ଆମେରିକା ସିନେଟ୍ରେ ଇରାନ ଯୁଦ୍ଧ ବନ୍ଦ କରିବା ପ୍ରସ୍ତାବକୁ ଅନୁମୋଦନ
ଆମେରିକା ସିନେଟ୍ରେ ମଙ୍ଗଳବାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମରିକ ଶକ୍ତି ସୀମିତ କରିବାର ପ୍ରସ୍ତାବ ପାରିତ ହୋଇଯାଇଛି। ଭୋଟରେ ବିରୋଧୀ ଡେମୋକ୍ରାଟଙ୍କ ସହ ଚାରି ଜଣ ରିପବ୍ଲିକାନ ସାଂସଦ ସାମିଲ ହୋଇଥିଲେ। ତଥାପି ତିନି ଜଣ ରିପବ୍ଲିକାନ ସାଂସଦ ଭୋଟ ଦେବାରୁ ବିରତ ରହିଥିଲେ।!-->…
ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ରେଜଲ୍ଟ ପ୍ରକାଶ ପରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କୌଣସି ଗୋଟିଏ ବିଷୟରେ ଇମ୍ପୁଭମେଣ୍ଟ ପାଇଁ ସୁଯୋଗ ମିଳିପାରିବ । ପିଲା ଜଣଙ୍କ ପାସ କରିଥିଲେ ଇମ୍ପ୍ରୁଭମେଣ୍ଟ!-->…
ଛାତ୍ରୀଙ୍କୁ ୨୪ ଘଣ୍ଟିଆ ସୁରକ୍ଷା ଦେବ ‘ଶକ୍ତିଶ୍ରୀ’ ଆପ୍! ଶିକ୍ଷାର୍ଥୀଙ୍କ ମୋବାଇଲ୍ରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା…
ଭୁବନେଶ୍ୱର (ରାଜ୍ୟକାହାଣୀ )ଛାତ୍ରୀଙ୍କୁ୨୪ ଘଣ୍ଟିଆ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ । ଆପକୁ ମୋବାଇଲରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପରାମର୍ଶ ଦେଇଛି । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳସଚିବ ଓ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । କୌଣସି ଖରାପ ପରିସ୍ଥିତିରେ ଥିଲେ!-->…
ଜୁନ୍ରେ ଫ୍ରାନ୍ସରେ ଜି୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ- ଟ୍ରମ୍ପ ସାକ୍ଷାତ ହେବାର ସମ୍ଭାବନା
ଇରାନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଖୁବ ଶୀଘ୍ର ଏକ ବୈଠକ ହେବାର ସମ୍ଭାବନା ରହିଛି। ଏହା ଆସନ୍ତାମାସରେ ଫ୍ରାନ୍ସରେ ହେବାକୁ ଥିବା G-7 ଶିଖର ସମ୍ମିଳନୀ ସମୟରେ ହୋଇପାରେ| ଟ୍ରମ୍ପଙ୍କ ଅପ୍ରତ୍ୟାଶିତ ଶୈଳୀ!-->…
ପ୍ରକାଶ ପାଇଲା +୨ ପରୀକ୍ଷା ଫଳାଫଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାହାରିଲା ଯୁକ୍ତ ୨ ରେଜଲ୍ଟ । ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । ଫଳାଫଳ ଘୋଷଣା ହେବା ପରେ, ଅପରାହ୍ନ 3ଟାରେ ଛାତ୍ରଛାତ୍ରୀମାନେ CHSE ବୋର୍ଡ +2 ଫଳାଫଳ 2026 ସରକାରୀ ୱେବସାଇଟ୍:!-->…
ଆମ୍ ଆଦମୀ ପାର୍ଟିର ପଞ୍ଚାୟତ ପ୍ରସ୍ତୁତି
ଆମ୍ ଆଦମୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନିର୍ଦ୍ଦେଶରେ ଓଡ଼ିଶାରେ ସମସ୍ତ ସକ୍ରିୟ କାର୍ଯ୍ୟକର୍ତ୍ତାଙ୍କୁ ନେଇ ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ଏକ ପ୍ରସ୍ତୁତି ବୈଠକ ଭୁବନେଶ୍ୱର ଠାରେ ଆସନ୍ତା ମେ ୨୪ ତାରିଖ (ରବିବାର) ଦିନ ଅନୁଷ୍ଠିତ ହେବାକୁ!-->…
ଲଭ୍, ସେକ୍ସ, ଧୋକା, ତାପରେ ଠକେଇ ଅଭିଯୋଗ । ଫସିଗଲେ ଓଡ଼ିଆ ଅଭିନେତା
ଭୁବନେଶ୍ୱର (ରାଜ୍ୟକାହାଣୀ )ଲଭ୍, ସେକ୍ସ, ଧୋକା, ତାପରେ ଠକେଇ ଅଭିଯୋଗ । ଫସିଗଲେ ଓଡ଼ିଆ ଅଭିନେତା । ଜଣେ ଫିଲ୍ମ ଅଭିନେତ୍ରୀଙ୍କୁ ଧୋକ୍କା ଦେବା ସହ ତାଙ୍କଠାରୁ ୨୮ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଭିଯୁକ୍ତ ମହାକାଳପଡ଼ା ବଡ଼ମଠର ରଶ୍ମିକାନ୍ତ ଭୂୟାଁଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ!-->…
ରୋମ୍ରେ ପ୍ରଧାନମନ୍ତ୍ରୀ ମୋଦୀ, ଏକ୍ସରେ ଫଟୋ ସେୟାର କରି ଜର୍ଜିଆ ମେଲୋନି ଲେଖିଲେ- “ରୋମ୍କୁ ସ୍ୱାଗତ, ମୋର…
ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ (X) ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଫଟୋ ସେୟାର କରିଛନ୍ତି। ଏହି ପୋଷ୍ଟର କ୍ୟାପସନରେ ସେ ଲେଖିଛନ୍ତି, "ରୋମକୁ ସ୍ୱାଗତ, ମୋର ବନ୍ଧୁ!"। ତେବେ ଉଭୟଙ୍କ ଏକ ସେଲ୍ଫି ସୋସିଆଲ ମିଡିଆରେ!-->…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଜ୍ୟେଷ୍ଠ କୃଷ୍ଣ ମଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ଅର୍ଥାତ୍ ୪!-->…
ଆଗାମୀ ୫ ଦିନ ମଧ୍ୟରେ ଦିନର ତାପମାତ୍ରା ୨-୩°C ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆହୁରି ୭ ଦିନ ହେବ ଭୟଙ୍କର ଗରମ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ,ଗତକାଲି ଦିଲ୍ଲୀ, ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ରାଜସ୍ଥାନ, ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ରର ୨୨ଟି ସହରରେ ତାପମାତ୍ରା ୪୫ଡିଗ୍ରୀ ଅତିକ୍ରମ କରି ରେକର୍ଡ କରାଯାଇଛି। ତେବେ!-->…