ଆଜି କମିଲା ସୁନା ଦର ।

ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଜୁନ୍‌ ୨୩ ଅର୍ଥାତ୍‌ ସୋମବାର ହ୍ରାସ ପାଇଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୦, ୭୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ହଜାର ୩୪୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୦, ୭୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୨ ହଜାର ୩୪୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍‌ ସୁନା ଦାମ୍‌ ୭୫,୫୨୦ ଟଙ୍କା ରହିଛି । ଗତକାଲି ୭୫,୫୬୦ ଟଙ୍କା ଥିଲା । ଏଥିରେ ୪୦ ଟଙ୍କା ହ୍ରାସ ହୋଇଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୨୦ , ୦୦୦ ଟଙ୍କା ହୋଇଛି ।

You might also like