Browsing Category
ଆଜିର ଖବର
ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଏ । ଏହି ତିଥି ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର!-->…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଉତ୍ତର ଥାଇଲ୍ୟାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ, ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି!-->…
ଓଡ଼ିଶା T20 ଲିଗ୍ – CM ଟ୍ରଫି ପୂର୍ବରୁ ରାଉରକେଲା ସୁପରଷ୍ଟାର୍ସର ଅଫିସିଆଲ୍ ଜର୍ସି ଉନ୍ମୋଚନ
ଭୁବନେଶ୍ୱର, ରାଜ୍ୟ କାହାଣୀ: ଆଗାମୀ ଭାରତ ମସଲା ଓଡ଼ିଶା T20 ଲିଗ୍ – CM ଟ୍ରଫି ପାଇଁ ରାଉରକେଲା ସୁପରଷ୍ଟାର୍ସ ଶୁକ୍ରବାର ଭୁବନେଶ୍ୱରସ୍ଥିତ ପ୍ରାଚୀ ସରୋବରରେ ନିଜର ଅଫିସିଆଲ୍ ଜର୍ସି ଉନ୍ମୋଚନ କରିଛି।ଆସନ୍ତା ସେପ୍ଟେମ୍ବର ୨୦ରୁ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଏହି!-->…
ସେମି କଣ୍ଡକ୍ଟର ମିଶନରେ ୧୨ଟି ପ୍ରକଳ୍ପକୁ ମଞ୍ଜୁରି, ଓଡ଼ିଶାକୁ ୨ଟି ମିଳିଛି
ଦିଲ୍ଲୀରେ ଆୟୋଜିତ SEMICON India 2026 କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଓଡ଼ିଶାରେ ସେମିକଣ୍ଡକ୍ଟର କ୍ଷେତ୍ରର ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ!-->…
ଓରାଙ୍ଗଉଟାନ ପଛରେ ଇଣ୍ଟରନ୍ୟାସନାଲ ଲିଙ୍କ୍:ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ ଅନ୍ତର୍ଜାତୀୟ ଲିଙ୍କ ଥିବା ସନ୍ଦେହ କରଯାଉଛି। ଏସଟିଏଫ ଏହାର ତଦନ୍ତ କରୁଛି । ମୂଳ!-->…
ମହଙ୍ଗା ପଡିଲା ରାତି ଅଧିଆ ଭେଟ, ବନ୍ଧା ହେଲେ OAS ଅଫିସର
ଭୁବନେଶ୍ୱର (ରାଜ୍ୟ କାହାଣୀ )ମହଙ୍ଗା ପଡିଲା ମହିଳାଙ୍କୁ ରାତି ଅଧିଆ ଭେଟ। ଅଡ଼ୁଆରେ ପଡିଲେ ବାବୁ । ରାତି ଅଧରେ ହେଉଥିଲେ ଉତ୍ପାତ । ଉଠାଇ ଆଣିଲା ପୁଲିସ । ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ ଗିରଫ। ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ ବିଶ୍ବାଳ ଗିରଫ କରିଛି!-->…
ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, (ରାଜ୍ୟ କାହାଣୀ ) ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ମେଡିକାଲ୍ସାଇନ୍ସେସ୍, ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତକରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର!-->…
ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା
ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା ବାନାର୍ଜୀ ନିର୍ବାଚନ ଆୟୋଗ ଏବଂ ଭାଜପା!-->…
ଦିଲ୍ଲୀରେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା
ଦିଲ୍ଲୀର ସ୍ୱରୂପ ନଗର ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ଏକ ଅତ୍ୟନ୍ତ ନୃଶଂସ ଓ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପୋଲିସର ସୂଚନା ଅନୁଯାୟୀ, ଯୁବତୀ ଜଣକ ଅଭିଯୁକ୍ତଙ୍କ ସହିତ ଏକ ଟେମ୍ପୋରେ ଯାତ୍ରା କରିଥିଲେ । ଟେମ୍ପୋ ଭିତରେ!-->…
ପୌର ନିର୍ବାଚିତ ପାଇଁ ସଂଶୋଧିତ ସମୟସୂଚୀ ଜାରି
ଭୁବନେଶ୍ଵର (ରାଜ୍ୟ କାହାଣୀ ) ଆଗାମୀ ପୌର ନିର୍ବାଚନକୁ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟାର ସଂଶୋଧିତ ସମୟସୂଚୀ ଜାରି କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ।ଆସନ୍ତା ୨୪ ସୁଦ୍ଧା ପୋରସଂସ୍ଥା ଓ ଏନଏସିର ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ଡ୍ରାଫ୍ଟ ବିଜ୍ଞପ୍ତି ପ୍ରକାଶ!-->…