Browsing Category

ଆଜିର ଖବର

ଭେଜେନୁଏଲା ଭୂମିକମ୍ପ ପ୍ରଭାବିତ ଅଞ୍ଚଳରେ ପାଣ୍ଡିଆନ

ଭୁବନେଶ୍ୱର , ରାଜ୍ୟ କାହାଣୀ: ବିଜେଡି ସକ୍ରିୟ ରାଜନୀତିରୁ ଦୂରେଇ ରହିଥିବା ପାଣ୍ଡିଆନଙ୍କୁ ଏବେ ଭେଜେନୁଏଲା ଭୂମିକମ୍ପ ପ୍ରଭାବିତ ଅଞ୍ଚଳରେ ଦେଖିବାକୁ ମିଳିଛି । ଭୟଙ୍କର ଭାବରେ କ୍ଷତିଗ୍ରସ୍ତ ଲୋକଙ୍କ ପାଖରେ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଟିମ୍ ଙ୍କୁ ଭେଟିଥିଲେ । ଦେଶର

ସମ୍ ହସ୍ପିଟାଲରେ ଏକ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତରମାନେ ମାତ୍ର ୨୪ ସପ୍ତାହରେ ଜନ୍ମ ହୋଇଥିବା ଗୋଟିଏ ଅସୁସ୍ଥ ଏବଂ ଅପରିପକ୍ୱ ଶିଶୁର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ।ଅନ୍ୟ ଏକ

ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା।ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ…

ପୁରୀ, ରାଜ୍ୟ କାହାଣୀ: ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏବଂ ଏଥିପାଇଁ ପୁରୀକୁ ଆସିବାକୁ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଏକ ବ୍ୟାପକ ସମୀକ୍ଷା କରିବା ସହ ସହରରେ

ଆସନ୍ତା ୯ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଆସନ୍ତା ୯ରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ । ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ । ଲଗାଣ ବର୍ଷା ଫଳରେ ବନ୍ୟା ସ୍ଥିତି ଉପୁଜିଛି । ଯାହାକୁ ଧ୍ୟାନରେ ରଖି ହୀରାକୁଦା

ଶ୍ରୀବିଗ୍ରହଙ୍କ ଚାଲିଛି ଓଷ ଲାଗି ନୀତି

ଦଇତାପତିଙ୍କ ସେବାରେ ଜ୍ବରରୁ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ଦାରୁବ୍ରହ୍ମ । ଫୁଲୁରୀ ତେଲ ଲାଗି ପରେ ଶ୍ରୀମନ୍ଦିର ଅଣସର ପିଣ୍ଡିରେ ଶ୍ରୀବିଗ୍ରହଙ୍କୁ ଓଷ ଲାଗି ଆରମ୍ଭ ହୋଇଛି । ରାଶି ତେଲ ସହ ଝୁଣା ଗୁଣ୍ଡର ମିଶ୍ରଣ ହେଉଛି ଓଷ । ଶୁଦ୍ଧସୁଆରଙ୍କ ଦ୍ଵାରା ପ୍ରସ୍ତୁତ ହୋଇଥାଏ ଓଷ । ଏହି ଓଷ ନୀତି

ରାଜ୍ୟରେ ଛୋଟ ବନ୍ୟା ଆଶଙ୍କା: ସର୍ବୋଚ୍ଚ ଯନ୍ତ୍ରୀ

ରାଜ୍ୟରେ ବର୍ଷା କମିଥିଲେ ମଧ୍ୟ ଟଳିନି ବନ୍ୟା ଆଶଙ୍କା । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି । ଏନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ। ସେ କହିଛନ୍ତି ଯେ ବୈତରଣୀ ଜଳସ୍ତର ବଢ଼ୁଥିବାରୁ ଛୋଟ ବନ୍ୟା ଆଶଙ୍କା ରହିଛି।

ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ

୧୫ରୁ ୧୯ ଜୁଲାଇ ମଧ୍ୟରେ ପୁଣି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଲଘୁଚାପ ପ୍ରଭାବରେ ୩ଦିନ ହେଲା ସାରା ରାଜ୍ୟରେ ଲଗାଣ ବର୍ଷା ହେଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥ‌ିବା ସଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରୂପ ନେଇଛି ।

ରଥଯାତ୍ରାରେ କର୍ଡନ୍ ପାସ୍ ଉପରେ କଡ଼ା କଟକଣା , ମନଇଚ୍ଛା ବଣ୍ଟନ ହେବନି

ଭୁବନେଶ୍ୱର ( ରାଜ୍ୟ କାହାଣୀ )ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ୨୦୨୬ ପାଇଁ ଶେଷ ସମନ୍ୱୟ କମିଟି ବୈଠକ ଶେଷ। ଆଉ ୯ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପୁଲିସ ତରଫରୁ ବ୍ୟବସ୍ଥାର

ବ୍ୟୁଟି ମହାନ୍ତି ମୃତ୍ୟୁ ମାମଲାରେ ନୂଆ ମୋଡ଼ , ପୁଲିସ ସ୍କାନରରେ ଜଣେ ପୁଲିସ କର୍ମଚାରୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ )ଚାଉଳିଆଗଞ୍ଜ ଥାନାର ଆଇଆଇସି ବ୍ୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦିନକୁ ଦିନ ଅଧିକ ଜୋରଦାର ହେଉଛି । ଏହି ମାମଲାରେ ଜଣେ ପୁଲିସ କର୍ମଚାରୀ ଏବେ ତଦନ୍ତ ପରିସରକୁ ଆସିଥିବା ସୂଚନା ମିଳିଛି । ସଂପୃକ୍ତ କର୍ମଚାରୀଙ୍କ ବ୍ୟବହୃତ ଦୁଇଟି ମୋବାଇଲ ଫୋନ ଜବତ