Browsing Category

ଆଜିର ଖବର

ସେଲଫି ନେବା ହେଲା କାଳ, କାବେରୀ ନଦୀରେ ବୁଡ଼ି ୫ ମୃତ

ସେଲଫି ନେବାର ନିଶା ଛଡ଼ାଇ ନେଇଛି ୫ଟି ଅମୂଲ୍ୟ ଜୀବନ । କର୍ଣ୍ଣାଟକର ମାଣ୍ଡ୍ୟା ଜିଲ୍ଲାରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି । ଏଠାକାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ 'ମୁଥାଠୀ'ରେ କାବେରୀ ନଦୀ କୂଳରେ ଛିଡ଼ା ହୋଇ ଫଟୋ ଓ ସେଲଫି ଉଠାଇବା ସମୟରେ ଘଟିଛି ବଡ଼ ଅଘଟଣ । ନଦୀର ପ୍ରଖର

ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ଵର(ରାଜ୍ୟ କାହାଣୀ)ପଛକୁ ପଛ ଆସୁଛି ଘୂର୍ଣ୍ଣିବଳୟ। ୨୫ରେ ଗୋଟିଏ, ଅନ୍ୟଟି ଜୁଲାଇ ୨ରେ। ତେଣୁ ଚାଷୀଙ୍କ ପାଇଁ ଖୁସି ଖବର। ମୌସୁମୀ ପ୍ରଭାବରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି

ଶ୍ରୀମନ୍ଦିରରେ ରୁକ୍ମଣୀ–କୃଷ୍ଣ ବିବାହ ନୀତି ଉତ୍ସବ ଆରମ୍ଭ। ୫ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ

ପୁରୀର ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ପବିତ୍ର ରୁକ୍ମଣୀ–ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ବିବାହ ନୀତି ଉତ୍ସବ । ଦେବଦେବୀଙ୍କ ଏହି ଦିବ୍ୟ ମିଳନ ଅବସରରେ ଶ୍ରୀମନ୍ଦିର ପରିବେଶ ଭକ୍ତି ଓ ଉତ୍ସାହରେ ଉଜ୍ଜ୍ୱଳ ହୋଇଉଠିଛି ।ନୀତିକାନ୍ତି ସମୟରେ ସୁରକ୍ଷା ଓ ପରମ୍ପରା ରକ୍ଷା ପାଇଁ ପ୍ରାୟ ୫ ଘଣ୍ଟା

ଖାମେନେଇଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ

ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲି ଖେମିନିଙ୍କର ଫେବ୍ରୁଆରି ୨୮ରେ ଆମେରିକା ଓ ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ହୋଇଥିଲା। ୩୬ ବର୍ଷ ଧରି ଇରାନର ସର୍ବୋଚ୍ଚ ନେତା ଥିବା ଖେମିନିଙ୍କ ମୃତ୍ୟୁକୁ ପାଖାପାଖି ଚାରି ମାସ ହୋଇଯାଇଥିବାବେଳେ ଇରାନ ତାଙ୍କ ଅନ୍ତିମ ସଂସ୍କାର

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ୨୮ ରଥ ଦଉଡ଼ି, ଲମ୍ବ ୨୨୦ ଫୁଟ

ଭୁବନେଶ୍ଵର (ରାଜ୍ୟ କାହାଣୀ ) ଆଉ କିଛି ଦିନ ରହିଲା ରଥଯାତ୍ରା।  ଆଜି ପୁରୀରେ ପହଞ୍ଚିଲା ରଥ ଦଉଡ଼ି । ଦୁଇଟି ଗାଡ଼ିରେ ତିନି ରଥ ପାଇଁ ୮ ଇଞ୍ଚ ଗୋଲେଇର ଆସିଲା ୨୮ଟି ଦଉଡ଼ି । ଗୋଟିଏ ଦଉଡ଼ିର ଲମ୍ବ ୨୨୦ ଫୁଟ ବା ୬୭ ମିଟର । ଓଡ଼ିଶା କତା ନିଗମ ପକ୍ଷରୁ ଆସିଲା ଏହି ଦଉଡ଼ି ।ତେବେ ଚଳିତ

ଥାନା ଏସଆଇଙ୍କୁ ମାନସିକ ନିର୍ଯାତନା ଦେଉଥିଲେ ମହିଳା IIC

ଭୁବନେଶ୍ଵର (ରାଜ୍ୟ କାହାଣୀ) ବାଲେଶ୍ୱର ଜିଲ୍ଲା ବରହମପୁର ଥାନା IIC ଙ୍କ ନାଁରେ ସଙ୍ଗୀନ ଅଭିଯୋଗ। ମାନସିକ ନିର୍ଯାତନା ଓ ଦୁର୍ବ୍ୟବହାର ଅଭିଯୋଗ କଲେ ବରହମପୁର ସବ ଇନ୍ସପେକ୍ଟର ମନୋରଞ୍ଜନ ପୁହାଣ। ନିର୍ଯାତନାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ଚେତାବନୀ ମଧ୍ୟ ଦେଇଛନ୍ତି । ତାଙ୍କ ଅଭିଯୋଗ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ।ଏହି ସାକ୍ଷାତକାରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଠାୱଲେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ

ସଜେଇ ହେଲାଣି ବିଜେଡି କାର୍ଯ୍ୟାଳୟ ! ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବେ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶଙ୍ଖ ଧରିବେ କି ସୁଜାତା ରାଉତ କାର୍ତ୍ତିକେୟନ ? ଓଡ଼ିଶା ରାଜନୀତିରୁ ସାମ୍ନାକୁ ଆସୁଛି ବଡ଼ ଖବର । ବିଜେଡିରେ ସାମିଲ ହୋଇ ପାରନ୍ତି ପୂର୍ବତନ ବରିଷ୍ଠ ଆଇଏଏସ୍ ଅଫିସର । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ଆଇଏଏସ୍ ଅଫିସର ସୁଜାତା

ଅଯୋଧ୍ୟା ରାମମନ୍ଦିର ଦାନରାଶି ସୁରକ୍ଷା ନେଇ ଲାଗୁ ହେଲା ନୂଆ ନିୟମ

ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦ୍ବାରା ଦିଆଯାଉଥିବା ଦାନରାଶିର ସୁରକ୍ଷା ଏବଂ ପାରିଦର୍ଶିତାକୁ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ନୂଆ ବ୍ୟବସ୍ଥା ଲାଗୁ କରିଛନ୍ତି । ଏବେ ଦାନ ଗଣତି କରିବାକୁ ଥିବା କର୍ମଚାରୀ ବିନା ପକେଟ ବସ୍ତ୍ର ପିନ୍ଧି ଥିବା

ରାଶନ ନିୟମରେ ପରିବର୍ତ୍ତନ! ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ମୁଣ୍ଡ ପିଛା ୭ କେଜି 

ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ।ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପ୍ରତି ମାସରେ ୩୫ କିଲୋଗ୍ରାମ ଶସ୍ୟ (ଅନ୍ନ) ଦିଆଯାଉଛି। ଏବେ ଏହାକୁ ବଦଳାଇ ମାସକୁ ପ୍ରତି ବ୍ୟକ୍ତି