Browsing Category
ଆଜିର ଖବର
ଭାରତ ସରକାର ଏଲପିଜି ଏବଂ ପେଟ୍ରୋଲକୁ ନେଇ ଦେଲେ ବଡ଼ ବୟାନ
ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ ଅଧିକ ହ୍ରାସ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଶକ୍ତି ବୁଝାମଣାକୁ ସ୍ବାଗତ କରିଛନ୍ତି। ସେଭଳି ସେ ଏହି ଡିଲ୍ ପରେ ଭାରତର!-->…
ମାମଲା ରଦ୍ଦ ପାଇଁ ଅନୁଭବଙ୍କ ଆବେଦନ, ଓଡ଼ିଶା ସରକାର ଓ ବର୍ଷାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ସୁପ୍ରିମକୋର୍ଟରେ ଅନୁଭବ ମହାନ୍ତିଙ୍କ ମାମଲା,ବର୍ଷା ପ୍ରିୟଦର୍ଶିନୀ ଓ ରାଜ୍ୟ ସରକାରଙ୍କୁ ନୋଟିସ୍। ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଲେ ଅନୁଭବ। ଓଡ଼ିଶା ହାଇକୋର୍ଟଙ୍କ କିଛି ନିର୍ଦ୍ଦେଶ ବିରୋଧରେ ଆଗତ ଏହି ସ୍ପେଶାଲ ଲିଭ୍ ପିଟିସନ ବା ଏସଏଲପି ମାମଲାର!-->…
ଚାମେଲିଙ୍କ ଅଭିଯୋଗ ଆଧାରରେ ଜଣେ ଗିରଫ
ଭୁବନେଶ୍ୱର (ରାଜ୍ୟକାହାଣୀ )ତିଖିରି ପଞ୍ଚାୟତ ଚାମେଲି ଓଝା ଓ ବ୍ଲକ୍ ପ୍ରଶାସନ ବିବାଦ ଘଟଣାରେ ଆକ୍ସନ । ଚାମେଲିଙ୍କ ଅଭିଯୋଗ ଆଧାରରେ ଜଣେ ଗିରଫ । ଗିରଫ ବ୍ୟକ୍ତି ପ୍ରାର୍ଥ ସାରଥୀ ସାମନ୍ତରାୟ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଗିରଫ କଲା ମହାକାଳପଡ଼ା ଥାନା ପୋଲିସ ।!-->…
ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ; ସ୍ୱତନ୍ତ୍ର ଟ୍ରେନ୍ରେ ଯାତ୍ରା କଲେ ଶ୍ରଦ୍ଧାଳୁ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆରମ୍ଭ ହେଲା ସରକାରଙ୍କ ସୋମନାଥ ସ୍ୱାଭିମାନ ପର୍ବ । ସରକାରଙ୍କ ସଂସ୍କୃତି ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରୁ ୧୧ ଶହରୁ ଅଧିକ ଲୋକଙ୍କୁ ସରକାର ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସୋମନାଥ ଭ୍ରମଣରେ ପଠାଇଛନ୍ତି । ୭ ଦିନ ଧରି ପର୍ଯ୍ୟଟକମାନେ ଗୁଜୁରାଟର!-->…
ଆସିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦିନିକିଆ ଓଡ଼ିଶା ଗସ୍ତ ସୂଚୀ
ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ଐତିହାସିକ ସ୍ଥଳ ପରିଦର୍ଶନ କରିବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାର ପ୍ରମୁଖ କାର୍ଯ୍ୟକ୍ରମ ରହିଛି।୨୦!-->…
ସିଟ୍ ବେଲ୍ଟ ଓ ହେଲମେଟ୍ ଚେକିଂ ହେବ କଡ଼ାକଡ଼ି: ପରିବହନ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ସିଟ୍ ବେଲ୍ଟ ଓ ହେଲମେଟ୍ ଚେକିଂ ହେବ କଡ଼ାକଡ଼ି । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । କିଛି ଅମାନିଆ ଏହାକୁ ପାଳନ କରୁନାହାନ୍ତି । ଅମାନିଆ ଗାଡ଼ି ଚାଳକଙ୍କୁ ମନ୍ତ୍ରୀଙ୍କ ନିବେଦନ, ସୁରକ୍ଷିତ ଗାଡି ଚଲାନ୍ତୁ ଅନ୍ୟର ଜୀବନ!-->…
୧୮ରେ ଖୋଲିବ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗ୍ରୀଷ୍ମ ଛୁଟି ପରେ ସ୍କୁଲ ଖୋଲିବାକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଆସିଛି ବଡ଼ ଖବର । ଆସନ୍ତା ଜୁନ୍ ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯଦି ୧୮ ଯାଏଁ ବେଶୀ!-->…
ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ
ମୟୂରଭଞ୍ଜ ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ନାବାଳିକାଙ୍କୁ ଟେକିନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ।ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇନଥିବା ଏସ୍ପି ସ୍ପଷ୍ଟ କରିଥିବା ବେଳେ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି । ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ଛାନଭିନ୍ ଚଳାଇଛି!-->…
ନନ୍ଦନକାନନ ବୁଲିଲେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ! ମଙ୍ଗଳବାର ବନ୍ଦ ରହିବ ପ୍ରାଣୀ ଉଦ୍ୟାନ ଓ ଉଦ୍ଭିଦ ଉଦ୍ୟାନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରଜରେ ରେକର୍ଡ ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ । ପହିଲି ରଜରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ୨୯ ହଜାର ୩୮୦ ପର୍ଯ୍ୟଟକଙ୍କ ଆଗମନ ହୋଇଛି । ଯାହା ନନ୍ଦନକାନନର ପୁରୁଣା ପର୍ଯ୍ୟଟକଙ୍କ ରେକର୍ଡ ଭାଙ୍ଗିଛି ।ସେଥିରେ ପ୍ରାଣୀ ଉଦ୍ୟାନରେ ୨୭!-->…
୨୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ,!-->…