ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ
ଭୁବନେଶ୍ଵର, ରାଜ୍ୟ କାହାଣୀ: ଭୁବନେଶ୍ୱର ଲୋକଭବନରେ ବ୍ରଜମୋହନ ରାମଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ।ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସୁରେଶ ପୂଜାରୀ ଉପସ୍ଥିତ ଥିଲେ।ଶପଥ ଗ୍ରହଣ ପୂର୍ବରୁ ଓ ପରେ ନୂଆ ରାଜ୍ୟପାଳଙ୍କୁ ସଶସ୍ତ୍ର ବାହିନୀ ପକ୍ଷରୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା।