ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ !

ପୁରୀ ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ୍ । ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଫୋନ୍‌ରେ ଗପିବାର ଭିଡିଓ ଭାଇରାଲ ହୋଇଛି । ଆନନ୍ଦ ବଜାରରେ ଜଣେ ବ୍ୟକ୍ତି ଫୋନ୍ ରେ କଥା ହେଉଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍ ବ୍ୟବହାର ଉପରେ ବାରଣ ରହିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମୋବାଇଲ ଫୋନ୍ ଉପରେ ବାରଣ କରାଯାଇଛି। ଶ୍ରୀମନ୍ଦିର ଭିତରକୁ କିଭଳି ଗଲା ମୋବାଇଲ ଫୋନ୍ ତାକୁ ନେଇ ଉଠିଛି ପ୍ରଶ୍ନ ।

You might also like