ଦଶମ ପାସ୍ ସାର୍ଟିଫିକେଟ୍ ପାଇଁ ତୃତୀୟ ଭାଷାରେ ପାସ୍ ହେବା ବାଧ୍ୟତାମୂଳକ

ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ତୃତୀୟ ଭାଷା ସମ୍ପର୍କରେ ନୂଆ ନିୟମ ଜାରି କରିଛି । ୨୦୨୭-୨୮ ଶିକ୍ଷାବର୍ଷରୁ ଦଶମ ପାସ୍ ସାର୍ଟିଫିକେଟ୍ ପାଇବା ପାଇଁ ତୃତୀୟ ଭାଷାର ସ୍କୁଲ୍-ଆଧାରିତ ଆଭ୍ୟନ୍ତରୀଣ ମୂଲ୍ୟାଙ୍କନରେ ପାସ୍ କରିବା ବାଧ୍ୟତାମୂଳକ ହେବ । ବୋର୍ଡ ପକ୍ଷରୁ ଜାରି ସର୍କୁଲାର