Browsing Category

ଆଜିର ଖବର

ବିଳମ୍ବିତ ରାତିରେ ଫିଟିଲା ଶ୍ରୀଅଙ୍ଗ, ଆଜି ଫୁଲୁରୀ ତେଲ ଲାଗି

ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଆଜି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ନିକଟରେ ଲାଗି ହେବ ଫୁଲୁରୀ ତେଲ। ଏନେଇ ବଡଓଡିଆ ମଠ ପକ୍ଷରୁ ଚାଲିଛି

ମଧୁବାବୁ ପେନସନ ଟଙ୍କା ଲୁଟ୍, ଭିଜିଲାନ୍ସ ଜାଲରେ ୨ ପୂର୍ବତନ ପେୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୁରୀ ଜିଲ୍ଲାରେ ମଧୁ ବାବୁ ପେନସନ ଟଙ୍କା ଲୁଟ୍ ଘଟଣାରେ ୨ ପୂର୍ବତନ PEOଙ୍କୁ ଗିରଫ କଲା ଭିଜିଲାନ୍ସ । ଜମରସୁଆଁ ପଞ୍ଚାୟତ ପୂର୍ବତନ PEO ସୁଲମଣି ଜାନି ଓ ସାହୁପଡ଼ା ପଞ୍ଚାୟତ ପୂର୍ବତନ PEO ଟୁନା ପ୍ରଧାନ ଗିରଫ । ଉଭୟଙ୍କ ନାଁରେ ୩୦ ଲକ୍ଷ ୭୮ହଜାର ପେନସନ

ଓଡ଼ିଶାରେ ଭୋଟର ତାଲିକା SIR ପାଇଁ ୧୦ IAS ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision-SIR) ପ୍ରକ୍ରିୟାକୁ ସ୍ୱଚ୍ଛ, ସୁଚାରୁ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ ଓଡ଼ିଶାର ୧୦ ଜଣ ବରିଷ୍ଠ IAS ଅଧିକାରୀଙ୍କୁ 'ଭୋଟର ତାଲିକା

ଖୋଲିଲା SCERT ଏବଂ ଓସେପା ୱେବସାଇଟ୍, ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ସଂଶୋଧିତ ପାଠ୍ୟପୁସ୍ତକ ଉପଲବ୍ଧ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖୋଲିଲା SCERT ଏବଂ ଓସେପା ୱେବସାଇଟ୍ । ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ସଂଶୋଧିତ ପାଠ୍ୟପୁସ୍ତକ ଗୁଡିକୁ ଏହି ୱେବସାଇଟରେ ଦିଆଯାଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ

ଘରୋଇ ସ୍କୁଲ୍ ଖୋଲିବା ପାଇଁ ଏଣିକି ବାଧ୍ୟତାମୂଳକ ନୁହେଁ ଏସେନ୍ସିଆଲିଟି ସାର୍ଟିଫିକେଟ

ରାଜ୍ୟରେ ଘରୋଇ ବିଦ୍ୟାଳୟ ସ୍ଥାପନ ପ୍ରକ୍ରିୟାକୁ ଅଧିକ ସରଳ, ସ୍ୱଚ୍ଛ ଓ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ଗଣଶିକ୍ଷା ବିଭାଗ ସଂଶୋଧିତ ନିର୍ଦ୍ଦେଶାବଳୀ ଜାରି କରିଛି। ଓଡ଼ିଶା ଶିକ୍ଷା ଆଇନ ଓ ଶିଶୁଙ୍କ ନିଶୁଳ୍କ ଏବଂ ବାଧ୍ୟତାମୂଳକ ଶିକ୍ଷା ଅଧିକାର (RTE) ଆଇନ ସମେତ ବିଭିନ୍ନ ଶିକ୍ଷା

ରଥ ଉପରକୁ ମୋବାଇଲ ମନା, ଛଦ୍ମବେଶୀଙ୍କ ବିରୁଦ୍ଧରେ ନିଆଯିବ ଦୃଢ଼ କାର୍ଯ୍ୟନୁଷ୍ଠାନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରଥ ଉପରେ ଅନଧିକୃତ ଓ ଛଦ୍ମବେଶୀଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ରଥ ଉପରକୁ ନେଇପାରିବେନି ମୋବାଇଲ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ

ଝାରପଡ଼ା ପରେ ଚୌଦ୍ୱାର ଜେଲ୍‌ରେ ବ୍ୟାପିଲା HIV, ୫ କଏଦୀ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଜେଲ ଭିତରେ ଟେନସନ ବଢ଼ାଇଛନ୍ତି HIV ସଂକ୍ରମିତ। ଭୁବନେଶ୍ବର ଝାରପଡ଼ା ଜେଲ ପରେ ଏବେ ଚୌଦ୍ୱାର ମଣ୍ଡଳ କାରାଗାରରେ ୫ ଜଣ କଏଦୀ ଏଚଆଇଭି ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ୩୦୦ ଥର

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା ଦୌରା ଜଜ୍‌ଙ୍କ ପକ୍ଷରୁ ଉଭୟଙ୍କୁ ନୋଟିସ୍‌ ଜାରି ହୋଇଛି। ୧୫ ତାରିଖ ସୁଦ୍ଧା ଜବାବ

 ସୋନମଙ୍କ ଜାମିନ ଉପରେ ସ୍ଥଗିତାଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ବସ୍ତି । ସୁପ୍ରିମକୋର୍ଟ ସ୍ୱାମୀ ରାଜା ରଘୁବଂଶୀଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସୋନମ ରଘୁବଂଶୀଙ୍କୁ ଦିଆଯାଇଥିବା ଜାମିନ ଉପରେ ସ୍ଥଗିତାଦେଶ ଦେବାକୁ ମନା କରିଦେଇଛନ୍ତି । ନିମ୍ନ ଅଦାଲତ ଏବଂ ମେଘାଳୟ ହାଇକୋର୍ଟ ପରେ ସୁପ୍ରିମକୋର୍ଟରୁ

ବର୍ଷା ପାଇଁ ଆଲର୍ଟରେ ଅଗ୍ନିଶମ ବାହିନୀ । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସହ ବ୍ୟାପକ ସରଞ୍ଜାମ ମୁତୟନ

ବର୍ଷା ପାଇଁ ଆଲର୍ଟରେ ଅଗ୍ନିଶମ ବାହିନୀ । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସହ ବ୍ୟାପକ ସରଞ୍ଜାମ ମୁତୟନ ।ତିନୋଟି ରେଞ୍ଜ୍‌ରେ ଉଦ୍ଧାରକାରୀ ଦଳ ନିୟୋଜିତ ହୋଇଛନ୍ତି ।ବନ୍ୟା ଲାଗି ୩୨୪ ବୋଟ ରଖାଯାଇଛି । ଏହାସହିତ ୩,୧୪୩ ଲାଇଭ ଜ୍ୟାକେଟ ଏବଂ ୨,୭୧୨ ଉଦ୍ଧାରକାରୀ ଜଳ ଘେରିରୁ ଉଦ୍ଧାର ଲାଗି ମୁତୟନ