Browsing Category

ଆଜିର ଖବର

ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ବିଦ୍ୟୁତ ଖୁଣ୍ଟ ବଦଳାଇବାକୁ ମାଗିଥିଲେ ୨୫ ହଜାର ଟଙ୍କା

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଷୀଙ୍କ ବିଦ୍ୟୁତ ଖୁଣ୍ଟ ବଦଳାଇବାକୁ ନେଉଥିଲେ ଲାଞ୍ଚ । ନରସିଂହପୁର TPCODL ଲାଇନ୍ ମ୍ୟାନ୍ ଲାଞ୍ଚ ନେବା ବେଳେ ଧରାପଡିଲେ । ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଲାଇନ୍ ମ୍ୟାନ୍ ଜଣଙ୍କ ହେଲେ ଧର୍ମ ନିରଞ୍ଜନ ଚୌଧୁରୀ ।ସୂଚନା ଅନୁଯାୟୀ, ଅଭିଯୋଗକାରୀ ଚାଷୀଙ୍କ

ଏଆଇରେ ଓଡ଼ିଶା ଶାସନ ଲୋଗୋ ବିକୃତ ନେଇ ଟ୍ରୋଲ୍‌ର ଶିକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଆଇରେ ନିର୍ମିତ ପୋଷ୍ଟରରେ ରାଜ୍ୟ ସରକାରଙ୍କ ‘ଓଡ଼ିଶା ଶାସନ’ ଲୋଗୋ ବିକୃତ ହୋଇଛି । ଏହାକୁ ନେଇ ଏବେ ସାମାଜିକ ଗଣମାଧ୍ୟମରେ ଟ୍ରୋଲ୍‌ର ଶିକାର ହୋଇଛି ଉଚ୍ଚଶିକ୍ଷା ବିଭାଗ । ଅମିତ୍ କିଲ୍‌ହୋର ନାମକ ଜଣେ ଜଣାଶୁଣା ଜାତୀୟସ୍ତରର ଭିଡିଓ କଣ୍ଟେଣ୍ଟ କ୍ରିଏଟର

ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। 

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏନେଇ ଆକଳନ କରାଯାଇଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଓଡ଼ିଶାର କିଛି ଅଞ୍ଚଳକୁ

ଖୁବଶୀଘ୍ର କୋଣାର୍କ ସୂର୍ଯ୍ୟମନ୍ଦିରରୁ କଢାଯିବ ବାଲି

ରାଜ୍ୟ କାହାଣୀ (ଭୁବନେଶ୍ଵର)ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ା ନିମନ୍ତେ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟରେ । ଖୁବଶୀଘ୍ର ସୂର୍ଯ୍ୟମନ୍ଦିରରୁ ବାଲି କଢ଼ା ଯିବ । ଏନେଇ ଶୁକ୍ରବାର ଏଏସ୍ଆଇ ସୁପରିଣ୍ଟେଣ୍ଡେଣ୍ଟ ଡ. ମିଲନ ଚାଓଲେ ଅନୁଧ୍ୟାନ କରିଛନ୍ତି ।ବୈଷୟିକ ଟିମ ଓ ସୂର୍ଯ୍ୟମନ୍ଦିର କୋର

ନିଲମ୍ବନ ପରେ ଚାକିରିରେ ପୁଣି ଯୋଗ ଦେଲେ IAS ଧିମାନ ଚକମା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଜେଲ୍‌ରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ୍‌ ଧିମାନ ଚକମା । ରାଜସ୍ୱ ବିଭାଗର ଉପ-ସଚିବ ଭାବେ ନିଯୁକ୍ତି ପାଇଛନ୍ତି ଆଇଏଏସ ଧିମାନ ଚକମା ।୨୦୨୧ ବ୍ୟାଚର ଏହି ଆଇଏଏସ ଅଧିକାରୀ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । କଳାହାଣ୍ଡି

ରାଜଧାନୀରେ ପୁଣି ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଓ ପ୍ରତାରଣା!

ରାଜଧାନୀ ଭୁବନେଶ୍ବରରେ ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ, ଶାରୀରିକ ସମ୍ପର୍କ ଓ ପରେ ପ୍ରତାରଣା କରିଥିବା ଅଭିଯୋଗ ଆସିଛି। ଏନେଇ ପାହାଳ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଜଣେ ଯୁବତୀ।ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ସର୍ବେଶ୍ୱର ମଲ୍ଲିକ ନାମକ ଜଣେ ଯୁବକ ପ୍ରଥମେ ଏହି ଯୁବତୀଙ୍କୁ ଏକ

ରାଜ୍ୟର ସମସ୍ତ ପୌରାଞ୍ଚଳରେ ହେବ ଇଭି ଚାର୍ଜଙ୍ଗ ଷ୍ଟେସନ

ରାଜ୍ୟ କାହାଣୀ (ଭୁବନେଶ୍ଵର)EV ଚାର୍ଜିଂ ଷ୍ଟେସନ ପାଇଁ ପରିବହନ ବିଭାଗ ଆଣିଲା ଏସଓପି । ରାଜ୍ୟର ସମସ୍ତ ପୌରାଞ୍ଚଳରେ ହେବ EV ଚାର୍ଜିଂ ଷ୍ଟେସନ । ଚାର୍ଜିଂ ଷ୍ଟେସନ ନିର୍ମାଣ ପାଇଁ ଏସଓପି ଆଣିଲା ପରିବହନ ବିଭାଗ ।ସହରାଞ୍ଚଳରେ ଜମି ଚିହ୍ନଟ କରିବ ପୌର ପ୍ରଶାସନ। ସରକାରୀ ବିଲଡିଂ,

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର

ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍ ଗୁଳିକାଣ୍ଡ ମାମଲାରେ ପାଟନା ସିଭିଲ କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି । ଖାନ୍ ସାରଙ୍କ ଗିରଫଦାରୀ ନେଇ ପୋଲିସ ଚଢାଉ କରିଛି । ତାଙ୍କ କୋଚିଂ ସେଣ୍ଟର ବାହାରେ ପୋଲିସ ଫୋର୍ସ ନିୟୋଜିତ ରହିଛି । ତାଙ୍କ ବିରୋଧରେ ଆର୍ମସ ଆକ୍ଟ (Arms Act) ଅଧୀନରେ ମାମଲା ରୁଜୁ

ନିଜ ଦେହରେ ନିଜେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କଲେ କନେଷ୍ଟବଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଜ ଦେହରେ ପେଟ୍ରୋଲ ଢାଳି ଜଳିଗଲେ କନେଷ୍ଟବଳ। ବ୍ରହ୍ମପୁର ବିଜିପୁର ପୁଲିସ କାର୍ଟର୍ସରେ ଘଟିଛି ଅଭାବନୀୟ ଘଟଣା। ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି ।ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ଟାଉନ୍ ଥାନା

ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁନ ୧ ତାରିଖରେ ପବ୍ଲିକ ଏଣ୍ଟରପ୍ରାଇସ ବିଭାଗ ପକ୍ଷରୁ ପିଏସୟୁରେ ନିଯୁକ୍ତି ନେଇ ଚିଠି ଦିଆଯାଇଛି । ଜୁନ ୩୦ ସୁଦ୍ଧା ପିଏସୟୁ ଗୁଡିକରେ ନିଯୁକ୍ତି ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।ଜୁନ