Browsing Category

ଆଜିର ଖବର

ପାଇରେସି ଅଭିଯୋଗରେ ’ଟେଲିଗ୍ରାମ’ କୁ କେନ୍ଦ୍ର ସରକାରଙ୍କ ନୋଟିସ

ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମରେ ସିନେମା ଏବଂ OTT ପ୍ଲାଟଫର୍ମରୁ ପାଇରେଟେଡ୍ ବିଷୟବସ୍ତୁ ପ୍ରସାରଣକୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ଏକ ନୋଟିସ ଜାରି କରି ଏହାକୁ ଏହାର ପ୍ଲାଟଫର୍ମରୁ

ଓଡ଼ିଶାରେ ସରକାରୀ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରମାନଙ୍କର ଦୀର୍ଘଦିନର ଦାବିଗୁଡ଼ିକର ସମାଧାନ ପାଇଁ ସରକାର ଏକ ‘ସଚିବ ସ୍ତରୀୟ କମିଟି’ ଗଠନ କରିବେ ବୋଲି ଆଶ୍ୱାସନା

ଏ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡରେ ଆଦୌ ମିଳିବନି ରନ୍ଧା ଖାଦ୍ୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଚଳିତ ରଥଯାତ୍ରାରେ ବଡଦାଣ୍ଡରେ ଆଦୌ ରନ୍ଧା ଖାଦ୍ୟ ଦିଆଯିବ ନାହିଁ। ଶୁଖିଲା ଖାଦ୍ୟ

ଭିତରକନିକାରେ କୁମ୍ଭୀର ପ୍ରଜନନ ପ୍ରକ୍ରିୟା ଆରମ୍ଭ! ବସା ଚିହ୍ନଟ କରୁଛନ୍ତି ବନ କର୍ମଚାରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭିତରକନିକା ଜାତୀୟ ଉଦ୍ୟାନର ନଦୀ, ନାଳ ମାନଙ୍କରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ବସା ଚିହ୍ନଟ ପକ୍ରିୟା ଜାରି ରହିଛି । ପ୍ରତିବର୍ଷ ମଇ ୧ ତାରିଖ ଠାରୁ ଜୁଲାଇ ୩୧ ତାରିଖ ଯାଏଁ ଦୀର୍ଘ ୩ମାସ ଧରି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପକ୍ରିୟା ଜାରି

ଲସ୍କର ଏବଂ ଜୈଶର ୨୩ ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷିତ କଲା ଭାରତ

ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ଗେଜେଟ ବିଜ୍ଞପ୍ତିରେ ସେମାନଙ୍କ ନାମ UAPA ର ଚତୁର୍ଥ ସୂଚୀରେ

ଚତୁର୍ଥ ଦିନରେ ଡାକ୍ତର ଆନ୍ଦୋଳନ: SCBରେ ବଢୁଛି ଭିଡ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଥାଣେ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଉପରେ ଲଗାତାର ଡାକ୍ତରଙ୍କ ଦଳ ନଜର ରଖିଛନ୍ତି ।ଅତ୍ୟଧିକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଏବଂ ବଢୁଥିବା କାର୍ଯ୍ୟ ଚାପର

କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ତେବେ ପୋଲିସ ପକ୍ଷରୁ ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ

ରାମ ମନ୍ଦିର ପରେ କେଦାରନାଥ, ବଦ୍ରୀନାଥରେ ଦାନ ଅର୍ଥ ହେରଫେର

ରାମ ମନ୍ଦିରରେ ଦାନଅର୍ଥ ଚୋରି ମାମଲା ପରେ ଶ୍ରୀ ବଦ୍ରିନାଥ ଏବଂ କେଦାରନାଥ ମନ୍ଦିର ସମିତି ନିଜ ଅଧିନରେ ଥିବା ସମସ୍ତ ମନ୍ଦିରକୁ ହେଉଥିବା ଦାନ, ଅର୍ପଣ ଏବଂ ରାଜସ୍ବ ସମ୍ବନ୍ଧୀ ସମସ୍ତ ପ୍ରବନ୍ଧନ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ନିର୍ଦ୍ଦେଶରେ ଦାନ, ଅର୍ପଣ ହେଉଥିବା ଜିନିଷର

୮ ତାରିଖ ଯାଏ ପ୍ରବଳ ବର୍ଷିବ, ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୀଷଣ ବର୍ଷା ଆଶଙ୍କାରେ ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।