Browsing Category
ଆଜିର ଖବର
ଆଗକୁ ଭୟଙ୍କର ତେଲ ସଙ୍କଟ ! ଅଶୋଧିତ ତେଲ ଦର ୭୯ ଡଲାର ପାର୍
ବିଶ୍ୱରେ ବଢ଼ୁଥିବା ଯୁଦ୍ଧ ଆଶଙ୍କାର ପ୍ରଭାବ ଏବେ ଅନ୍ତର୍ଜାତୀୟ ବଜାର ଉପରେ ପଡ଼ିଛି । ଅଶୋଧିତ ତେଲ ମୂଲ୍ୟରେ ହଠାତ୍ ବୃଦ୍ଧି ଦେଖାଦେଇଛି । ରିପୋର୍ଟ ଅନୁସାରେ, ଅଶୋଧିତ ତେଲ ଦରରେ ପ୍ରାୟ ୪ ପ୍ରତିଶତ ବୃଦ୍ଧି ଘଟିଛି । ଇରାନ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଆମେରିକା । ଏହାର ଜବାବରେ ଇରାନ!-->…
ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର
ଭୁବନେଶ୍ୱର ( ରାଜ୍ୟ କାହାଣୀ )ଭଞ୍ଜନଗର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଏଭଳି ଅଭିଯୋଗ ଆସିଛି । ସୂଚନା ଅନୁସାରେ,ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ!-->…
ଲଘୁଚାପ ପ୍ରଭାବରେ ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ଆକଳନ
ଭୁବନେଶ୍ୱର ( ରାଜ୍ୟ କାହାଣୀ )ବର୍ଷାରେ ଭିଜିବ ରଥଯାତ୍ରା । ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ!-->…
ମେଡିକାଲରେ ମିଳୁଛି ପୋକରା ଔଷଧ
ଭୁବନେଶ୍ୱର ( ରାଜ୍ୟ କାହାଣୀ )ମେଡିକାଲରେ ମିଳୁଛି ପୋକରା ଔଷଧ । ଜଣେ ନାବାଳକକୁ ଦିଆଯାଇଥିବା ଆଣ୍ଟିଵାୟୋଟିକ ଔଷଧରୁ ବାହାରିଲା ପୋକ । ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଂଜ ଉଦଳା ଥାନା ବେଗୁନିଆଡିହା ଅଂଚଳରୁ ।। ସୂଚନା ଅନୁସାରେ, ଜଣେ ନାବାଳକ ଜ୍ୱର ଓ ଥଣ୍ଡାରେ ଅସୁସ୍ଥ ହେବା ପରେ ଉଦଳା!-->…
ଭିଜିଲାନ୍ସ ଜାଲରେ ଆଇଟିଡିଏର ପୂର୍ବତନ AE
ଭୁବନେଶ୍ଵର( ରାଜ୍ୟ କାହାଣୀ )ଭୁବନେଶ୍ୱର ଆଇଟିଡିଏ ସହକାରୀ ନିର୍ଦ୍ଦେଶକ ସଞ୍ଜୟ କିସପଟ୍ଟାଙ୍କ ଘରେ ସୋମବାର ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲାରେ ଭୁବନେଶ୍ୱର ସମେତ କୋରାପୁଟ ଓ ରାଉରକେଲାରେ ଭିଜିଲାନ୍ସ ଟିମ୍ ପହଞ୍ଚି ଛାନଭିନ୍!-->…
ସମୁଦ୍ରରେ ମୃତ୍ୟୁର ତାଣ୍ଡବ, ବୁଡ଼ିଗଲା କାଳୀ ବୋଟ୍’, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର
ସମୁଦ୍ରରେ ମୃତ୍ୟୁର ତାଣ୍ଡବ । ବୁଡ଼ିଗଲା ମାଆ କାଳୀ’ ଟ୍ରଲର। ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ଏବେ ବି ୬ ନିଖୋଜ ।ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ ଟ୍ରଲର ରବିବାର!-->…
ଭିଏତନାମରେ ସ୍ପିଡ୍ବୋଟ ବୁଡ଼ିଯିବାରୁ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ
ଶନିବାର ଭିଏତନାମର ଫୁ କ୍ୱିକ୍ ଦ୍ୱୀପ ନିକଟରେ ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ସ୍ପୀଡ୍ବୋଟ୍ ଦୁ୍ର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ଘଟିଥିବା ନେଇ ନିଶ୍ଚିତ କରିଛି ରାଜଧାନୀ ହାନୋଇ ସ୍ଥିତ ଭାରତୀୟ ଦୂତାବାସ। ଭିଏତନାମରେ ଥିବା ଭାରତୀୟ ଦୂତାବାସ କହିଛି ଯେ, ଏହା ସ୍ଥାନୀୟ!-->…
କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର ( ରାଜ୍ୟ କାହାଣୀ )ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (SOP) ଜାରି କରାଯିବ ବୋଲି ଉଚ୍ଚଶିକ୍ଷା!-->…
ରଥଯାତ୍ରା ପୂର୍ବରୁ ହୋଟେଲ ବୁକିଂ ଠକେଇକୁ ନେଇ ୨୩୮ଟି ନକଲି ୱେବସାଇଟ୍ ବ୍ଲକ୍
ପବିତ୍ର ରଥଯାତ୍ରାକୁ ନେଇ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସମାଗମ ହେଉଥିବାବେଳେ ସକ୍ରିୟ ହୋଇପଡ଼ିଛନ୍ତି ସାଇବର ଅପରାଧୀ। ବିଶେଷକରି ହୋଟେଲ ବୁକିଂ ନାଁରେ ଅନଲାଇନ୍ ଠକେଇ ଘଟଣା ବଢ଼ୁଥିବାରୁ ପୁରୀ ପୋଲିସ ଏବଂ ଓଡ଼ିଶା କ୍ରାଇମବ୍ରାଞ୍ଚ ପକ୍ଷରୁ ବ୍ୟାପକ!-->…
ଓଡ଼ିଶାରେ ସ୍ଵଳ୍ପ-କାର୍ବନ ନିର୍ମାଣ ପାଇଁ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ’ ପ୍ରତିଷ୍ଠା ନିମନ୍ତେ ବୁଝାମଣା…
ଭୁବନେଶ୍ୱର, ରାଜ୍ୟ କାହାଣୀ: ସ୍ଥାୟୀ ସହରୀକରଣ ଏବଂ ଜଳବାୟୁ-ସହନଶୀଳ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଆଜି ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ ଅନ୍ ଲୋ କାର୍ବନ କନ୍ସଟ୍ରକ୍ସନ!-->…