Browsing Category

ଆଜିର ଖବର

ମେଡିସିନ୍ ଦୋକାନରେ ସହଜରେ ମିଳିବନି କଫ୍ ସିରପ୍ !

ନିଶା ମାଫିଆଙ୍କ ଉପରେ କେନ୍ଦ୍ର ସରକାରଙ୍କ ସର୍ଜିକାଲ୍ ଷ୍ଟ୍ରାଇକ୍। ଏଣିକି ମେଡିସିନ୍ ଦୋକାନରେ ସହଜରେ ମିଳିବନି କଫ୍ ସିରପ୍ କିମ୍ବା ଟନିକ୍। ସିରପକୁ ନିଶା ଭାବେ ବ୍ୟବହାର କରିବା ଉପରେ ରୋକ୍ ଲଗାଇବାକୁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ।୧୯୪୫ ନିୟମରେ ସଂଶୋଧନ ଦ୍ୱାରା ୩୦ ମିଲିରୁ ଅଧିକ ଏବଂ

ଏପ୍ରିଲ, ମେ’ରେ ପଞ୍ଚାୟତ ନିର୍ବାଚନ:ସନ୍ତୋଷ ଦାସ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଏଥର ସାମାନ୍ୟ ବିଳମ୍ବ ହେବ ପଂଚାୟତ ନିର୍ବାଚନ। ଏପ୍ରିଲ ମେ’ରେ ପଂଚାୟତ ନିର୍ବାଚନ ।ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ ଦାସ। ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ ବୋଲି ସେ କହିଛନ୍ତି। ପଞ୍ଚାୟତ, ପୌର

ଝାରପଡ଼ା ଜେଲରେ ଆଉ ଜଣେ HIV ପଜେଟିଭ୍ ଚିହ୍ନଟ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଜେଲ ଭିତରେ ଟେନସନ ବଢ଼ାଇଛନ୍ତି HIV ସଂକ୍ରମିତ। ଭୁବନେଶ୍ବର ଝାରପଡ଼ା ଜେଲରେ ପୁଣି ଜଣେ କଏଦୀ ଏଚଆଇଭି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହ ଜେଲରେ ଏଚଆଇଭି ସଂକ୍ରମିତ କଏଦୀଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ଗତକାଲି ଏକ ଚୋରି ମାମଲାରେ ଖଣ୍ଡଗିରି ଥାନା ପୋଲିସ

କରୋନାରେ ପୁଣି ଚାଲିଗଲା ୨ ଜୀବନ, ୪ ସଂକ୍ରମିତ ଚିହ୍ନଟ

ଦେଶକୁ ପୁଣି କରୋନା ଭୟ । ଆନ୍ଧ୍ରପ୍ରଦେଶର କଡପ୍ପାରେ ବୁଧବାର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ଘଟିଛି । ତାଙ୍କୁ ଗତମାସରେ ଭେଲ୍ଲୋରର ସିଏମ୍ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ କୋଭିଡ୍ ଟେଷ୍ଟ ପଜିଟିଭ ଆସିଥିଲା । ୪ ଦିନ ଚିକିତ୍ସା ପରେ ତାଙ୍କର ମୃତ୍ୟୁ

ରାଜସ୍ଥାନରେ ଅଦିନିଆ ରଥଯାତ୍ରା ବନ୍ଦ , ସିକର ଜିଲ୍ଲାପାଳଙ୍କ ଚିଠି ପରେ ଆକ୍ସନ୍

ରାଜସ୍ଥାନରେ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ନେଇ ଉଠିଥିବା ବିବାଦରେ ଆସିଛି ନୂଆ ମୋଡ଼ । ପ୍ରଶାସନର ହସ୍ତକ୍ଷେପ ପରେ ବନ୍ଦ ହୋଇଛି ରଥଯାତ୍ରା । ଆଜି ଆୟୋଜିତ ହେବାକୁ ଥିବା ଏହି ରଥଯାତ୍ରାକୁ ସିକର ଜିଲ୍ଲା ପ୍ରଶାସନ ପକ୍ଷରୁ ରୋକାଯାଇଥିବା ଜଣାପଡ଼ିଛି । ଗତକାଲି ଅଦିନ ରଥଯାତ୍ରା ବନ୍ଦ

ଏଫଏମ ବିଶ୍ବବିଦ୍ୟାଳୟରେ ନର୍ସିଂ ଛାତ୍ରଛାତ୍ରୀଙ୍କ ଧାରଣା, ବୁଝାଇବାକୁ ଆସି ଚେତାଶୂନ୍ୟ ହେଲେ କୁଳପତି

ଭୁବନେଶ୍ୱର ( ରାଜ୍ୟ କାହାଣୀ )ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବିଳମ୍ବିତ ରାତିରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି । ପରୀକ୍ଷା ବିଳମ୍ବକୁ ନେଇ ଆନ୍ଦୋଳନ କରୁଥିବା ଘରୋଇ ନର୍ସିଂ କଲେଜର ଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ମାଡ଼ ଅଭିଯୋଗ ହୋଇଛି । ଉତ୍ତେଜନା ଭିତରେ

ଆଜି ଅଣସରର ଏକାଦଶ ଦିନରେ ଚକାବିଜେ କରିବେ ମହାପ୍ରଭୁ

ଭୁବନେଶ୍ଵର(ରାଜ୍ୟ କାହାଣୀ) ଆଜି ଅଣସରର ଏକାଦଶ ଦିନ, ଦଶମୀ ତିଥି । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଛି । ଆଜି  ଶ୍ରୀମନ୍ଦିରର ଅନବସର ଗୃହରେ ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଚକା ଉପରେ

୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା 

ଭୁବନେଶ୍ଵର(ରାଜ୍ୟ କାହାଣୀ )୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୭ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ଅଧିକ

ପୁରୀକୁ ନୋ ଫ୍ଲାଇଙ୍ଗ ଜୋନ ଘୋଷଣା

ପୁରୀକୁ ନୋ ଫ୍ଲାଇଙ୍ଗ ଜୋନ ଘୋଷଣା । ୫ କିମି ପରିଧି ଅଞ୍ଚଳକୁ ନୋ ଫ୍ଲାଇଙ୍ଗ ଜୋନ ଘୋଷଣା କରାଯାଇଛି । ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନ୍ ମ୍ୟାନଡ ଏୟାରକ୍ରାଫ୍ଟ ସିଷ୍ଟମ ଓ ଡ୍ରୋନ ଉଡାଣ ପାଇଁ ପ୍ରତିବନ୍ଧକ ଲଗାଯାଇଛି । କଟକଣା ଜୁଲାଇ ୧୬ରୁ ୨୭

ଭାରତରେ ମିଳିବ Awiqli !ଏଣିକି ପ୍ରତିଦିନ ନୁହେଁ, ସପ୍ତାହକୁ ଥରେ ନେବେ ଇନସୁଲିନ୍

ମଧୁମେହ ରୋଗୀଙ୍କ ଚିନ୍ତାକୁ ଦୂର କରିବା ପାଇଁ ଭାରତରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଭାରତରେ ସପ୍ତାହକୁ ଥରେ କ୍ଲିନିକାଲ୍ ବ୍ୟବହାର ପାଇଁ ଅନୁମୋଦିତ ବାସାଲ୍ ଇନସୁଲିନ୍, ଆୱିକ୍ଲି (Awiqli) ପ୍ରଚଳନ ହୋଇଛି । ଏପରି କରିବାରେ ଭାରତ ଦୁନିଆର ପ୍ରଥମ ଦେଶ ପାଲଟିଛି । ଡେନମାର୍କର ଔଷଧ