ଆଜି କମିଲା ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୩,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୯,୭୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୭୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୦,୦୦୦ ଟଙ୍କା ହୋଇଛି ।

You might also like