Browsing Category

ଆଜିର ଖବର

ମୋଦୀଙ୍କ ନୂଆ ଇତିହାସ : ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ

ସ୍ୱାଧୀନ ଭାରତରେ ସବୁଠୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହରୁଙ୍କ ରେକର୍ଡ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦେଶର ସବୁଠୁ ଲମ୍ବା କାର୍ଯ୍ୟକାଳ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ବିବେଚିତ ହୋଇଛନ୍ତି । ଜୁନ୍ ୧୦ ତାରିଖରେ ଲଗାତାର ଭାରତର

OPSC ପଦବୀରେ ଅଦଳବଦଳ, ସତ୍ୟବ୍ରତ ରାୟଙ୍କୁ ସଚିବ ଭାବରେ ନିଯୁକ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ସରକାର OPSC ପଦବୀରେ ଅଦଳବଦଳ କରିଛନ୍ତି । ମଙ୍ଗଳବାର ଦିନ ଓଡ଼ିଶା ସରକାର ଓଡ଼ିଶା ଲୋକସେବା ଆୟୋଗରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରିଛନ୍ତି । ଯେଉଁଥିରେ ଦୁଇଜଣ ବରିଷ୍ଠ OAS ଅଧିକାରୀଙ୍କୁ ନୂତନ ପଦବୀ ମିଳିଛି । କଟକର OPSCର ଅତିରିକ୍ତ ସଚିବ

ବିମାନଯାତ୍ରା ନେଇ ବାବୁଙ୍କୁ ତାଗିଦ: ଲାଗିଲା କଟକଣା

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛିଦିନ ତଳେ ପେଟ୍ରୋଲ, ଡିଜେଲର ବ୍ୟବହାର କମ୍‌ କରିବା ପାଇଁ କହିବା ପରଠାରୁ ସାଧାରଣରେ ଲୋକଙ୍କ ଭିତରେ ଏକ ପ୍ରକାର ଭୟ ରହିଛି। ସମାନଭାବେ ବର୍ତ୍ତମାନ ରାଜ୍ୟର ପେଟ୍ରୋଲ ପମ୍ପଗୁଡ଼ିକୁ ଆବଶ୍ୟକତା ଅନୁଯାୟୀ ତୈଳ ପହଞ୍ଚି ପାରୁ ନ

ବିଜେଡିରେ ସୁଜାତାଙ୍କ ଏଣ୍ଟ୍ରି ଉଡା ଖବର ହୋଇପାରେ : ବଦ୍ରି ପାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। କିନ୍ତୁ ଏହି ଚର୍ଚ୍ଚାକୁ

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ

ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ ଏବଂ ଏହାର ନୂତନ ନାମ ‘ଦୀଘା ଜଗନ୍ନାଥ ସାଂସ୍କୃତିକ

ରାଜଧାନୀରେ ଲଜ୍ଜା, ଚାକିରି ଆଳରେ ପାର୍ଲର ଭିତରେ ଯୁବତୀଙ୍କ ସହ ଦୁଷ୍କର୍ମ ଅଭିଯୋଗ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜଧାନୀରେ ଦୁଷ୍କର୍ମ। ଯୁବତୀଙ୍କ ଅଭିଯୋଗ ପରେ, ବନ୍ଧା ହେଲା ଅଭିଯୁକ୍ତ । ବ୍ୟୁଟି ପାର୍ଲରରେ ଚାକିରି ଦେବାକୁ କହି ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି ।ଏହି ମାମଲାରେ ପାର୍ଲର ମାଲିକ ଓ ଅନ୍ୟ ଜଣେ କର୍ମଚାରୀଙ୍କୁ ଖଣ୍ଡଗିରି ଥାନା ପୁଲିସ ଅଟକ ରଖି

ଦୀଘା ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ପଶ୍ଚିମବଙ୍ଗର ଦୀଘାଠାରେ ନିର୍ମିତ ଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସର ନାମରୁ ‘ଧାମ’ ଶବ୍ଦ ହଟାଇବା ପାଇଁ ପଶ୍ବିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।‘ଜଗନ୍ନାଥ ଧାମ’ କେବଳ ପୁରୀ, ଅନ୍ୟ କୌଣସି ସ୍ଥାନ ପାଇଁ ଏହି ଶବ୍ଦର ବ୍ୟବହାର

ରାତି ଅନିଦ୍ରା ହେଇ ପାଠ ପଢ଼ିଲେ, ସକାଳ ହେଲା ବେଳକୁ ଜୀବନ ନାହିଁ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୁରୀ ଝାଡେଶ୍ୱରୀ ମନ୍ଦିର ନିକଟରେ ଭଡାରେ ନିଜ ମାଆଙ୍କ ସହ ରହୁଥିଲେ ଦ୍ଵିତୀୟ ବର୍ଷର ଛାତ୍ରୀ ସଂଗ୍ରାମୀକା ପଣ୍ଡା। ତେବେ ରାତି ସାରା ଅନିଦ୍ରା ହୋଇ ପ୍ରାଟିକାଲ ରେକର୍ଡ ପ୍ରସ୍ତୁତ କରିଥିଲେ। ସକାଳ ଜଳଖିଆ ଖାଇ ନିଜ ରୁମରେ ଶୋଇଥିଲେ। ମଧ୍ୟାହ୍ନ ଭୋଜନ ଖାଇବା

ଦେବାଶିଷ ସାମନ୍ତରାୟଙ୍କ ରାଜ୍ୟସଭା ପ୍ରାର୍ଥୀପତ୍ର କାଏମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ଉପନିର୍ବାଚନକୁ ନେଇ ରାଜନୀତିକ ମାହୋଲ ଗରମ ହୋଇଥିବାବେଳେ ବିଜେପି ନେତା ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ୍ ହୋଇଛି ।ସୂଚନାଥାଉକି, ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ

ମୁଖ୍ୟମନ୍ତ୍ରୀ ବଦଳିଥିଲେ ବି କଂଗ୍ରେସରେ ବିଦ୍ରୋହ କମୁନି! ବଢ଼ିଲା ଶିବକୁମାରଙ୍କ ଟେନସନ

କର୍ଣ୍ଣାଟକରେ କଂଗ୍ରେସର ଅବସ୍ଥା ଭଲ ନାହିଁ । ମୁଖ୍ୟମନ୍ତ୍ରୀ ବଦଳିଥିଲେ ବି କନ୍ଦଳ କମୁନି । କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ବରିଷ୍ଠ ମନ୍ତ୍ରୀ ରାମଲିଙ୍ଗ ରେଡ୍ଡିଙ୍କ ବିଦ୍ରୋହକୁ ଦମନ କରିବାରେ ସଫଳ ହୋଇଥିଲେ ମଧ୍ୟ, ଅନ୍ୟ ଦୁଇ ପ୍ରମୁଖ ନେତାଙ୍କ ଅସନ୍ତୋଷ ଏବେ